ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ଏଚପିସି, ଟାଟା ଷ୍ଟିଲ୍ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଖୋଲିବ ତୀରନ୍ଦାଜୀ ଓ ସ୍ପୋର୍ଟ୍ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟର (ଏଚପିସି)। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡ଼ିଶା ସରକାର ଓ ଟାଟା ଷ୍ଟିଲ୍ ମଧ୍ୟରେ ବୁଝାମଣା...
ରାୟଗଡ଼ା: ୬୦ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ୪ ନକଲି ମାଓବାଦୀ ଗିରଫ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ନିଜକୁ ମାଓବାଦୀ ପରିଚୟ ଦେଇ ୬୦ ଲକ୍ଷ ଟଙ୍କା ଚାନ୍ଦା ମାଗିବା ଅଭିଯୋଗରେ ୪ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ଜିଲ୍ଲା ପୋଲିସ।...
ଭିଜିଲାନ୍ସ ଜାଲରେ ନୟାଗଡ଼ ସବ୍ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ): ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ନୟାଗଡ଼ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶାଶ୍ୱତ ପଟ୍ଟନାୟକଙ୍କ ୬ଟି ଠିକଣା...
ବାଲିପାଟଣାରେ ଡିସେମ୍ବର ୨୦ରୁ ‘ଜୟଦେବ ଗୌରବ ସମ୍ମାନ ୨୦୨୩’: ସମ୍ମାନିତ ହେବେ ୨୫୦ରୁ ଊର୍ଦ୍ଧ୍ଵ ପ୍ରତିଭା
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ସିଦ୍ଧି ବିନାୟକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାସ୍ଥିତ ଗୋରୁହାଟ ପଡ଼ିଆଠାରେ ଡିସେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ‘ଜୟଦେବ ଗୌରବ ସମ୍ମାନ ୨୦୨୩’...
କଟକରେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ‘ଓଡ଼ିଶା ମାଷ୍ଟର୍ସ’, ୨୭ ଦେଶର ୩୨୪ ଖେଳାଳି କରୁଛନ୍ତି ପ୍ରତିଦ୍ଵନ୍ଦ୍ଵିତା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଛି 'ଓଡ଼ିଶା ମାଷ୍ଟର୍ସ' ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ। ଏଥିରେ ୨୭ଟି ଦେଶର ୩୨୦ରୁ ଅଧିକ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ପ୍ରତିଦ୍ଵନ୍ଦ୍ଵିତା...
କୁକୁର କାମୁଡ଼ାରେ ଶିଶୁର ମୃତ୍ୟୁ ମାମଲା: ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପୁରୀ ପୌରପାଳିକାକୁ ନିର୍ଦ୍ଦେଶ ଦେଲେ...
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ କୁକୁର କାମୁଡ଼ାରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପୁରୀ ପୌରପାଳିକାକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଏହି ଟଙ୍କା...
ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଷ୍ଣୁଦେଓ ସାଏ। ବୁଧବାର ଛତିଶଗଡ଼ର ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାସହିତ ବିଜେପି...
କମୁଛି ପାରଦ, ଓଡ଼ିଶାରେ ଆହୁରି ବଢ଼ିବ ଶୀତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ତାପମାତ୍ରା ତଳକୁ ଖସିବା ସହ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଅଧିକାଂଶ ଜିଲ୍ଲାରେ ରାତି ତାପମାତ୍ରା ସର୍ବନିମ୍ନ ୮ ଡିଗ୍ରୀକୁ ଖସି ଆସୁଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା...
ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୪ ଯାଏଁ ମାଟ୍ରିକ ପରୀକ୍ଷା – ଜାଣନ୍ତୁ କେଉଁ ଦିନ ଅଛି କେଉଁ ବିଷୟ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଫେବ୍ରୁଆରି ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ। ଏନେଇ ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ଜାରି କରାଯାଇଛି।...
ଲୋକସଭାରେ ପଶିଗଲେ ଦୁଇ ସନ୍ଦିଗ୍ଧ, ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକସଭା ଅଧିବେଶନ ଚାଲିଥିବା ସମୟରେ ବୁଧବାର ଦିନ ଘଟିଯାଇଛି ଅଭାବନୀୟ ଘଟଣା। ସୁରକ୍ଷା ବ୍ୟବସ୍ଥାକୁ ଭାଙ୍ଗି ସାଂସଦମାନଙ୍କ ଆସନ ଭିତରକୁ ପଶି ଆସିଥିଲେ ଦୁଇ ଜଣ ଅଜ୍ଞାତ ବ୍ୟକ୍ତି। ଏହାକୁ ନେଇ...