ଦୁଇ ବର୍ଷ ପରେ ସ୍କୁଲ ଦେଖିବେ ଛୋଟ ପିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ କୋଭିଡ ସଂକ୍ରମଣ ଜାରି ରହିଥିବାରୁ ଦୁଇ ବର୍ଷ ହେଲା କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଫଳରେ ସ୍କୁଲ ବାରଣ୍ଡା ମାଡ଼ି ପାରିନଥିଲେ ଛୋଟ ପିଲା।...
୭ରୁ ଖୋଲିବ ରାଜ୍ୟର ସବୁ ସ୍କୁଲ ଓ କଲେଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଖୋଲାଯିବ। ଅଷ୍ଟମରୁ ଊର୍ଦ୍ଧ୍ଵ ଶ୍ରେଣୀ, ସମସ୍ତ କଲେଜ, ବିଶ୍ଵ ବିଦ୍ୟାଳୟ ଏବଂ ଟ୍ରେନିଂ ସ୍କୁଲ ଆଦି ଖୋଲିବ। ବନ୍ଦ ରହିଥିବା...
କୋଭିଡ ପଜିଟିଭ ଥିବା ରୋଗୀଙ୍କର ହୋଇପାରିବ ଅପରେସନ
ଓଡ଼ିଶାଲାଇଭ୍ ବ୍ୟୁରୋ
କୌଣସି ରୋଗୀ କୋଭିଡ ପଜିଟିଭ ହୋଇଥିଲେ ମଧ୍ୟ ଏବେ ତାଙ୍କର ଅପରେସନ କରାଯାଇପାରିବ। ଏମ୍ସ ପକ୍ଷରୁ କରାଯାଇଥିବା ନୂତନ ଗବେଷଣାରୁ ଏହା ଜଣାପଡ଼ିଛି। କୋଭିଡ ପଜିଟିଭ ଥିବା ରୋଗୀଙ୍କର ଅପରେସନ କରାଯାଇପାରିବ...
ବିନା ଛୁଞ୍ଚିରେ ନେଇ ହେବ କୋଭିଡ ଟିକା
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଭିଡ ମୁକାବିଲା ପାଇଁ ବର୍ତ୍ତମାନ ସମୟରେ ଟିକାକୁ ଗୁରୁତ୍ଵ ଦିଆଯାଉଛି। ଟିକାକୁ ଇଞ୍ଜେକ୍ସନ ମାଧ୍ୟମରେ ଦିଆଯାଉଥିବାରୁ ଅନେକ ଟିକା ନେବା ପାଇଁ ଭୟ କରୁଥିଲେ। ଏହି ଭୟ ଏବେ ଦୂର ହେବାକୁ...
ଦେଶରେ ୨ ଲକ୍ଷ ମୁହାଁ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା, ଦୈନିକ ମୃତ୍ୟୁ ସଂଖ୍ୟା ୧ ହଜାର ଟପିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୨,୪୩୩ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିନକରେ ୧,୦୦୮ ଜଣ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ୨,୫୯,୧୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଗତ...
ସାନଖେମୁଣ୍ଡି ରାଜା ତଥା ପୂର୍ବତନ ବିଧାୟକ ଡକ୍ଟର ଉଦୟ ନାରାୟଣ ଦେବଙ୍କ ଦେହାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ରାଜା ତଥା ମୋହନାର ପୂର୍ବତନ ବିଧାୟକ ଡକ୍ଟର ଉଦୟ ନାରାୟଣ ଦେବଙ୍କର ପରଲୋକ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ଆଜିଠୁ ବର୍ଷିବ ଦୁଇଦିନ : ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମା ଝଡ଼ ତଥା ବଙ୍ଗୋପସାଗରରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟ ବାଷ୍ପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ...
ଜାଣନ୍ତୁ, କେନ୍ଦ୍ର ବଜେଟରେ ପୂର୍ବତଟ ରେଳବାଈକୁ ମିଳିଲା କେତେ ଅନୁଦାନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୧ ତାରିଖ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଛନ୍ତି। ବଜେଟରେ ରେଳ ମନ୍ତ୍ରାଳୟ ପାଇଁ ୧ ଲକ୍ଷ ୪୦...
୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶିତ
ଓଡ଼ିଶାଲାଇଭ୍ ବ୍ୟୁରୋ
...
୨୪ରେ ପ୍ରକାଶ ପାଇବ ପୌରନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା : ରାଜ୍ୟ ନିର୍ବାଚନ କମିଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ପୌରାଞ୍ଚଳ ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ଭୋଟର ତାଲିକା। ଫେବ୍ରୁଆରି ୧୦ ତାରିଖ ପ୍ରାଥମିକ ଭୋଟର ତାଲିକା ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ସୁଦ୍ଧା ଚୂଡ଼ାନ୍ତ ଭୋଟର ତାଲିକା...





















