Independence Day

ଏକ୍ ପେଡ୍ ମା’ କେ ନାମ: ଭୁବନେଶ୍ଵରରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ ଏକ ଦିବସୀୟ ସମୂହ ଚାରାରୋପଣ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧୀନରେ ହେଉଥିବା ରାଜ୍ୟବ୍ୟାପୀ ଏକ ଦିବସୀୟ ସମୂହ ଚାରାରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି...

ଓଡ଼ିଶାରେ ସେପ୍ଟେମ୍ବର ୨୧ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ସେପ୍ଟେମ୍ବର ୨୧ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ...

ସିଙ୍ଗାପୁରରେ ୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ ସାରି ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ। ରବିବାର ସକାଳେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା...

ପୁରୀରେ କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ: ସେପ୍ଟେମ୍ବର ୧୯ରୁ ପଞ୍ଜୀକରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀ ବ୍ରତ ପାଳନ ପାଇଁ ଆରମ୍ଭ ହୋଇଛି ପକ୍ରିୟା। ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀଙ୍କ ନିମନ୍ତେ ପଞ୍ଜୀକରଣ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୧୯...

ଜେନ ଜି ଆନ୍ଦୋଳନରେ ମୃତ ବ୍ୟକ୍ତିଙ୍କୁ ସହିଦ ଘୋଷଣା କଲେ ନେପାଳ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ଜେନ ଜି ଆନ୍ଦୋଳନରେ ପ୍ରାଣ ହରାଇଥିବା ବ୍ୟକ୍ତିକୁ ସହିଦ ଘୋଷଣା କଲେ ନେପାଳ ସରକାର। ଦେଶର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନିଜର ପ୍ରଥମ ଜାତୀୟ ସମ୍ବୋଧନ...

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ସୁଶୀଳା କାର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/DygTRpszmFc ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କୀ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ। ୨୦୨୬ ମାର୍ଚ୍ଚ...

ବାଲେଶ୍ଵର: ‘ଭଲ କବିତାର ଖୋଜ୍’ ପକ୍ଷରୁ ଅନୁଷ୍ଠିତ ହେଲା ଭାନୁଜୀ ରାଓ ସନ୍ଧ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ‘ଭଲ କବିତାର ଖୋଜ୍’ ପକ୍ଷରୁ ବାଲେଶ୍ଵର ଜିଲ୍ଲା ଏସିପିଏଲ୍ ସଭାଗୃହରେ କବି ଭାନୁଜୀ ରାଓଙ୍କ ଶତବାର୍ଷିକୀ ଅବସରରେ ଅନୁଷ୍ଠିତ ହୋଇଯାଇଛି ଭାନୁଜୀ ରାଓ ସନ୍ଧ୍ୟା। ‘ଭଲ...

ଓଡ଼ିଶାରେ ଅଛି ପୃଥିବୀର ସବୁଠାରୁ ଲମ୍ବା ମାଟିବନ୍ଧ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/5EZKJnYxVJo ପୃଥିବୀର ସବୁଠାରୁ ଲମ୍ବା ମାଟିବନ୍ଧ ଓଡ଼ିଶାରେ ରହିଛି। ଏହା କେବଳ ବନ୍ୟା ନିୟନ୍ତ୍ରଣ କରୁନାହିଁ, ବରଂ କୋଟି କୋଟି ଲୋକଙ୍କୁ ପାଣି ଏବଂ ବିଦ୍ୟୁତ ଯୋଗାଉଛି। ଏହା ହେଉଛି ସମ୍ବଲପୁରରେ ମହାନଦୀ...

ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଭବନରେ ଭାରତର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସିପି ରାଧାକ୍ରିଷ୍ଣନ। ନୂଆ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ...

ବାଲେଶ୍ୱର: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ବସ୍ତା ଓ ରେମୁଣା ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ନେଇ ଦୁଇଦିନିଆ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...