ଆରମ୍ଭ ହେଲା ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨’ର ପ୍ଲିନାରି ସେସନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ୨୦୨୨ ପ୍ଲିନରି ସେସନ୍ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ସେସନ୍‌ର ଶୁଭାରମ୍ଭ ହୋଇଛି। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ...

୧୭ ପ୍ରସ୍ତାବକୁ କ୍ୟାବିନେଟ ମୋହର

ଓଡ଼ିଶାଲାଇଭ୍ ବ୍ୟୁରୋ ପୋଷାକ, ବୟନଶିଳ୍ପ, ସ୍କ୍ରାଫିଂ, ପର୍ଯ୍ୟଟନ ଆଦି କ୍ଷେତ୍ର ପାଇଁ ନୂତନ ନୀତି ସହିତ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ ଉପରେ କ୍ୟାବିନେଟ କ୍ୟାବିନେଟ୍ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ...

କୁଡୁମୀ ଜାତିକୁ ଜନଜାତି ସମ୍ପ୍ରଦାୟ ଅନ୍ତର୍ଭୁକ୍ତ ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ କୁଡୁମୀ ଜାତିକୁ ଜନଜାତି ସମ୍ପ୍ରଦାୟର ଅନ୍ତର୍ଭୁକ୍ତ କରିବା ଦାବିରେ କୁଡୁମୀ ସମ୍ପ୍ରଦାୟ ପକ୍ଷରୁ ଆସନ୍ତା ଡିସେମ୍ବର ୧୨ ତାରିଖ ଦିନ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ସୂଚନା ଦେଇଛନ୍ତି...

‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୨’: ଆକର୍ଷିତ କଲା ଡ୍ରୋନ୍ ଏବଂ ଲେଜର ସୋ’ ସହ ସାଂସ୍କୃତିକ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରର ଜନତା ମଇଦାନଠାରେ ଆୟୋଜିତ ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ...

‘ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ’ର ତୃତୀୟ ସଂସ୍କରଣକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରର ଜନତା ମଇଦାନଠାରେ ଆୟୋଜିତ ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଦଘାଟନୀ ଉତ୍ସବରେ...

ନିର୍ମାଣ ହେବ ସ୍ଵଭାବ କବି ଗଙ୍ଗାଧର ମେହେର ଭବନ, ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଆ ସାହିତ୍ୟର ଯଶସ୍ଵୀ ସାଧକ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ଵରଠାରେ ସ୍ଵଭାବ କବି ଗଙ୍ଗାଧର ମେହେର ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି...

ସରିଲା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା: ଡିସେମ୍ବର ୯ରୁ ଆରମ୍ଭ ହେବ ମୂଲ୍ୟାୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୨୩ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଶେଷ ହୋଇଛି। ଆସନ୍ତା ଡିସେମ୍ବର ୯ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ। ଏ ନେଇ ବୁଧବାର ଦିନ ମାଧ୍ୟମିକ...

କୁଲତା ସମାଜର ଧର୍ମଶାଳା ପାଇଁ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ। ସୋମବାର ଦିନ ଓଡ଼ିଶା କୁଲତା ସାମାଜର ଏକ ପ୍ରତିନିଧି ଦଳ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା...

ସ୍କ୍ରାପିଂ ପଲିସିକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୁଣା ଗାଡ଼ି ସ୍କ୍ରାପିଂ ପଲିସିକୁ ମିଳିଲା ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ। ରେଜିଷ୍ଟରଡ ଭେହିକିଲ ସ୍କ୍ରାପିଂ ଫ୍ୟାସିଲିଟି ପଲିକିକୁ ରାଜ୍ୟ ସରକାର ଅନୁଦୋନ କରିଛନ୍ତି। ଯାନବାହନ ଜନିତ ବାୟୁ ପ୍ରଦୂଷଣ ରୋକିବାରେ ଏହି...

ଓକିଲ ଆନ୍ଦୋଳନ ସମୟରେ ଉତ୍ତେଜନା, ଓକିଲ ଓ ପୋଲିସ ମୁହାଁମୁହିଁ

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ କରୁଛି ସମ୍ବଲପୁର ଓକିଲ ସଙ୍ଘ। ବୁଧବାର ଓକିଲ ଆନ୍ଦୋଳନ ଚାଲିଥିବାବେଳେ ପୋଲିସ ଏବଂ ଆଇନଜୀବୀଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି।...