ଆଜି ଶତାବ୍ଦୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/zwF5uykPmjQ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ବାର୍ଷିକୀ ଅବସରରେ ଓଡ଼ିଶାଲାଇଭ୍‌ର ଶ୍ରଦ୍ଧାଞ୍ଜଳି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା...

ଓଡ଼ିଶାରେ ବଢ଼ି ଚାଲିଛି ତାତି: ୩୯ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ବଢ଼ି ଚାଲିଛି ଖରାର ପ୍ରକୋପ। ଧୀରେ ଧୀରେ ତାତି ବଢ଼ିବାରେ ଲାଗିଛି। ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ମଙ୍ଗଳବାର ୯ଟି ସହରର ତାପମାତ୍ରା...

ଆଇସିସି ଚାମ୍ପିୟନ୍ସ ଟ୍ରଫି: ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ବଡ଼ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଭାରତ ୪...
CM Mohan Charan Majhi

ବିଜୁ ବାବୁଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ...

ବାଲେଶ୍ଵର: ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ୧୫ ଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ଵବିଦ୍ୟାଳୟ ଅଧୀନ ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍କର୍ଷ କେନ୍ଦ୍ର ଏବଂ ବାୟୋ-ଉତ୍ସ ପରିଚାଳନା କେନ୍ଦ୍ର ଦ୍ଵାରା ଆୟୋଜିତ ୧୫...

ଆଇସିସି ଚାମ୍ପିଅନ୍ସ ଟ୍ରଫି: ସେମିଫାଇନାଲରେ ଭାରତ ଆଗରେ ୨୬୫ ରନର ଟାର୍ଗେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଚାଲିଛି ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମୁକାବିଲା। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହୋଇଛି ଟିମ୍ ଇଣ୍ଡିଆ। ଏହାର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆକୁ ୨୬୪...

କିଟ୍‌ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଏନଏଚଆରସି

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍‌ କ୍ୟାମ୍ପସରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନି। ଏହି ଘଟଣାକୁ ୧୭ ଦିନ ବିତିଥିବା ବେଳେ ଏପର୍ଯ୍ୟନ୍ତ ସଠିକ ତଦନ୍ତ ହୋଇପାରି ନାହିଁ। ଏହି ଘଟଣାର ଟିକିନିଖି...

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଓଡ଼ିଶାରେ ପଞ୍ଚାୟତିରାଜ ଦିବସ ପାଳନକୁ ନେଇ ଘନଉଛି ରାଜନୀତି: ବିଜେପି ଉପରେ ବର୍ଷିଲା ବିଜେଡ଼ି  

ଓଡ଼ିଶାଲାଇଭ୍ ବ୍ୟୁରୋ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିରୋଧୀ ବିଜେଡି।...

ଭୁବନେଶ୍ଵର: ଆଇସିଏସଏସଏସଆର ପକ୍ଷରୁ ସାହିତ୍ୟ ସନ୍ଧ୍ୟା ଓ କବିତା ଆସର ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଆଇସିଏସଏସଏସଆର ଆନୁକୂଲ୍ୟରେ ଭୁବନେଶ୍ଵର ସହିଦନଗରସ୍ଥିତ ଜେହୋବା ଗ୍ରୁପ ସମ୍ମିଳନୀ କକ୍ଷଠାରେ ଏକ ସାହିତ୍ୟ ସନ୍ଧ୍ୟା ଓ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ଆଇଏଏସ ଅଫିସର ତଥା ସାହିତ୍ୟିକ...