Independence Day

ଭାରତୀୟ ପାନୋରମାରେ ଓଡ଼ିଆ ପ୍ରାମାଣିକ ଚଳଚ୍ଚିତ୍ର ‘ମହିମା ଅଲେଖ’

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୨୦ରୁ ଗୋଆରେ ହେବାକୁ ଥିବା ୫୬ତମ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ (ଆଇଏଫ୍ଏଫ୍ଆଇ) ରେ ପ୍ରଦର୍ଶିତ ହେବ ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆଙ୍କ ନିର୍ଦ୍ଦେଶିତ...

ଅବନୀ ବରାଳ ଫାଉଣ୍ଡେସନ ପକ୍ଷରୁ ‘ଶ୍ରଦ୍ଧାଦିବସ’ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଧ୍ୟାପକ କ୍ଷୀରୋଦ ଚନ୍ଦ୍ର ବେହେରାଙ୍କୁ ‘ଅବନୀ ବରାଳ ସାହିତ୍ୟ ସମ୍ମାନ’ ଅଭିନେତ୍ରୀ ସରସ୍ଵତୀ ଦେବୀ ପାଇଲେ ‘ଆଦରମଣି ମଞ୍ଚ କଳା ସମ୍ମାନ’ ମଞ୍ଚସ୍ଥ ହେଲା ନାଟକ ‘ମଞ୍ଚକନ୍ୟାର କାହାଣୀ’ ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପଠାରେ ଅବନୀ ବରାଳ...

ମା’ ହେଲେ ବଲିଉଡ ବିଉଟି କ୍ୟାଟ୍ରିନା କୈଫ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/jVzkdegvfGQ ମା’ ହେଲେ ବଲିଉଡ ବିଉଟି କ୍ୟାଟ୍ରିନା କୈଫ। ନଭେମ୍ବର ୭ ତାରିଖରେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି କ୍ୟାଟ୍ରିନା। ଏହି ଗୁଡନ୍ୟୁଜ ସେୟାର କରିଛନ୍ତି କ୍ୟାଟ୍ରିନା କୈଫ ଏବଂ ଅଭିନେତା...

ଭୁବନେଶ୍ୱର: ପାଳନ ହେଲା ଏକ୍ସଆଇଏମ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ପୁରୁଣା କ୍ୟାମ୍ପସରେ ବହୁ ଆଡ଼ମ୍ବର ସହକାରେ ଜାଭିୟର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ (ଏକ୍ସଆଇଏମ) ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଏହି ଅବସରରେ ଆମ୍ବୁଜା ନିଓଟିଆ ଗ୍ରୁପର ଚେୟାରମ୍ୟାନ ପଦ୍ମଶ୍ରୀ ହର୍ଷବର୍ଦ୍ଧନ...

ଭୁବନେଶ୍ଵରରେ ଆରମ୍ଭ ହେଲା ଇଣ୍ଡିଆନ ରୋଡସ୍ କଂଗ୍ରେସ ମେଗା ସମ୍ମିଳନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ଇଣ୍ଡିଆନ ରୋଡସ୍ କଂଗ୍ରେସ (ଆଇଆରସି) ମହାକୁମ୍ଭ। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ୮୪ତମ ରୋଡସ୍ କଂଗ୍ରେସ ସମାବେଶକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ...

କଟକ ଐତିହାସିକ ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କଟକ): କଟକର ଐତିହାସିକ ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ ହୋଇଯାଇଛି। ଲୋକଙ୍କୁ ସୁଲଭ ମୂଲ୍ୟରେ ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳାର...

ଭୁବନେଶ୍ୱର: ନାଲକୋ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): କେନ୍ଦ୍ର ଖଣି ମନ୍ତ୍ରାଳୟ ଅଧୀନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନି ଲିମିଟେଡ୍ (ନାଲକୋ) ପକ୍ଷରୁ ସତର୍କତା ସଚେତନତା ସପ୍ତାହ- ୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନିର ସମସ୍ତ...

ବିହାର ବିଧାନସଭା ନିର୍ବାଚନ: ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିହାର ବିଧାନସଭା ନିର୍ବାଚନ। ପ୍ରଥମ ପର୍ଯ୍ୟାୟରେ ପଡ଼ିଲା ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୨୧ଟି ଆସନ ଲାଗି ଚାଲିଛି ମତଦାନ। ପ୍ରଥମ ପର୍ଯ୍ୟାୟରେ ୧୮ଟି ଜିଲ୍ଲାର ୧୨୧ଟି ଆସନରେ ମତ ସାବ୍ୟସ୍ତ କରୁଛନ୍ତି...

ଜନ୍ମଦିନ ପାଳିଲେ କ୍ରିକେଟ ଜଗତର ମଡର୍ଣ୍ଣ ମାଷ୍ଟର ବିରାଟ କୋହଲି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/fUqzQ8NCSpg କ୍ରିକେଟ୍ ଜଗତର ମଡର୍ଣ୍ଣ ମାଷ୍ଟର ବିରାଟ କୋହଲିଙ୍କ ଜନ୍ମଦିନରେ ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଭାରତର ରନ୍‌ ମେସିନ ଭାବେ ବିଖ୍ୟାତ ବିରାଟ କୋହଲି କଠିନ ପରିଶ୍ରମ ବଳରେ...

ଆଜିଠାରୁ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ବର ୫ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୧୨ ତାରିଖ ଯାଏଁ ଚାଲିବ ଏସିଆ ମହାଦେଶର ସର୍ବବୃହତ ବାଣିଜ୍ୟିକ ମେଳା। ଐତିହାସିକ ବାଲିଯାତ୍ରାକୁ ଉଦଘାଟନ...