ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଆଜି ସକାଳୁ ସ୍କୁଲ ଯାଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅଣୁ ଉଦ୍ୟୋଗୀଙ୍କ ଦକ୍ଷତା ବିକାଶ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିକଶିତ ଭାରତ ଗଠନରେ ଉଦ୍ୟୋଗୀମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ – ଜୟନ୍ତ ଚୌଧାରୀ
(ଭୁବନେଶ୍ୱର): ଭାରତର ଗ୍ରାମୀଣ ଅର୍ଥନୀତି ବିକାଶରେ ଅଣୁ ଉଦ୍ୟୋଗୀମାନଙ୍କର ଏକ ବଡ଼ ଯୋଗଦାନ ରହୁଛି। ଏହାକୁ ଦୃଷ୍ଟିରେ...
ଓଡ଼ିଶାର ସବୁ ଲୋକଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଅର୍ଥ ବରାଦ କରନ୍ତୁ ସରକାର – ସୁବାସିନୀ ଜେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବିଧାନସଭାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇଛି।
(କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏବେ ଜାରି ରହିଛି।...
ବାରିପଦାରେ ଏପ୍ରିଲ ୧୪ରୁ ବଳାଙ୍ଗୀ ମହୋତ୍ସବ: ମାର୍ଚ୍ଚ ୩୦ରେ ଟାଲେଣ୍ଟ ହଣ୍ଟ ଅଡିସନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ଆସନ୍ତା ଏପ୍ରିଲ ୧୪ ତାରିଖରୁ ଆରମ୍ଭ ହେବ ୨୩ତମ ରାଜ୍ୟସ୍ତରୀୟ ବଳାଙ୍ଗୀ ମହୋତ୍ସବ। ଏପ୍ରିଲ ୧୪ରୁ ୧୮ ତାରିଖ ୫ ଦିନ ଧରି...
ବିବାହ ବନ୍ଧନରୁ ମୁକ୍ତ ହେଲେ ଚହଲ ଓ ଧନଶ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିବାହ ବନ୍ଧନରୁ ମୁକ୍ତ ହୋଇଛନ୍ତି ଭାରତୀୟ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଓ ତାଙ୍କ ପତ୍ନୀ ଧନଶ୍ରୀ ବର୍ମା। ଆଧିକରିକ ଭାବେ ଉଭୟଙ୍କ ଛାଡ଼ପତ୍ର ହୋଇଛି। ଗୁରୁବାର ମୁମ୍ବାଇ ଫ୍ୟାମିଲି ହାଇକୋର୍ଟ ସେମାନଙ୍କର...
ଆଇଆଇଏମସି: ଦୀବାଲିନ ବେହେରାଙ୍କୁ ‘ରାଧାନାଥ ରଥ’ ଓ ପ୍ରିୟା ପ୍ରକାଶଙ୍କୁ ‘ସତ୍ୟ ମହାପାତ୍ର’ ସ୍ମାରକୀ ଫେଲୋସିପ୍
ଓଡ଼ିଶାଲାଇଭ୍ ବ୍ୟୁରୋ
(ଢେଙ୍କାନାଳ): ଢେଙ୍କାନାଳସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି) ର ଚଳିତ ଶିକ୍ଷାବର୍ଷର ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ଛାତ୍ରୀ ଦୀବାଲିନ ବେହେରାଙ୍କୁ ‘ରାଧାନାଥ ରଥ ସ୍ମାରକୀ’ ଫେଲୋସିପ୍ ଓ ଇଂରାଜୀ ସାମ୍ବାଦିକତା...
ଛତିଶଗଡ଼ର ବିଜାପୁର ଜଙ୍ଗଲରେ ବଡ଼ ଧରଣର ଏନକାଉଣ୍ଟର: ୧୮ ମାଓବାଦୀ ନିହତ, ଜଣେ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର ବିଜାପୁର ଜିଲ୍ଲା ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୧୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଏନକାଉଣ୍ଟର...
ପଖାଳ ଦିବସରେ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାସଙ୍କ କଣ୍ଠରେ ଶୁଣନ୍ତୁ ‘ଆସ ଜୀବନ ଧନ ମୋର ପଖାଳ କଂସା’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=a2pSli1khlo
ଓଡ଼ିଶା ଏବଂ ଓଡ଼ିଆଙ୍କର ପଖାଳ ସହ ସମ୍ପର୍କ ବହୁ ନିବିଡ଼ ଏବଂ ପୁରାତନ। ପଖାଳ କେବଳ ଆମ ସଂସ୍କୃତି ସହ ମଧ୍ୟ ଯୋଡ଼ି ହୋଇରହିଛି। ଓଡ଼ିଆ ସଂସ୍କୃତିରେ ପଖାଳର ଗୁରୁତ୍ୱକୁ ଆହୁରି...
ଭୁବନେଶ୍ଵରରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫ର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ମେଳାର ଉଦଘାଟନ କରିଛନ୍ତି। ଚଳିତ ବର୍ଷ...
ଆଜି ବିଶ୍ୱ ପଖାଳ ଦିବସ: ଖାଇବା ଭାରି ଜମିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଖାଳ ସହିତ ଓଡ଼ିଶା ଏବଂ ଓଡ଼ିଆଙ୍କ ସମ୍ପର୍କ ଅତି ନିବିଡ଼। ଓଡ଼ିଆ ପରମ୍ପରା ସହ ପଖାଳ ଯୋଡ଼ି ହୋଇରହିଛି।
ଓଡ଼ିଆ ଲୋକଙ୍କ ଜୀବନଶୈଳୀରେ ପଖାଳ କେବଳ ନିତିଦିନିଆ ଖାଦ୍ୟ ନୁହେଁ, ଏହା ଓଡ଼ିଆଙ୍କ ପରିଚୟ। ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଏଣୁ ପଖାଳର ଚାହିଦାକୁ...





















