କୋଭିଡ ସମୟରେ ରାଜ୍ୟରେ କୃଷି ଉତ୍ପାଦନ ବୃଦ୍ଧି ପାଇଛି – ମନ୍ତ୍ରୀ ଅରୁଣ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀ ସମୟରେ ରାଜ୍ୟରେ କୃଷି ଉତ୍ପାଦନ ବୃଦ୍ଧି ପାଇଛି। ଛତୁ ଏବଂ ଲେମ୍ବୁ ଉତ୍ପାଦନରେ ଓଡ଼ିଶା ୧ ନମ୍ବର, ବାଇଗଣ ଉତ୍ପାଦନରେ ୨ ନମ୍ବର ଏବଂ ଚାଉଳ ଉତ୍ପାଦନରେ ୪...

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଅସହ୍ୟ ଗରମ ଯୋଗୁଁ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗ୍ରୀଷ୍ମ...

୨୦୨୨-୨୩ ପାଇଁ ଆସିଲା କାମଚଳା ବଜେଟ: କେଉଁ ଯୋଜନାକୁ କେତେ?

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭାରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବୁଧବାର କାମଚଳା ବଜେଟ ଆଗତ କରିଛନ୍ତି। କାମଚଳା ବଜେଟର ପରିମାଣ ୧ ଲକ୍ଷ ୬ ହଜାର ୪୯୬ କୋଟି...

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(ଡିଏ) ୩ ପ୍ରତିଶତ ବୃଦ୍ଧି ପାଇଛି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବା...

ଅସହ୍ୟ ହେବ ତାତି: ଏପ୍ରିଲ ୨ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଗକୁ ତାତି ଆହୁରି ଅସହ୍ୟ ହେବ। ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ...

ଏବେ ପୁରୀରେ ଗଡ଼ିବ ମୋ ବସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ଏବଂ କଟକ ପରେ ଏବେ ପୁରୀ ସହରରେ ଗଡ଼ିବ ମୋ ବସ୍। ପୁରୀ ସହରରେ ପହଞ୍ଚିବ ରାଜ୍ୟ ସରକାରଙ୍କ ମୋ ବସ୍ ସେବା। ଏପ୍ରିଲ ୧ ତାରିଖରୁ ପୁରୀରେ ମୋ...

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଜି ଆସିବ କାମଚଳା ବଜେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ବିଧାନସଭାରେ ଆଗତ ହେବ କାମଚଳା ବଜେଟ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବ ବିଧାନସଭାରେ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ପଞ୍ଚାୟତ...

ଦିଲ୍ଲୀରେ ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛନ୍ତି। ଓଡ଼ିଶାର ସ୍ଵାର୍ଥ ସମ୍ବଳିତ ପ୍ରସଙ୍ଗଗୁଡ଼ିକୁ ସଂସଦରେ ଉପସ୍ଥାପନ କରିବା ପାଇଁ...

ପିତଳ ଛକରେ ୪ ଭାଇଙ୍କ ହତ୍ୟା ଘଟଣା, ୫ ଜଣଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକରେ କମେଣ୍ଟ ମରାକୁ ନେଇ ୪ ଭାଇଙ୍କୁ ହତ୍ୟା କରାଯିବା ଘଟଣାରେ ପୋଲିସ୍ ମଙ୍ଗଳବାର ୫ ଜଣଙ୍କୁ ଗିରଫ କରିଛି।...

ଆସିଲା ୨୦୨୧-୨୨ ଅର୍ଥନୈତିକ ସର୍ଭେ ରିପୋର୍ଟ: ଅଭିବୃଦ୍ଧି ହାର ୧୦.୧ ପ୍ରତିଶତ ରହିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିଯାଇଛି ୨୦୨୧-୨୨ ମସିହାର ଅର୍ଥନୈତିକ ସର୍ଭେ ରିପୋର୍ଟ। ଏହି ରିପୋର୍ଟ ଅନୁସାରେ ରାଜ୍ୟର ଅଭିବୃଦ୍ଧି ହାର ଜାତୀୟ ଅଭିବୃଦ୍ଧି ହାରଠାରୁ ଅଧିକ ରହିଛି। ୨୦୨୧-୨୨ରେ ରାଜ୍ୟରେ ଅଭିବୃଦ୍ଧି ହାର ୧୦.୧ ପ୍ରତିଶତ...