ଏପ୍ରିଲ ୨୯ ଯାଏଁ ଆହୁରି କଲବଲ କରିବ ତାତି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ଯୋଗୁଁ ଲୋକଙ୍କୁ ନାହିଁନଥିବା ହଇରାଣ ହରକତ ହେବାକୁ ପଡ଼ୁଛି। ସକାଳ ୧୦ ପରେ ଘରୁ ବାହାରିବାକୁ ମଧ୍ୟ ଲୋକେ ଭୟ କରୁଛନ୍ତି। ଏ ପଟେ ତାପମାତ୍ରା...
ଭଞ୍ଜପାଲିଠାରେ କଳିକା କେନ୍ଦ୍ରର ଶୁଭାରମ୍ଭ କଲେ ଜିଲ୍ଲାପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଭଞ୍ଜପାଲି ସ୍ଥିତ କଳିକା କେନ୍ଦ୍ରର ଉଦଘାଟନ କରିଛନ୍ତି। କେନ୍ଦ୍ର ପରିଚାଳନା ଦାୟିତ୍ଵରେ ଥିବା କର୍ମକର୍ତ୍ତାଙ୍କ ସହ ଆଲୋଚନା ଏବଂ କେନ୍ଦ୍ରରେ ଶିଶୁଙ୍କୁ ଦିଆଯାଉଥିବା ଖାଦ୍ୟ,...
କୋଇଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ବସୁନ୍ଧରା ଯୋଜନାରେ ୧୭ ଜଣ ଭୂମିହୀନଙ୍କୁ ଜମିପଟ୍ଟା
୯ ପଞ୍ଚାୟତର ଅନୁମୋଦିତ ୬୭୫ ପ୍ରକଳ୍ପ ଲାଗି କାର୍ଯ୍ୟାଦେଶ ପ୍ରଦାନ
ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ...
ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଏଲ୍ଏଲ୍ଆଇଏନ୍ ବଣ୍ଟନର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରଥମ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବା ଏଲ୍ଏଲ୍ଆଇଏନ୍ ବଣ୍ଟନ କାର୍ଯ୍ୟକ୍ରମର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲା ରାଜ୍ୟସ୍ତରରେ ପ୍ରଥମ ପୁରସ୍କାର ପ୍ରାପ୍ତ କରିଛି। ରାଜ୍ୟ ସ୍ୱାସ୍ଥ୍ୟ...
ଏପ୍ରିଲ ୨୬ରୁ ୫ ଦିନ ପାଇଁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏପ୍ରିଲ ୨୬ ତାରିଖଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ୫ ଦିନ ପାଇଁ ବନ୍ଦ ରହିବ। ରାଜ୍ୟରେ ବୃଦ୍ଧି ପାଉଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...
ନୟାଗଡ଼ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୧୫ ବର୍ଷ କାରାଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୟାଗଡ଼ ଫାଷ୍ଟଟ୍ରାକ୍ କୋର୍ଟ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୧୫ ବର୍ଷ ସଶ୍ରମ କାରାଦଣ୍ଡ ସହ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସମସ୍ତ ସାକ୍ଷୀ ଓ...
ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ରାଜ୍ୟରେ ବୃଦ୍ଧି ପାଉଥିବା ତାପମାତ୍ରା ଏବଂ ପିଲାଙ୍କ ପରୀକ୍ଷାକୁ...
ଆଣ୍ଠୁଗଣ୍ଠି ବାତ ଓ ରୋଗ ପ୍ରତିରୋଧକ ଶକ୍ତି ଜନିତ ସମସ୍ୟା ଶିଶୁଙ୍କ କ୍ଷେତ୍ରରେ ଅଧିକ: ପ୍ରଫେସର ସିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି। ଠିକ୍ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା କରାଯିବା ଦ୍ୱାରା ଶିଶୁମାନଙ୍କୁ ଏଭଳି ସମସ୍ୟାରୁ ଦୂରେଇ ରଖି ହେବ ବୋଲି...
ପଞ୍ଚଭୂତରେ ଲୀନ ହେଲେ ବାଣୀକନ୍ୟା ପଦ୍ମଶ୍ରୀ ବୀଣାପାଣି ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଆ ସାହିତ୍ୟ ଜଗତର ସୁନାମଧନ୍ୟ ଲେଖିକା ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସ୍ୱର୍ଗତଙ୍କର କଟକ ସତୀଚଉରାଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି।...
ଆହୁରି ବଢ଼ିବ ତାତି, ୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁର
ଦିନକୁ ଦିନ ଅସହ୍ୟ କରୁଛି ତାତି। ସକାଳ ୧୦ଟା ପରେ ଆକାଶରୁ ନିଆଁ ବର୍ଷା ଅନୁଭୂତ ହେଉଛି। ଦିନବେଳେ ଘରୁ ବାହାରିବାକୁ ଲୋକେ ଭୟ କରୁଛନ୍ତି। ଗାଁଠୁ ସହର ଖରାରେ ଆଉଟୁ...





















