ଦିଲ୍ଲୀରେ ନୂଆ ସରକାର: ଜାଣନ୍ତୁ ରେଖାଙ୍କ ମନ୍ତ୍ରିମଣ୍ଡଳରେ କିଏ ହେଲେ ସାମିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠୁ ଦିଲ୍ଲୀରେ ଚାଲିବ ରେଖାଙ୍କ ସରକାର। ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେଖା ଗୁପ୍ତା। ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପରବେଶ ବର୍ମା। ରେଖାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ ହୋଇଛନ୍ତି...
ଆସନ୍ତାକାଲିଠାରୁ ଓଡ଼ିଶାରେ ମାଟ୍ରିକ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଓଡ଼ିଶାରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ପ୍ରସ୍ତୁତି ସରିଛି। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ।
ସକାଳ ୯ଟାରୁ ପରୀକ୍ଷା...
ଭୁବନେଶ୍ୱରରେ ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଉଦଘାଟିତ ହୋଇଛି ୨୩ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...
ଓଡ଼ିଶାରେ ଚଳିତ ବର୍ଷ ୮୧୨ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ହେବ – ମନ୍ତ୍ରୀ ସୁରେଶ ପୂଜାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଅନେକ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀର ମରାମତି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ହେବ। ଏଥିପାଇଁ...
ବାରାକୋଡ଼ା ଜଙ୍ଗଲରୁ ୧୩ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ବୌଦ୍ଧ ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ପୋଲିସକୁ ବଡ଼ ସଫଳତା। ରାଜ୍ୟ ବାହାରକୁ ଚାଲାଣ ପାଇଁ ବାରାକୋଡ଼ା ଜଙ୍ଗଲରେ ଗଛିତ ଥିବା ୧୩ କୁଇଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ କରିବା ସହ...
ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫: ଆଜି ଭାରତ-ବାଂଲାଦେଶ ମୁକାବିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ରେ ଆଜି ଅଭିଯାନ ଆରମ୍ଭ କରିବ ଭାରତ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ବାଂଲାଦେଶ ସହ ମୁହାଁମୁହିଁ ହେବ ଟିମ୍ ଇଣ୍ଡିଆ। ଏହି ହାଇଭୋଲଟେଜ ମ୍ୟାଚ୍ ଦେଖିବା...
ଶପଥ ନେଲେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଗୁରୁବାର ଦିନ ରାମଲୀଳା ମଇଦାନଠାରେ ଆୟୋଜିତ ଭବ୍ୟ ସମାରୋହରେ ରେଖା ଗୁପ୍ତା ଶପଥ ନେଇଛନ୍ତି। ପଦ ଓ ଗୋପାନୀୟତାର ଶପଥ...
ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁରୁବାର ସକାଳେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆହୁରି ୩ରୁ ୪ ଦିନ ରାଜ୍ୟରେ କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଗୁରୁବାର ରାଜ୍ୟର...
ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓଡ଼ିଶାର ୯ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜୁଳି ଘଡ଼ଘଡ଼ି ସହ ଓଡ଼ିଶାରେ ବର୍ଷିବ। ଗୁରୁବାରଠାରୁ ଚାରିଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪...
କିଟ୍ କ୍ୟାମ୍ପସରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତେଜୁଛି ବିବାଦ
ଓଡ଼ିଶାଲାଇଭ୍ ବ୍ୟୁରୋ
କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଘନେଇବାକୁ ଲାଗିଛି ବିବାଦ। ଘଟଣା କେବଳ ଓଡ଼ିଶାରେ ସୀମିତି ନାହିଁ, ପାଲଟିଲାଣି ଅନ୍ତର୍ଜାତୀୟ ଖବର।
ରବିବାର ବିଳମ୍ବିତ ରାତିରେ କିଟ୍ ହଷ୍ଟେଲରେ ବିଟେକ୍...





















