ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଯୋଡ଼ିହେଲା ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ବ୍ଲକ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୨-୨୩ ଖରିଫ୍ ୠତୁରେ ଜିଲ୍ଲାର ମୋଟ ୧୨ଟି ବ୍ଲକରେ ପୁଷ୍ଟିଶସ୍ୟ ଚାଷ ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଚଳିତ ବର୍ଷ ସୁନ୍ଦରଗଡ଼ ଜିଲ୍ଲାର ବଣାଇଁ ବ୍ଲକକୁ ସାମିଲ କରାଯାଇଛି। ଏଥିପାଇଁ ସୁନ୍ଦରଗଡ଼ଠାରେ...

କୋରାପୁଟ ଡମ୍ବତୁରୁଞ୍ଜି ଗାଁରେ ଝାଡ଼ାବାନ୍ତି ଆତଙ୍କ: ୨ ମୃତ, ୨୦ ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୋରାପୁଟ): କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକର ଉପାନ୍ତ ଅଞ୍ଚଳ ଝାଡ଼ାବାନ୍ତି ବ୍ୟାପୁଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଡମ୍ବତୁରୁଞ୍ଜି ଗାଁରେ ପରିସ୍ଥିତି ଉଗ୍ରରୂପ ନେବାରେ ଲାଗିଛି। ଦୁଇ ସପ୍ତାହ ମଧ୍ୟରେ ଝାଡ଼ାବାନ୍ତିରେ...
MKCG

ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶୁକ୍ରବାର ଦିନ ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ସୁପରସ୍ପେଶାଲିଟି ବିଲ୍ଡିଂର ପ୍ଲାଷ୍ଟିକ୍ ସର୍ଜରୀ ଓ୍ଵାର୍ଡରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ବାହିନୀ ନିଆଁକୁ ସମ୍ପୂର୍ଣ୍ଣ ଭାବେ...

ପାର୍କରେ ବୁଲିବେ ଖେଳିବେ ସ୍ମାର୍ଟସିଟି ପୋଷା ଜୀବଜନ୍ତୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଧୀନରେ ରାଜଧାନୀରେ ୬୦ରୁ ଅଧିକ ପାର୍କ ରହିଥିବାବେଳେ ଭରତପୁର ଅଞ୍ଚଳରେ ଆଉ ଏକ ସ୍ୱତନ୍ତ୍ର ପାର୍କ ପ୍ରତିଷ୍ଠା ହେବାକୁ ଯାଉଛି। ତେବେ ଏହି ପାର୍କର ବିଶେଷତ୍ୱ...

ସୋଆରେ ଏନସିସିର ବାର୍ଷିକ ପ୍ରଶିକ୍ଷଣ ଶିବିର ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ପରିସରରେ ଅଗଷ୍ଟ ୧୭ ତାରିଖରୁ ୮ ଦିନ ଧରି ଚାଲିଥିବା ନ୍ୟାସନାଲ କ୍ୟାଡେଟ୍ କୋର (ଏନସିସି)ର ବାର୍ଷିକ...

‘ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଲେଖିବା ଏବଂ ରିପୋର୍ଟିଂ କରିବା’ ଶୀର୍ଷକ କର୍ମଶାଳା ଆୟୋଜିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଣମାଧ୍ୟମରେ ଲିଙ୍ଗଗତ ସମାନତା ତଥା ସମ୍ବେଦନଶୀଳତାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ୟୁନିସେଫ୍‍ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ସାମ୍ବାଦିକମାନଙ୍କ ପାଇଁ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ‘ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଲେଖିବା ଏବଂ...

କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଗୁଲାମନବୀ ଆଜାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ କଂଗ୍ରେସ ନେତା ଗୁଲାମନବୀ ଆଜାଦ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟତା ସହ ସମସ୍ତ ପଦପଦବୀରୁ ସେ ଆଜି ଇସ୍ତଫା ଦେଇଛନ୍ତି। ଗୁଲାମନବୀ ଆଜାଦ ୫ ପୃଷ୍ଠା ସମ୍ବଳିତ...

କଂଗ୍ରେସ ବିଧାୟକଙ୍କ ସଂଖ୍ୟା ୯ରୁ ୯୦ କରିବା ଲକ୍ଷ୍ୟ ରହିଛି: ଶରତ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ହେବାକୁ ଲାଗିଛି। ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି (ବିଜେପି) ନିଜ ନିଜର ରଣନୀତି ପ୍ରସ୍ତୁତ କରୁଛନ୍ତି।...

ଏଆଇପିଏଚ୍ ବିଶ୍ଵବିଦ୍ୟାଳୟ ପକ୍ଷରୁ ‘ବିଶ୍ଵ ମଶା ଦିବସ-୨୦୨୨’ ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ବିଶ୍ୱ ମଶା ଦିବସ-୨୦୨୨’ ପାଳନ କରାଯାଇଛି। ବୁଧବାର ଦିନ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ‘ମ୍ୟାଲେରିଆ ସହିତ ମଶାର ସମ୍ପର୍କ’ ବିଷୟରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଯୋଗଦେଇଥିବା...

କମାଲ କଲେ ବାପା-ଝିଅ: ରାଜ୍ୟସ୍ତରୀୟ ପାୱାରଲିଫ୍ଟିଂ ପ୍ରତିଯୋଗିତାରେ ଉଭୟଙ୍କୁ ସ୍ଵର୍ଣ୍ଣ

ଓଡ଼ିଶାଲାଇଭ୍ ବ୍ୟୁରୋ (କୋରାପୁଟ): ବାପାଙ୍କ ପଥ ଅନୁସରଣ କରୁଛନ୍ତି ଝିଅ। ପ୍ରତିଭାରେ କେହି କାହାଠାରୁ ନୁହନ୍ତି କମ। ରାଜ୍ୟସ୍ତରୀୟ ପାୱାରଲିଫ୍ଟିଂ ପ୍ରତିଯୋଗିତାରେ ବିଶ୍ଵନାଥ ନାୟକ ଏବଂ ତାଙ୍କ ୧୪ ବର୍ଷର ଝିଅ ବୈଭବୀ ନାୟକଙ୍କୁ ମିଳିଛି...