ବିଜୁ ଜୟନ୍ତୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ପାଳିତ ହୋଇଛି। ଏଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି...
ଭାରତଠୁ ହାରିବା ପରେ ବଡ଼ ନିଷ୍ପତ୍ତି: ଦିନିକିଆରୁ ଅବସର ନେଲେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍ ସ୍ମିଥ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଷ୍ଟ୍ରେଲିଆର ଅଧିନାୟକ ଷ୍ଟିଭ୍ ସ୍ମିଥ୍। ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ସେମିଫାଇନାଲରେ ଭାରତଠାରୁ ପରାଜୟ ପରେ ଏହି ଅଷ୍ଟ୍ରେଲୀୟ ଷ୍ଟାର ବ୍ୟାଟସମ୍ୟାନ୍ ଅବସର ଘୋଷଣା...
ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାରଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଫାଲଗୁନ ଶୁକ୍ଳ...
ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ନିଜର...
ଆଜି ଶତାବ୍ଦୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://youtu.be/zwF5uykPmjQ
ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ବାର୍ଷିକୀ ଅବସରରେ ଓଡ଼ିଶାଲାଇଭ୍ର ଶ୍ରଦ୍ଧାଞ୍ଜଳି।
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା...
ଓଡ଼ିଶାରେ ବଢ଼ି ଚାଲିଛି ତାତି: ୩୯ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାରା ଓଡ଼ିଶାରେ ଏବେ ବଢ଼ି ଚାଲିଛି ଖରାର ପ୍ରକୋପ। ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ମଙ୍ଗଳବାର ୯ଟି ସହରର ତାପମାତ୍ରା...
ଆଇସିସି ଚାମ୍ପିୟନ୍ସ ଟ୍ରଫି: ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ବଡ଼ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଭାରତ ୪...
ବିଜୁ ବାବୁଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ...
ବାଲେଶ୍ଵର: ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ୧୫ ଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ଵବିଦ୍ୟାଳୟ ଅଧୀନ ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍କର୍ଷ କେନ୍ଦ୍ର ଏବଂ ବାୟୋ-ଉତ୍ସ ପରିଚାଳନା କେନ୍ଦ୍ର ଦ୍ଵାରା ଆୟୋଜିତ ୧୫...
ଆଇସିସି ଚାମ୍ପିଅନ୍ସ ଟ୍ରଫି: ସେମିଫାଇନାଲରେ ଭାରତ ଆଗରେ ୨୬୫ ରନର ଟାର୍ଗେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଚାଲିଛି ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମୁକାବିଲା। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହୋଇଛି ଟିମ୍ ଇଣ୍ଡିଆ। ଏହାର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆକୁ ୨୬୪...





















