ପୁରୀରେ ଅଭାବନୀୟ ଦୃଶ୍ୟ, ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଟ୍ରଲିରେ ନିଆଯିବାର ଭିଡିଓ ଭାଇରାଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏକ ଟ୍ରଲିରେ ବାନ୍ଧି ବୁହା ଯାଉଥିବାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମହାପ୍ରଭୁ ବଳଭଦ୍ର, ଭଉଣୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଏବଂ ସୁଦର୍ଶନଙ୍କୁ ଟ୍ରଲିରେ ବନ୍ଧା ଯାଇ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ...
ପୁଞ୍ଜି ନିବେଶ ପାଇଁ ଓଡ଼ିଶା ଏକ ଉପଯୁକ୍ତ ସ୍ଥାନ – କୁମାର ମଙ୍ଗଲମ୍ ବିର୍ଲା #MIO2018 Flashback
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=ez5sOvrqmXM]
୨୦୧୮ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଯୋଗଦେଇ କ’ଣ କହିଥିଲେ ବିର୍ଲା ଗ୍ରୁପ୍ ଅଫ୍ ଇଣ୍ଡଷ୍ଟ୍ରିର ଅଧ୍ୟକ୍ଷ କୁମାର ମଙ୍ଗଲମ ବିର୍ଲା?
“ଓଡ଼ିଶା ସହ ମୋର ସଂପର୍କ ବହୁ ବର୍ଷର।...
ପରଲୋକରେ ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ଗୋଲକ ବିହାରୀ ନାଏକଙ୍କର ବୁଧବାର ଦିନ ପରଲୋକ ଘଟିଛି। ଆଜି ସକାଳ ୧୦ଟାରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ଡାକ୍ତର ସୂଚନା...
ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା, ଖୋଲିବେ ଅର୍ଚ୍ଚନାଙ୍କ ଗୁମର!
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଓ ଟଙ୍କା ମାଗିବା ଘଟଣାର ଅନ୍ୟତମ ଅଭିଯୁକ୍ତ ଶ୍ରଦ୍ଧାଞ୍ଜଳି ବେହେରା ବୁଧବାର ଦିନ ଭୁବନେଶ୍ୱର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ଦ୍ୱିତୀୟ ଦିନ ହାଜର ହେଲେ ଅକ୍ଷୟ ପରିଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଚ୍ଚର୍ନା ନାଗ ବ୍ଲାକମେଲିଂ ମାମଲାରେ ବୁଧବାର ଦିନ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଆଜି ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଅକ୍ଷୟ ପରିଜାଙ୍କୁ...
କାଲିଠୁ ପୁଣି ଥରିବ ଓଡ଼ିଶା, ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଅନେକ ସ୍ଥାନରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଫଳରେ ରାଜ୍ୟରେ ପୁଣି ଥରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ...
ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଉଡାଣ, ଟେଣ୍ଡର ଆହ୍ୱାନ କଲେ ରାଜ୍ୟ ସରକାର
ଓଡ଼ିଶା ଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଟେଣ୍ଡର ଆହ୍ୱାନ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସିଙ୍ଗାପୁର, ବ୍ୟାଙ୍କକ୍, ଦୁବାଇକୁ ବିମାନ ସେବା ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି।...
ରାଜ୍ୟ ସରକାରଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡ଼ିଶା ମୁହାଁଇଛନ୍ତି – ଏନ୍ ଚନ୍ଦ୍ରଶେଖରନ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=EaWp_nwpv8Q?list=PLKig8_kZBmDMeTEvyVIIHe74opLsrLZIh]“ଓଡ଼ିଶା ସହିତ ଟାଟାର ସମ୍ପର୍କ ବହୁ ବର୍ଷର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକନିଷ୍ଠ ଉଦ୍ୟମ ଯୋଗୁଁ ଆଜି ଶିଳ୍ପପତି ମାନେ ଓଡ଼ିଶା ଆଡ଼କୁ ମୁହାଁଇଛନ୍ତି। ଟାଟା ଯାଜପୁର ଜିଲ୍ଲା କଳିଙ୍ଗନଗରରେ...
ଆଜି ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଦେବେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ସକାଳ ୧୦ଟାରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ଦିନ ୧୨ଟା ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏହି ପରୀକ୍ଷା ନଭେମ୍ବର ୨୩ରୁ ଆରମ୍ଭ ହୋଇ ଆସନ୍ତା ୩୦...
ମାଲକାନଗିରି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସବୁବେଳେ ମୋ ପାଇଁ ସ୍ଵତନ୍ତ୍ର - ମୁଖ୍ୟମନ୍ତ୍ରୀ
"ଜିଲ୍ଲାର ସାମାଜିକ ଓ ଆର୍ଥିକ ସ୍ଥିତି ଆହୁରି ସୁଦୃଢ଼ ହେବ"
ମାଲକାନଗିରି ଜିଲ୍ଲା ପାଇଁ ମଙ୍ଗଳବାର ଦିନ ୨୫ କୋଟି ଟଙ୍କାର...



















