Independence Day

ବଙ୍ଗୋପସାଗରରେ ଲଘୁଚାପ: ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରର ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା...

ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି: ସୁପ୍ରିମକୋର୍ଟରୁ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ଆଶ୍ଵସ୍ତି। ଶୁକ୍ରବାର ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଦୀର୍ଘ ମାସ ପରେ ସେ ଜେଲରୁ...

ସେପ୍ଟେମ୍ବର ୧୮ରୁ ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୫ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ। ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂକଳ ପରୀକ୍ଷା ଲାଗି ସେପ୍ଟେମ୍ବର ୧୮...

ଘିଅ ଢାଳିଲେ ଭର୍ତ୍ତୃହରି: ପୁଣି ଜଳିଲା ରେଭେନ୍ସା ନିଆଁ

ମିନତି ମିଶ୍ର ଲିଭି ଆସୁଥିବା ନିଆଁ ପୁଣି ଜଳିବାକୁ ଆରମ୍ଭ କରିଛି। ପୁଣି ତେଜିଛି ରେଭେନ୍ସା ବିବାଦ। ଏ ନିଆଁରେ ଘିଅ ଢାଳିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ନିଜ ସମ୍ପାଦକୀୟ ‘ଧ୍ୱନି ପ୍ରତିଧ୍ୱନି’...

ଅକ୍ଟୋବର ୨୭ରେ ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରି ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ୨୭ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଗୁରୁବାର ଓଡ଼ିଶା ଲୋକ ସେବା ଆୟୋଗ...

ନୂଆଦିଲ୍ଲୀରେ ‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା। ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ...

ଭୁବନେଶ୍ୱରରେ ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଉଦଘାଟିତ ହୋଇଛି ୨୨ତମ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହାର ଉଦଘାଟନ କରିଥିଲେ। ଓଡ଼ିଶା...

ସିପିଆଇଏମର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇଏମ)ର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କର ପରଲୋକ ହୋଇଛି। ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ତାଙ୍କର ଦେହାନ୍ତ ହୋଇଛି।...

ଦୁବାଇରେ ନୂଆଁଖାଇ ପାଳିଲେ ପ୍ରବାସୀ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇକୁ ଦୁବାଇରେ ଧୁମ୍‌ଧାମରେ ପାଳନ କରିଛନ୍ତି ପ୍ରବାସୀ ଓଡ଼ିଆ। ଦୁବାଇ ସ୍ଥିତ 'ଏସଇଇ ଇନଷ୍ଟିଚ୍ୟୁଟ'ରେ ଦଶମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଦୁବାଇ ସ୍ଥିତ ଭାରତୀୟ କାଉନସିଲ...

ଗିରଫ ହେଲେ କୋଟିପତି ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ଵାଇଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ଵାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଦିନ ପ୍ରସନ୍ନ...