ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ ୨୦୨୨: ବାୟୋଟେକ୍ନୋଲୋଜିରେ ଥିବା ନୂଆ ସମ୍ଭାବନା ବିଷୟରେ ଆଲୋଚନା ହେବ

ଓଡ଼ିଶାଲାଇଭ୍ ବ୍ୟୁରୋ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ ୨୦୨୨ରେ ବାୟୋଟେକ୍ନୋଲୋଜିର ଏକ ସ୍ଵତନ୍ତ୍ର ପ୍ୟାଭେଲିୟନ କରାଯାଇଛି। ଶନିବାର ଏଠାରେ ବାୟୋଟେକ୍ନୋଲୋଜିର ଏକ ସେସନ ଆୟୋଜିତ ହେବ। ଏହା ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ୪...

ରାଜନୈତିକ ପତିଆରା ପାଇଁ ଚାଲିଛି କସରତ: ପଦ୍ମପୁରରେ ବିଜେଡି ସୁପ୍ରିମୋଙ୍କ ପାଓ୍ଵାର ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଆସନ ହାତେଇବା ପାଇଁ ଶାସକ ବିଜେଡି ଏବଂ ବିଜେପି ମଧ୍ୟରେ ଚାଲିଛି ଜୋରଦାର କସରତ। ପଦ୍ମପୁରକୁ ହାତଛଡ଼ା କରିବାକୁ ଚାହୁଁନି ବିଜେଡି। ଅନେକ ନିର୍ବାଚନରେ ବିଜେଡି ସୁପ୍ରିମୋ ଭର୍ଚୁଆଲ...

ସମୟ ପୂର୍ବରୁ ସରିଲା ବିଧାନସଭା ଶୀତ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ବିଧାନସଭା ଶୀତ ଅଧିବେଶନ। ବିରୋଧୀଙ୍କ ହଟ୍ଟଗୋଳରୁ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନ ମାତ୍ର ୮ ଦିନ ଚାଲି ଶେଷ ହୋଇଛି। ଶୁକ୍ରବାର ଦିନ ଗୃହକୁ...

୨୦୨୩ରେ ପଦ୍ମପୁର ବାସୀଙ୍କ ସ୍ଵପ୍ନ ପୂରଣ ହେବ – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୩ ମସିହାରେ ପଦ୍ମପୁର ବାସୀଙ୍କ ସ୍ଵପ୍ନ ପୂରଣ ହେବ ବୋଲି ଶୁକ୍ରବାର ଦିନ ପଦ୍ମପୁର ମାଟିରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁର ଉପନିର୍ବାଚନ ଲାଗି ଦଳୀୟ ପ୍ରାର୍ଥୀ ବର୍ଷାରାଣୀ...

ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ୭ ଲକ୍ଷ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ହୋଇଛି ଶିଳ୍ପ ମହାକୁମ୍ଭ ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୨୦୨୨। ଏହି ମେଗା ଇଭେଣ୍ଟରେ ବିଭିନ୍ନ ଶିଳ୍ପ ସଂସ୍ଥାଗୁଡ଼ିକରୁ ଓଡ଼ିଶା ପାଇଁ ୭...

ଏଏସଓ ପରୀକ୍ଷା ଅନିୟମିତତା ମାମଲା, ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଏସଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ମେରିଟ୍ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।  କମ୍ପ୍ୟୁଟର ଟେଷ୍ଟ ହେଲେ ବି...

ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ...

ଶୀତରେ ଥରୁଛି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା, ଘନ କୁହୁଡ଼ି ଯୋଗୁଁ ଯାତାୟତ ବାଧାପ୍ରାପ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୀତରେ ଥରୁଛି ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି। କୋରାପୁଟ, କନ୍ଧମାଳ, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ଗଜପତି...

ପଦ୍ମପୁରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପରରେ ଆଜି ହେବ ବିଜେଡିର ପାଓ୍ଵାର ସୋ’। ବିଧାନସଭା ଉପନିର୍ବାଚନ ପ୍ରଚାର ପାଇଁ ଶୁକ୍ରବାର ଦିନ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହାଙ୍କ...

ଆରପାରିରେ ବର୍ଷିଆନ ଅଭିନେତ୍ରୀ ଝରଣା ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷିଆନ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗ ଘଟିଛି। ଓଡ଼ିଆ ସିନେମା ଜଗତରେ ସେ ହେଉନ୍ତି ଜଣେ ପରିଚିତ ଚେହେରା। ୮୨ ବର୍ଷ ବୟସରେ କଟକଚଣ୍ଡି ରୋଡ ସ୍ଥିତ ବାସଭବନରେ ଗୁରୁବାର ବିଳମ୍ବିତ...