ବନ୍ୟା ଆଶଙ୍କା: ସାମ୍ଭାବ୍ୟ ସ୍ଥିତି ଏଡ଼ାଇବାକୁ ୮ ଜିଲ୍ଲା ପାଇଁ ନିଯୁକ୍ତ ହେଲେ ୬ ଯନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।...

ବଢ଼ୁଛି ହୀରାକୁଦ ଜଳସ୍ତର: ଖୋଲିଲା ଆଉ ୨ଟି ଗେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି। ପୂର୍ବରୁ ୨୮ଟି ଗେଟ ଖୋଲିଥିବାବେଳେ ପୁଣି ଆଉ ୨ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୩୦ଟି ଗେଟ ଦେଇ ଜଳ...

ରାଜ୍ୟରେ ବଢ଼ିବ ବର୍ଷା ପରିମାଣ: ୭ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।...

ବଢୁଛି ଜଳସ୍ତର: ମହାନଦୀରେ ବନ୍ୟା ଆଶଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ବନ୍ୟା ଆଶଙ୍କା ବଢୁଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବଢ଼ିବାରେ ଲାଗିଛି। ମହାନଦୀ ସହ ବୈତରଣୀ ଏବଂ ଜଳକା ନଦୀରେ ଜଳସ୍ତର ବଢ଼ୁଛି।...

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହେଲେ ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତ ହୋଇଛନ୍ତି ଦୁଇଜଣ ନୂଆ ବିଚାରପତି। ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାଶଙ୍କୁ ହାଇକୋର୍ଟରେ ନିଯୁକ୍ତି ମିଳିଛି। ଓଡ଼ିଶା ହାଇକୋର୍ଟରେ ଦୁଇ ନୂଆ...

କେମିତି କରିବେ ଜାତୀୟ ପତାକାର ସୁରକ୍ଷା ଓ ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ପାଳୁଛି ‘ଆଜାଦୀ କା ଅମୃତ ମହୋସବ’। ଏହି କ୍ରମରେ ଆୟୋଜିତ ହେଉଛି ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ। ଏଥିପାଇଁ ଓଡ଼ିଶା ସରକାର ରାଜ୍ୟବାସୀଙ୍କୁ...

ସୁନ୍ଦରଗଡ଼ ଜିଲ୍ଲାରେ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ‘କୃମିନାଶକ’ ଔଷଧ

ଓଡ଼ିଶାଲାଇଭ୍ ବ୍ୟୁରୋ ପିଲାମାନଙ୍କ ମଧ୍ୟରେ ଦେଖାଯାଉଥିବା କୃମି ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ମାଗଣାରେ କୃମିନାଶକ ଔଷଧ ‘ଆଲବୋଣ୍ଡାଜୋଲ୍’ ବଣ୍ଟନ କରାଯାଉଛି। ଶୁକ୍ରବାର ଦିନ...

ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବ ଉପରେ ମୋହର

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୭ଟି ପ୍ରସ୍ତାବରେ ମୋହର ଲାଗିଛି। ବୈଠକର ନିଷ୍ପତ୍ତି ଅନୁସାରେ ସମ୍ପ୍ରସାରିତ ହେବ ମିଲେଟ ମିଶନ। ମିଲେଟ ମିଶନ ପାଇଁ ସ୍ୱତନ୍ତ୍ର...

ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ସ୍ଵାସ୍ଥ୍ୟ ବିଭାଗର ନିଆରା ପ୍ରୟାସ: ଉପହାରରେ ମିଳିବ ‘ନବଦମ୍ପତି କିଟ୍’

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଜନସଂଖ୍ୟାକୁ ସ୍ଥିର ରଖିବା ଦିଗରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିଆରା ଯୋଜନା ହାତକୁ ନିଆଯାଇଛି। ନୂଆ କରି ବିବାହ କରିଥିବା...

ନୟାଗଡ଼: ନଦୀ ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (କିଶୋର ମହାପାତ୍ର, ନୟାଗଡ଼ ରୁରାଲ): ବିପଦପୂର୍ଣ୍ଣ ଭାବେ ଛାତ୍ରଛାତ୍ରୀ ବହି ବସ୍ତାନୀ ଧରି ପାଣି ଭିତରେ ପଶି ନଦୀ ପାର ହୋଇ ସ୍କୁଲ ଯାଉଛନ୍ତି। ଏହିଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି...