ହକି ବିଶ୍ୱକପ୍ ପାଇଁ ରାଉରକେଲା ସହରରେ ଚାଲିଥିବା ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ସୁନ୍ଦରଗଡ଼...
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୩ ଜାନୁଆରି ମାସରେ ଭୁବନେଶ୍ୱର ସହିତ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ ଆୟୋଜନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାମ କରାଯାଉଛି। ମଙ୍ଗଳବାର...
ପରଲୋକରେ କମେଡିଆନ ରାଜୁ ଶ୍ରୀବାସ୍ତବ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲିଉଡ ଏବଂ ଟିଭି ଇଣ୍ଡଷ୍ଟ୍ରିର ସୁପ୍ରସିଦ୍ଧ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କର ବୁଧବାର ଦିନ ଦେହାନ୍ତ ହୋଇଛି। ସେ ଗତ ଅଗଷ୍ଟ ମାସରୁ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।...
କଟକ ସିଏମସି କାର୍ଯ୍ୟାଳୟରେ ତିନିଦିନିଆ କର୍ମଶାଳା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ସହରରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଏବଂ ଘରୋଇ ସ୍ୱେରେଜ୍ ତଥା ଜଳ ସଂଯୋଗର ସୁବିଧା ନିମନ୍ତେ କଟକ ସିଏମସି କାର୍ଯ୍ୟାଳୟରେ ତିନି ଦିନିଆ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।
ସିଏମସି ଏବଂ...
ଚୌଧୁରୀ ବଜାର ଦୁର୍ଗାପୂଜାରେ ନିଆରା ପରମ୍ପରା: ମା’ଙ୍କ ପାଖରେ ଭୋଗ ହୁଏ ପରିବା ଚୋପା-ଜହ୍ନିପୋଡ଼ା’
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ଦୁର୍ଗାପୂଜାର ସବୁଠୁ ବଡ଼ ଆକର୍ଷଣ ହେଉଛି ଚାନ୍ଦିମେଢ଼। ଆଉ ଏଠାରେ ଚାନ୍ଦିମେଢ଼ର ପରମ୍ପରା ଆରମ୍ଭ କରିଥିବା ପୂଜା କମିଟି ହେଉଛି ଚୌଧୁରୀ ବଜାର ଦୁର୍ଗା ପଞ୍ଚାୟତ କମିଟି। କେବଳ ଚାନ୍ଦି...
ନବରଙ୍ଗପୁରରେ ‘ପେପରଲେସ୍ କୋର୍ଟ’ ଉଦଘାଟନ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ୟୁୟୁ ଲଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଜିଲ୍ଲାରେ ‘ପେପରଲେସ୍ କୋର୍ଟ’କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ ଉଦଘାଟନ କରିଛନ୍ତି। ଓଡ଼ିଶାର ୩୦ଟି ଜିଲ୍ଲା ସମେତ ନବରଙ୍ଗପୁର ଜିଲ୍ଲାରେ ‘ପେପରଲେସ୍ କୋର୍ଟ’କୁ...
ଗୁରୁଣ୍ଡିଆ ବ୍ଲକରେ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ଅନୁଧ୍ୟାନ କଲେ ବଣାଇଁ ବିଧାୟକ ଏବଂ ସୁନ୍ଦରଗଡ଼ ଜିଲ୍ଲାପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏବଂ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଗୁରୁଣ୍ଡିଆ ବ୍ଲକ୍ ଗସ୍ତରେ ଆସି ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଏହି ବ୍ଲକରେ...
ଗ୍ରାମାଞ୍ଚଳରେ ଅନଲାଇନ ଶିକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଏନଏସଏସ ସାମିଲ ହେବା ଆବଶ୍ୟକ: ବିଷ୍ଣୁପଦ ସେଠୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମାଜ ସେବା ସହିତ ଗ୍ରାମାଞ୍ଚଳରେ ଅନଲାଇନ ଶିକ୍ଷା ଗ୍ରହଣ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ନ୍ୟାସନାଲ ସର୍ଭିସ ସ୍କିମ (ଏନଏସଏସ) ନିଜକୁ ସାମିଲ କରିବା ଉଚିତ ବୋଲି ଶିକ୍ଷା ଓ...
ମାନସିକ ସମସ୍ୟା ‘ବାଇପୋଲାର ଡିସଅର୍ଡର’ର କାରଣ, ଲକ୍ଷଣ ଓ ଚିକିତ୍ସା
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
[youtube https://www.youtube.com/watch?v=Gk-xHnLedTY]
ଏକ ସାଙ୍ଘାତିକ ମାନସିକ ସମସ୍ୟା ହେଉଛି ବାଇପୋଲାର ଡିସଅର୍ଡର। ଏଥିରେ ଆକ୍ରାନ୍ତ ହେଉଥିବା ବ୍ୟକ୍ତି କେତେବେଳେ ଅଧିକ ଉତ୍ସାହିତ ହୋଇଯାଆନ୍ତି ତ କେତେବେଳେ ଭାଙ୍ଗି ପଡ଼ନ୍ତି। ଏମାନଙ୍କୁ କମ...
ପରଲୋକରେ ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଧାମନଗର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ବିଷ୍ଣୁ ଚରଣ ସେଠୀଙ୍କର ସୋମବାର ଦିନ ବିୟୋଗ ଘଟିଛି। କିଡନୀ ରୋଗରେ ପୀଡ଼ିତ ହୋଇ ସେ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।...
ରାଜ୍ୟରେ ପ୍ରବଳ ବର୍ଷିବ: ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ...





















