ଭୁବନେଶ୍ୱର: ଏକ୍ସଆଇଏମ୍ ବିଶ୍ଵବିଦ୍ୟାଳୟର ପୁରୁଣା କ୍ୟାମ୍ପସରେ ଛାତ୍ରାବାସ ଉଦ୍‌ଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ସ୍ଥିତ ଏକ୍ସଆଇଏମ୍ ବିଶ୍ଵବିଦ୍ୟାଳୟର ପୁରୁଣା କ୍ୟାମ୍ପସରେ ଏକ ଛାତ୍ରାବାସ ଉଦ୍‌ଘାଟିତ ହୋଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶ୍ଵବିଦ୍ୟାଳୟର ଏକ ବିଶେଷ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।...

ଜୟନାରାୟଣଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ବିରୋଧୀଙ୍କ ହଙ୍ଗାମା: ମଧ୍ୟାହ୍ନ ୧୨ଟା ଯାଏଁ ବିଧାନସଭା ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ବଜେଟ ଅଧିବେଶନରେ ସୋମବାର ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ସରକାରଙ୍କୁ...

ନ୍ୟୁଜିଲାଣ୍ଡକୁ ହରାଇ ତୃତୀୟଥର ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ରେ ଚାମ୍ପିୟନ ହୋଇଛି ଭାରତ। ରବିବାର ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ୱିକେଟରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଏଥିସହ ଦଳ ତୃତୀୟ ଥର ପାଇଁ ଚାମ୍ପିୟନ୍ସ ଟ୍ରଫି...

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ‘ୟୁଥ୍ କନକ୍ଲେଭ’: ‘‘ନାରୀମାନଙ୍କୁ ଉଚିତ ସୁଯୋଗ, ସମ୍ମାନ ଓ...

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=rUdGQimMAZA (ଭୁବନେଶ୍ୱର): ନାରୀ ହେଉଛନ୍ତି ଆମ ସମାଜର ଶକ୍ତି। ତେଣୁ ସେମାନଙ୍କୁ ଉଚିତ ସୁଯୋଗ ଓ ସମ୍ମାନ ଦେବା ସହ ସେମାନଙ୍କ ପାଇଁ ପ୍ରତ୍ୟେକ କ୍ଷେତ୍ରରେ ସମାନତା ସୃଷ୍ଟି କରିବା ଗୁରୁତ୍ୱପୂର୍ଣ୍ଣ। ଏ...

ସୁଭଦ୍ରା ଅପଡେଟ୍: ହିତାଧିକାରୀଙ୍କ ଖାତାକୁ ଆସିଲା ଦ୍ଵିତୀୟ କିସ୍ତି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ପାଇଲେ ହିତାଧିକାରୀ। ଆଜି, ଶନିବାର ଦିନ ରାଜ୍ୟର ୧ କୋଟି ୬୪ ହଜାର ହିତାଧିକାରୀଙ୍କ ଖାତାକୁ ୫ ହଜାର...

ଓଡ଼ିଶାରେ ବଢ଼ି ଚାଲିଛି ତାତି: ଆସନ୍ତା ୨ ସପ୍ତାହ ମଧ୍ୟରେ ଆସିବ ହିଟୱେଭ୍!

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ବଢ଼ି ଚାଲିଛି ତାତି। ଅଧିକାଂଶ ଅଞ୍ଚଳରେ ମାତ୍ରାଧିକ ଖରା ଅନୁଭୂତ ହେଉଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ରାଜ୍ୟର ଏକାଧିକ ଅଞ୍ଚଳରେ ହିଟୱେଭ୍ ହେବାର ସମ୍ଭାବନା ରହିଛି।...

ଅନ୍ତର୍ଜାତୀୟ ମହିଳା ଦିବସ: ଜାଣନ୍ତୁ ଏହାର ଇତିହାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାମାନଙ୍କ ପ୍ରତି ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଏହି ଦିବସ ପାଳନ କରାଯାଉଛି। ଏହି ଦିନ ମହିଳାଙ୍କ ତ୍ୟାଗ ଓ ସ୍ୱୀକୃତିକୁ...

ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାର ୪ଟି ସହରରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକଙ୍କ ଘରେ ଘରେ ପହଞ୍ଚୁଛି ବିଶୁଦ୍ଧ ପାନୀୟ ଜଳ ରାଜଗାଙ୍ଗପୁର, ବୀରମିତ୍ରପୁର, ସୁନ୍ଦରଗଡ଼ ଓ ରାଉରକେଲା ସହରର ୩୨ ହଜାରରୁ ଅଧିକ ପରିବାର ଉପକୃତ (ରାଉରକେଲା): ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବିଶୁଦ୍ଧ ପାନୀୟ ଜଳର...

ମୟୂରଭଞ୍ଜରେ ବଳାଙ୍ଗୀ ସାଂସ୍କୃତିକ ଜାଗରଣ ଯାତ୍ରା ଉଦଘାଟିତ: ଜିଲ୍ଲା ପରିକ୍ରମା କରିବ ମହାରାଜା ଶ୍ରୀରାମ ଚନ୍ଦ୍ର ଜ୍ୟୋତିରଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୁରଭଞ୍ଜ ଜିଲ୍ଲା ବାରିପଦା ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ବଙ୍ଗାଳୀ ସାଂସ୍କୃତିକ ଜାଗରଣ ଯାତ୍ରା ଉଦଘାଟିତ ହୋଇଯାଇଛି। ମୟୂରଭଞ୍ଜ ମହାରାଣୀ ରଶ୍ମି ରାଜ୍ୟ ଲକ୍ଷ୍ମୀ ଭଞ୍ଜଦେଓ ମୁଖ୍ୟ ଅତିଥି...

କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇବେ ବରିଷ୍ଠ ସାମ୍ବାଦିକ ସୁଭାଷ ଶତପଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର। ୨୦୨୪ ମସିହା ପାଇଁ ଓଡ଼ିଆ ଭାଷା ଲାଗି ଅନୁବାଦ ପୁରସ୍କାର ପାଇବେ ବିଶିଷ୍ଟ ଲେଖକ, ଅନୁବାଦକ ତଥା...