ପୁଣି ୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ମୂଲ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ଉପଭୋକ୍ତାଙ୍କ ଉପରେ ପୁଣି ଆର୍ଥିକ ଚାପ। କାରଣ ମହାଙ୍ଗା ହୋଇଛି ଘରୋଇ ଗ୍ୟାସର ମୂଲ୍ୟ। ୧୪.୨ କିଲୋଗ୍ରାମ ଯୁକ୍ତ ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ବୃଦ୍ଧି କରାଯାଇଛି। ପ୍ରତି ସିଲିଣ୍ଡର...

ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ରେଜଲ୍ଟ ଆସିବା ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଦିନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା...

ନୂଆପଡ଼ା: ଟ୍ରକ୍ ଧକ୍କାରେ ୪ ବାଇକ୍ ଆରୋହୀ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଯୁବକ ଏବଂ ଜଣେ ଶିଶୁ ରହିଛନ୍ତି। ସୂଚନା ଅନୁସାରେ...

କର୍ଣ୍ଣାଟକ ସୁନ୍ଦରୀ ସିନି ସେଟ୍ଟୀଙ୍କ ମୁଣ୍ଡରେ ମିସ୍ ଇଣ୍ଡିଆ ମୁକୁଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶକୁ ଚଳିତ ବର୍ଷର ମିସ୍ ଇଣ୍ଡିଆ ମିଳିଯାଇଛି। କର୍ଣ୍ଣାଟକର ସିନି ସେଟ୍ଟୀ ମିସ୍ ଇଣ୍ଡିଆ ୨୦୨୨ ଟାଇଟଲ ଜିତିଛନ୍ତି। ସିନିଙ୍କ ମସ୍ତକରେ ଏବେ ଶୋଭା ପାଇଛି ମିସ୍ ଇଣ୍ଡିଆର ଆକର୍ଷଣୀୟ ମୁକୁଟ। ମିସ୍...

ମହାରାଷ୍ଟ୍ର ଫ୍ଲୋର ଟେଷ୍ଟରେ ଏକନାଥ ସିନ୍ଦେ ବିଜୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରରେ ଫ୍ଲୋର ଟେଷ୍ଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ବହୁମତ ମିଳିଛି ଏକନାଥ ସିନ୍ଦେ ସରକାରଙ୍କୁ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସମର୍ଥନରେ ୧୬୪ ବିଧାୟକ ଭୋଟ ଦେଇଛନ୍ତି। ମହାରାଷ୍ଟ୍ରର ନୂଆ...

ପ୍ରବଳ ବର୍ଷା ସମ୍ଭାବନା – ୪ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି...

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ଵାଦଶ ଶ୍ରେଣୀ ପରୀକ୍ଷାର ଫଳାଫଳ। ସୋମବାର ଦିନ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ଆଜି ମାଟ୍ରିକ୍ ପରୀକ୍ଷା...

ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଜୁଲାଇ ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳାଫଳ। ଏ ନେଇ ସୋମବାର ଦିନ ସୂଚନା ଦେଇଛନ୍ତି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆସନ୍ତା...

ଆଜି ବନକଲାଗି ନୀତି: ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ରତ୍ନବେଦୀରୁ ଯାଇ ଆଡ଼ପ ମଣ୍ଡପରେ ଚାଲିଛି ମହାପ୍ରଭୁଙ୍କର ନିତ୍ୟରାସ। ଜନ୍ମବେଦୀରେ ବିରାଜିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ...

ବିଜେବି କଲେଜ ଛାତ୍ରୀ ରୁଚିକା ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭାରେ ହୋହଲ୍ଲା, ଗୃହ ୧୧ଟା ୩୦ ଯାଏଁ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ...