ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ କୁସ୍ତି କମାଲ୍: ଭାରତ ପାଇଁ ସ୍ଵର୍ଣ୍ଣ ଆଣିଲେ ବଜରଙ୍ଗ, ସାକ୍ଷୀ ଓ ଦୀପକ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଅଷ୍ଟମ ଦିନ ଭାରତ ପାଇଁ ସ୍ଵର୍ଣ୍ଣିମ ସାବ୍ୟସ୍ତ ହୋଇଛି। ଗୋଟିଏ ଦିନରେ ଭାରତକୁ ମିଳିଛି ତିନି ତିନିଟି ସ୍ଵର୍ଣ୍ଣ ପଦକ। ସବୁ ପଦକ କୁସ୍ତିକୁ ହିଁ ମିଳିଛି।...

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅମିତ ଶାହ ସନ୍ଧ୍ୟାରେ ଓଡ଼ିଶାରେ ପହଞ୍ଚିବା ପରେ ରାତ୍ରି ବିଶ୍ରାମ କରିବେ। ପରଦିନ ଶ୍ରାବଣ ଶେଷ ସୋମବାର ଦିନ ସକାଳେ...

ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇଥିବାବେଳେ ଆସନ୍ତା ୮ ତାରିଖରେ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ୮ ତାରିଖ...

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୧୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ଶନିବାର ସନ୍ଧ୍ୟାରେ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ଏହା ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆଜି ସକାଳୁ...

ଉପରାଷ୍ଟ୍ରପତି ନିର୍ବାଚନ ଲାଗି ଚାଲିଛି ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ମତଦାନ। ସଂସଦ ଭବନରେ ଶନିବାର ସକାଳ ୧୦ଟାରୁ ଆରମ୍ଭ ହୋଇଛି ଉପରାଷ୍ଟ୍ରପତି ନିର୍ବାଚନ ଲାଗି ଭୋଟ ଗ୍ରହଣ। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ।...

ସୁନ୍ଦରଗଡ଼ସ୍ଥିତ ମାଦ୍ରିକାଲୋ ଭବନର ନବୀକରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଓ ବଡ଼ଗାଁ ଆଇଟିଆଇ କେନ୍ଦ୍ର ପରିଦର୍ଶନ କଲେ...

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁନ୍ଦରଗଡ଼ ଗସ୍ତର ତୃତୀୟ ଦିନ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ...

ରାୟଗଡ଼ା: ଛାତ୍ରୀ ନିବାସର ୪୧ ଛାତ୍ରୀ କୋଭିଡ ସଂକ୍ରମିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଛାତ୍ରୀନିବାସର ୪୧ ଜଣ ଛାତ୍ରୀ କୋଭିଡ ସଂକ୍ରମିତ ହୋଇଛନ୍ତି। ପର୍ଯ୍ୟାୟ...

ଦରଦାମ୍ ବୃଦ୍ଧିକୁ ନେଇ ଦେଶବ୍ୟାପୀ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ: ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଉଠାଇ ନେଲା...

ଓଡ଼ିଶାଲାଇଭ୍ ବ୍ୟୁରୋ ଦରଦାମ୍ ବୃଦ୍ଧି, ମୁଦ୍ରାସ୍ଫୀତି, ଜିଏସଟି ଏବଂ ବେକାରୀ ସମସ୍ୟାକୁ ବିରୋଧ କରି ଶୁକ୍ରବାର ଦିନ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ସଂସଦର ଉଭୟ ଲୋକସଭା ଏବଂ ରାଜ୍ୟସଭାରେ କଂଗ୍ରେସ...

ପୁଣି ରେପୋ ରେଟ ବୃଦ୍ଧି କଲା ଆରବିଆଇ: ମହଙ୍ଗା ହେବ ବ୍ୟାଙ୍କ ଋଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ବର୍ଷ ହେଲା ଦରଦାମ ବୃଦ୍ଧି ଅଣାୟତ ସ୍ଥିତିରେ ଥିବାରୁ ବୁଧବାର ଦିନ ପୁଣି ରେପୋ ରେଟ ବୃଦ୍ଧି କରିଛି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)। ଏବେ ଆହୁରି ମହଙ୍ଗା ହେବ...

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତ ପାଇଁ ସ୍ଵର୍ଣ୍ଣ ଆଣିଲେ ସୁଧୀର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଂଲଣ୍ଡର ବର୍ମିଂହାମରେ ଖେଳାଯାଉଥିବା ୨୨ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପୁଣି ଭାରତକୁ ସଫଳତା ମିଳିଛି। ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ଜିତିଛନ୍ତି ସୁଧୀର। ପାରା ପାୱାରଲିଫ୍ଟିଂ ପୁରୁଷ ବର୍ଗରେ ସେ ଏହି...