Independence Day

ନୟାଗଡ଼: ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ହେଲା ଲଡ଼ୁବାବାଙ୍କ ପୀଠ, ମହା ଶିବରାତ୍ରୀରେ ଦୀପ ଜାଳିଲେ ଲକ୍ଷାଧିକ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଶରଣକୁଳରୁ ଦୀପକ କର ): ଶିବ ଉପାସନା ପାସନାର ମହାନ ପର୍ବ ମହାଶିବରାତ୍ରୀ। ଓଡ଼ିଶାର ଅଦ୍ଵିତୀୟ ଶୈବକ୍ଷେତ୍ର ନୟାଗଡ଼ ଜିଲ୍ଲା ଶରଣକୂଳସ୍ଥିତ ଲଡ଼ୁବାବାଙ୍କ ପୀଠରେ ମହାସମାରୋହରେ ପାଳିତ ହୋଇଯାଇଛି ମହାଶିବରାତ୍ରୀ। ଲଡୁବାବାଙ୍କ...

ଉନ୍ମୋଚିତ ହେଲା ଡକ୍ଟର ପ୍ରହ୍ଲାଦ ଚରଣ ମହାନ୍ତିଙ୍କ ପ୍ରବନ୍ଧ ପୁସ୍ତକ ‘ପ୍ରବନ୍ଧ ପ୍ରବାହ’

ଓଡ଼ିଶାଲାଇଭ୍ ବ୍ୟୁରୋଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଶାନ୍ତିକାନନଠାରେ ବର୍ଷିୟାନ ସାରସ୍ବତ ସାଧକ ଡକ୍ଟର ପ୍ରହ୍ଲାଦ ଚରଣ ମହାନ୍ତିଙ୍କ ୯୦ତମ ଜନ୍ମତିଥି ଅବସରରେ ତାଙ୍କ ରଚିତ ପ୍ରବନ୍ଧ...

ଆଜି ସରିବ ମହାକୁମ୍ଭ: ଏ ଯାଏଁ ବୁଡ଼ ପକାଇଲେଣି ୬୫ କୋଟିରୁ ଅଧିକ ଭକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାର ଆଜି ଶେଷ ଦିନ। ମହାଶିବରାତ୍ରୀ ଅବସରରେ ଅମୃତ ସ୍ନାନ କରିବା ପାଇଁ ଜନ ସମୁଦ୍ର ପାଲଟିଛି ସଙ୍ଗମ ନଗରୀ। ଭୋର୍‌ରୁ ବର୍ତ୍ତମାନ ଯାଏଁ ଦେଢ଼...

ଆଜି ପବିତ୍ର ମହାଶିବରାତ୍ରୀ, ରାଜ୍ୟର ପ୍ରମୁଖ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ପବିତ୍ର ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଆଜିର ଦିନରେ ବ୍ରତ ପାଳନ କରୁଥିବା...

ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ନିଯୁକ୍ତ ହେଲେ ଡକ୍ଟର ଚନ୍ଦ୍ର ଶେଖର ହୋତା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ନିଯୁକ୍ତ ହେଲେ ଡକ୍ଟର ଚନ୍ଦ୍ର ଶେଖର ହୋତା। ଏ ନେଇ ମଙ୍ଗଳବାର ଦିନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି...

କିଟ୍‌ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଥମୁନି ବିବାଦ। ଏହି ଘଟଣାରେ ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ ଜାରି ହୋଇଛି। ଉଚ୍ଚ...

ଦିଲ୍ଲୀ ଶିଖ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସର ପୂର୍ବତନ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ୧୯୮୪ ମସିହା ଶିଖ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନ କୁମାରଙ୍କ ବିରୋଧରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଫେବ୍ରୁଆରି...

ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ଐକ୍ୟମ୍’ରେ ସ୍ଥାନିତ ହେଲା ୨୪ ଚିତ୍ରଶିଳ୍ପୀଙ୍କ ନିଆରା କଳାକୃତି

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିବା ଲାଗି ସମ୍ବଲପୁରସ୍ଥିତ ଓଡ଼ିଶା ଲଳିତ କଳା ଏକାଡେମୀ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନ ‘ଐକ୍ୟମ୍’ ଆୟୋଜିତ ହୋଇଯାଇଛି।...

ଆସନ୍ତାକାଲି ମହାଶିବରାତ୍ରୀ, ଶିବ ମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ ମହାଶିବରାତ୍ରୀ। ଏଥିପାଇଁ ରାଜ୍ୟର ସମସ୍ତ ଶିବମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି। ଭୁବନେଶ୍ଵରସ୍ଥିତ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମହାଶିବରାତ୍ରୀ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଲିଙ୍ଗରାଜ ମନ୍ଦିର ପରିସରରେ ଭକ୍ତଙ୍କ...

ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଛି ରାଜ୍ୟର ସବୁ ଶୈବ ପୀଠ। ଜଗରରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର...