ଛତିଶଗଡ଼ର ବିଜାପୁର ଜଙ୍ଗଲରେ ବଡ଼ ଧରଣର ଏନକାଉଣ୍ଟର: ୧୮ ମାଓବାଦୀ ନିହତ, ଜଣେ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର ବିଜାପୁର ଜିଲ୍ଲା ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୧୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଏନକାଉଣ୍ଟର...
ପଖାଳ ଦିବସରେ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ କଣ୍ଠରେ ଶୁଣନ୍ତୁ ‘ଆସ ଜୀବନ ଧନ ମୋର ପଖାଳ କଂସା’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=a2pSli1khlo
ଓଡ଼ିଶା ଏବଂ ଓଡ଼ିଆଙ୍କର ପଖାଳ ସହ ସମ୍ପର୍କ ବହୁ ନିବିଡ଼ ଏବଂ ପୁରାତନ। ପଖାଳ କେବଳ ଆମ ସଂସ୍କୃତି ସହ ମଧ୍ୟ ଯୋଡ଼ି ହୋଇରହିଛି। ଓଡ଼ିଆ ସଂସ୍କୃତିରେ ପଖାଳର ଗୁରୁତ୍ୱକୁ ଆହୁରି...
ଭୁବନେଶ୍ଵରରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ମେଳାର ଉଦଘାଟନ କରିଛନ୍ତି। ଚଳିତ ବର୍ଷ...
ଆଜି ବିଶ୍ୱ ପଖାଳ ଦିବସ: ଖାଇବା ଭାରି ଜମିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଖାଳ ସହିତ ଓଡ଼ିଶା ଏବଂ ଓଡ଼ିଆଙ୍କ ସମ୍ପର୍କ ଅତି ନିବିଡ଼। ଓଡ଼ିଆ ପରମ୍ପରା ସହ ପଖାଳ ଯୋଡ଼ି ହୋଇରହିଛି।
ଓଡ଼ିଆ ଲୋକଙ୍କ ଜୀବନଶୈଳୀରେ ପଖାଳ କେବଳ ନିତିଦିନିଆ ଖାଦ୍ୟ ନୁହେଁ, ଏହା ଓଡ଼ିଆଙ୍କ ପରିଚୟ। ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଏଣୁ ପଖାଳର ଚାହିଦାକୁ...
ଏପ୍ରିଲ ୨ରୁ ଓଡ଼ିଶାରେ ସକାଳୁଆ ସ୍କୁଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଅସହ୍ୟ ହେଲାଣି ଖରା। ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ହେଉଥିବା ଦେଖି ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ। ଏନେଇ...
ଆଜିଠୁ ମାଟ୍ରିକ ଖାତା ଦେଖା ଆରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଜି, ବୁଧବାର ଦିନଠାରୁ ଆରମ୍ଭ ହେଉଛି ମାଟ୍ରିକ ଖାତା ଦେଖା। ରାଜ୍ୟର ମୋଟ ୫୧ଟି ସେଣ୍ଟରରେ ଖାତା ମୂଲ୍ୟାୟନ ପାଇଁ ବ୍ୟବସ୍ଥା କରାଯାଇଛି। ଏଥିମଧ୍ୟରୁ ୪୭ଟି ମାଟ୍ରିକ ଖାତା ମୂଲ୍ୟାୟନ...
ଆଇଆଇଏମ୍ସି ଢେଙ୍କାନାଳ ପକ୍ଷରୁ ‘ସାମ୍ବାଦିକତା ଓ ଗଣ ଯୋଗାଯୋଗ କ୍ଷେତ୍ରରେ କ୍ୟାରିୟର ସୁଯୋଗ’ ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇଆଇଏମ୍ସି ଢେଙ୍କାନାଳ ଏବଂ ଢେଙ୍କାନାଳ ବଣସିଂହସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ‘ସାମ୍ବାଦିକତା ଓ ଗଣ ଯୋଗାଯୋଗ କ୍ଷେତ୍ରରେ କ୍ୟାରିୟର ସୁଯୋଗ’ ଉପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ଆଜି ମହାପ୍ରଭୁଙ୍କର ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ବଡ଼ଠାକୁରଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।...
ନବ ଦାସଙ୍କ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
କେଉଁ ମୋଡ଼ ନେବ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣା। ହତ୍ୟା ଘଟଣାର ଗୁମର ଖୋଲିବାକୁ ପୁଣି ତନାଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଝାରସୁଗୁଡ଼ାସ୍ଥିତ ସ୍ଵର୍ଗତ ନବ ଦାସଙ୍କ...
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା: ଅଭିଯୁକ୍ତ ରାଜା ଚକ୍ରଙ୍କୁ ୩ ଦିନିଆ ନେବ କ୍ରାଇମବ୍ରାଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦୁଝର ଜିଲ୍ଲା ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଅଭିଯୁକ୍ତ ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ତାଙ୍କୁ ୩ ଦିନିଆ ରିମାଣ୍ଡରେ ନେବାକୁ ବାଲେଶ୍ଵର ଓପିଆଇଡି କୋର୍ଟ ଅନୁମତି ଦେଇଛନ୍ତି।...





















