ଆସନ୍ତାକାଲି ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ...
ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ କାରାଦଣ୍ଡାଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାରିପଦାରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟରେ ମଙ୍ଗଳବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସୁମିତା ଜେନା...
ନୟାଗଡ଼ରେ ଗ୍ରାହକଙ୍କୁ ଭୂଆଁ ବୁଲାଉଛି ଟାଟା ପାୱାର!
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲାରେ ବିଭିନ୍ନ ଆଳ ଦେଖାଇ ଟାଟା ପାୱାର ଗ୍ରାହକଙ୍କୁ ଭୂଆଁ ବୁଲାଉଛି। ଏପରି ଗୁରୁତର ଅଭିଯୋଗ ଆଣିଛନ୍ତି ନୟାଗଡ଼ ଜିଲ୍ଲାର ବଦ୍ୟୁତ୍ ଉପଭୋକ୍ତାମାନେ। ରକ୍ଷଣାବେକ୍ଷଣ ପାଇଁ ରବିବାର...
କ୍ୟାନ୍ସରକୁ ଡରନ୍ତୁ ନାହିଁ, ଏହା ସହ ଲଢ଼ନ୍ତୁ – କ୍ୟାନ୍ସରରୁ ସୁସ୍ଥ ହୋଇଥିବା ମହିଳା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): “ବର୍ତ୍ତମାନ କ୍ୟାନ୍ସରକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହେଉଛି। କାରଣ ଏହି ରୋଗରେ ପୀଡ଼ିତ ଅଧିକାଂଶ ଲୋକ ମୃତ୍ୟୁ କବଳରୁ ରକ୍ଷା ପାଆନ୍ତି ନାହିଁ। ଉପଯୁକ୍ତ...
କୋରାପୁଟରୁ ଅପହୃତ ଛାତ୍ର ରାଉରକେଲାରୁ ଉଦ୍ଧାର, ଜଣେ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୋରାପୁଟ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଫୁଲପଦର ଗାଁର ଜଣେ କଲେଜ ଛାତ୍ର କୋରାପୁଟରୁ ନିଖୋଜ ହେବା ଘଟଣାର ଫର୍ଦ୍ଦାଫାଶ କରିଛି ଟାଉନ ଥାନା ପୋଲିସ। ଛାତ୍ର ଜଣକ ନିଖୋଜ ହୋଇନଥିଲେ...
ରାଜଧାନୀକୁ ଖୁବଶୀଘ୍ର ଆସିବ ଆଉ ୪୦ ଇ-ବସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜଧାନୀ ଭୁବନେଶ୍ଵରକୁ ଖୁବଶୀଘ୍ର ଆସିବ ଆଉ ୪୦ଟି ଇ-ବସ୍। CRUT ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ନୂଆ ୪୦ଟି ଇଲେକ୍ଟ୍ରିକ୍ ବସ୍ ଆସିଲେ ରାଜଧାନୀରେ...
ପାର୍କିଂ ସ୍ଥଳକୁ ଅନ୍ୟ କାର୍ଯ୍ୟରେ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ ନେବ ବିଏମସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ପାର୍କିଂ ଓ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ବିଏମସି ବଡ଼ ନିଷ୍ପତ୍ତି ନେଇଛି। ପାର୍କିଂ ସ୍ଥଳକୁ କେହି ଅନ୍ୟ କାର୍ଯ୍ୟରେ ବ୍ୟବହାର କରିପାରିବେ ନାହିଁ। କୋଠା ହେଉ କି ଆପାର୍ଟମେଣ୍ଟ,...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଇଡିରେ ହାଜର ହେଲେ ଅକ୍ଷୟ ପରିଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଡି କାର୍ଯ୍ୟାଳୟରେ ମଙ୍ଗଳବାର ଦିନ ହାଜର ହୋଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା। ଅର୍ଚ୍ଚନା ନାଗ ବ୍ଲାକମେଲିଂ କରି ଟଙ୍କା ମାଗିବା ଘଟଣାରେ ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି।...
ଆଠ ଡଲାରରେ ବ୍ଲୁ ଟିକ୍ ସ୍କିମ୍ ଉପରେ ରୋକ ଲଗାଇଲା ଟ୍ଵିଟର
ଓଡ଼ିଶାଲାଇଭ୍ ବ୍ୟୁରୋ
ଟ୍ଵିଟର ଏବେ ଆଠ ଡଲାରରେ ବ୍ଲୁ ଟିକ୍ ସ୍କିମ୍ ଉପରେ ରୋକ ଲଗାଇଛି। ଟ୍ଵିଟର ବ୍ଲୁ ଟିକ୍ ୟୁଜର୍ସଙ୍କ ପାଇଁ ପେଡ୍ ସ୍କିମ୍ ଲାଗୁ ହେବ ପରେ ଅନେକ ନକଲି ଭେରିଫାଏଡ...
ଯୋରନ୍ଦା ମହିମା ପୀଠରେ ଜବରଦଖଲ ଉଚ୍ଛେଦ ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ କରାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି...





















