ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚାଲି ଚାଲି ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ଜଣେ ସାଧାରଣ ନାଗରିକ ଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଚାଲିଛି ପୌର ନିର୍ବାଚନ ଲାଗି ମତଦାନ: ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଏବଂ ବିଜ୍ଞପିତ ଅଞ୍ଚଳ ଓ ୩ଟି ମହାନଗର ନିଗମରେ ନିର୍ବାଚନ ଲାଗି ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି...
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଗାଦିରେ ବସିଲେ ପୁଷ୍କର ସିଂହ ଧାମି
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପୁଷ୍କର ସିଂହ ଧାମି। ଡେରାଡୁନର ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଧାମି ମୁଖ୍ୟମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଉତ୍ତରାଖଣ୍ଡର ବିକାଶ ପାଇଁ...
କ୍ୟାମେରାମ୍ୟାନ ମାନସ ହତ୍ୟାକାଣ୍ଡ: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ଵାଇଁ ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ଗୋଟିଏ ମେମୋରୀ ଚିପ୍ ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ତେବେ ମେମୋରୀ...
ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନବାଡି କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆସନ୍ତା ମାର୍ଚ୍ଚ ୨୮ ତାରିଖରୁ ଖୋଲିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏସ୍ଓପି ଜାରି କରାଯାଇଛି। ୩ରୁ ୬ ବର୍ଷର ଶିଶୁମାନଙ୍କ ପାଇଁ ସକାଳ...
ରାତି ପାହିଲେ ପୌର ନିର୍ବାଚନ: ଦୁଇଥର ଭୋଟ ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାତି ପାହିଲେ ପୌର ନିର୍ବାଚନ। ସହରୀ ଭୋଟର ନିଜ ନିଜର ନେତା ବାଛିବେ। ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ସରକାରଙ୍କ...
ମାର୍ଚ୍ଚ ୩୧ରୁ ହଟିବ କୋଭିଡ ମହାମାରୀ ଆଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇ ବର୍ଷ ପରେ ଶେଷ ହେବାକୁ ଯାଉଛି କୋଭିଡକୁ ନେଇ ଲାଗୁ ହୋଇଥିବା ସମସ୍ତ କଟକଣା। ଆସନ୍ତା ମାର୍ଚ୍ଚ ୩୧ ତାରିଖଠାରୁ କୋଭିଡ ୧୯ର ସମସ୍ତ କଟକଣା ହଟାଇବାକୁ କେନ୍ଦ୍ର ସରକାର...
ଏପ୍ରିଲରୁ ପୁଣି ମଧ୍ୟାହ୍ନ ଭୋଜନ ଖାଇବେ ସ୍କୁଲ ପିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଭିଡ ମହାମାରୀ ପାଇଁ ଦୁଇ ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲରେ ବନ୍ଦ ରହିଥିଲା ମଧ୍ୟାହ୍ନ ଭୋଜନ। ଧୀରେ ଧୀରେ କୋଭିଡ ପ୍ରଭାବ କମିଥିବାରୁ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି...
ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ବାଣପୁର ଜେଏମ୍ଏଫସି କୋର୍ଟ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି। ମଙ୍ଗଳବାର ବାଣପୁର ପୋଲିସ୍ ତାଙ୍କୁ...
‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ: ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ...
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ...





















