Independence Day

ବିଶାଖାପାଟଣା ଫିସିଂ ହାରବରରେ ଅଗ୍ନିକାଣ୍ଡ ଯୋଗୁଁ ଜଲିଗଲା ୪୦ ଡ଼ଙ୍ଗା, ୫୦ କୋଟି ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ନାରାୟଣ ପାଢ଼ୀ): ବିଶାଖାପାଟଣା ଫିସିଂ ହାରବରରେ ଭୟାବହ ଅଗ୍ନିକାଣ୍ଡ ଘଟି ୪୦ରୁ ଊର୍ଦ୍ଧ୍ଵ ଡଙ୍ଗା ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁଁ ପ୍ରାୟ ୫୦ କୋଟି...

ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ବିଧାୟକ ସାଲୁଗା ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ। ସୋମବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ। ଜି.ଉଦୟଗିରିରୁ ଦୁଇଥର ବିଧାୟକ ହୋଇଛନ୍ତି ସାଲୁଗା ପ୍ରଧାନ। ଉପବାଚସ୍ପତି ନିର୍ବାଚନ...

ବାରିପଦାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସୋମବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆଜି ସରୁଛି ପଞ୍ଜିକରଣ ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଚାଲିଥିବା ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ନଭେମ୍ବର ୨୦ ତାରିଖ, ସୋମବାର ଦିନ ଶେଷ ହେଉଛି। ରାଜ୍ୟରେ ଥିବା...

ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ମାଇଁ ସ୍ୱିଟ୍ ହାଉସୱାଇଫ’

କପିଳାସ ଭୂୟାଁ ‘ମାଇଁ ସ୍ୱିଟ୍ ହାଉସୱାଇଫ’କୁ ନିଶ୍ଚିତ ଗୋଟିଏ ଭଲ ଓଡ଼ିଆ ଚଳଚ୍ଚିତ୍ର ବୋଲି କୁହାଯାଇପାରିବ। କାରଣ ଏଥିରେ କୌଣସି ଅଯଥା ହିଂସ୍ର ଆଚରଣ ନାହିଁ। ଏକ ସମୟରେ ଦୁଇ ଦୁଇଟି ଓଡ଼ିଆ ଚଳଚ୍ଚିତ୍ର...

ଆଜି ବିଶ୍ଵକପ ମେଗା ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ ଟକ୍କର, ୧୨ ବର୍ଷ ପରେ ଟ୍ରଫି ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ସୁପର ସଣ୍ଡେରେ ଆଇସିସି କ୍ରିକେଟ ବିଶ୍ଵକପର ମେଗା ଫାଇନାଲ। ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ସହ ଟକ୍କର ନେବ ଟିମ୍ ଇଣ୍ଡିଆ। ବିଶ୍ଵକପ ଜିତି କୋଟି କୋଟି କ୍ରିକେଟପ୍ରେମୀଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ନଭେମ୍ବର ୨୦ରେ ସରିବ ପଞ୍ଜିକରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ନଭେମ୍ବର ୨୦ ତାରିଖରେ ଶେଷ ହେବ। ରାଜ୍ୟରେ ଥିବା ୩୧୪ଟି ଓଡ଼ିଶା ଆଦର୍ଶ...

ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ, ୨୧ ଯାଏଁ ଖୋଲା ରହିବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ‘ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ’ (ଏସସିଏସଟିଆରଟିଆଇ) ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ ହୋଇଛି। ନଭେମ୍ବର...

ସୁସ୍ଥ ହୃଦୟ ପାଇଁ ଅଣ୍ଡା ଖାଇବା ଜରୁରୀ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://youtu.be/yHg7peffa-M?si=Kulk392tXjWReAek ଅଣ୍ଡାର ଆବଶ୍ୟକତା ମାନସିକ ଏବଂ ଶାରୀରିକ ସୁସ୍ଥତା ପାଇଁ ଯେତିକି ଜରୁରୀ ସୁସ୍ଥ ହୃଦୟ ପାଇଁ ସେତିକି ଆବଶ୍ୟକ। ଅଣ୍ଡାରେ ଭରପୂର ମାତ୍ରାରେ ପ୍ରୋଟିନ ରହିଥିବାରୁ ଏହା ପିଲାଠାରୁ ବୁଢ଼ା...

ବଲାଙ୍ଗିରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଲାଙ୍ଗିର ଜିଲ୍ଲାରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର। ଏହି ଦୁଇଟି ପ୍ରକଳ୍ପ ପାଇଁ ୨୯୬.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ସୁନଗଡ଼ ନଦୀରେ ସିଲେଟକଣି ନଦୀଗର୍ଭ ଜଳାଶୟ...