ଜୟ ଶାହ: ଆଇସିସିର ନୂଆ ଅଧ୍ୟକ୍ଷ ନିର୍ବାଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିସିସିଆଇର ସମ୍ପାଦକ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦର (ଆଇସିସି) ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ମଙ୍ଗଳବାର ଆଇସିସି ପରିଚାଳନା କମିଟି ବୈଠକରେ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଥିଲେ। ସେ ଡିସେମ୍ବର...
ରାଜ୍ୟସଭା ଉପନିର୍ବାଚନ: ସମସ୍ତ ୧୨ଟି ଆସନରେ ନିର୍ଦ୍ଵନ୍ଦ୍ଵରେ ପ୍ରାର୍ଥୀ ନିର୍ବାଚିତ, ପୁଣି ଏନଡିଏକୁ ବହୁମତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ୯ଟି ରାଜ୍ୟର ୧୨ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହୋଇଛି। ସବୁ ସିଟରେ ପ୍ରାର୍ଥୀମାନେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ପରେ ଏବେ ରାଜ୍ୟସଭାରେ ଏନଡିଏ ପୁଣି ସଂଖ୍ୟା ଗରିଷ୍ଠତା...
ବୌଦ୍ଧରେ ବାଘ ଆତଙ୍କ: ସନ୍ଧ୍ୟା ହେଲେ ପଡ଼ୁଛି ତାଟି କବାଟ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜ ଅଧୀନ ଡାକପଦର ଗ୍ରାମରେ ଦେଖାଦେଇଛି ବାଘ ଆତଙ୍କ। ଡାକପଦର ଗାଁ ମୁଣ୍ଡରେ ଥିବା ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ଗୋଟିଏ ବଳଦକୁ କଲରାପତରିଆ...
ଡେଙ୍ଗୁ ଦାଉରୁ କିପରି ରକ୍ଷା ପାଇବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=EgGa0rDYrT4
ଡେଙ୍ଗୁ ଏକ ଭୂତାଣୁ ଜନିତ ରୋଗ। ଦିନରେ ଏଡିସ୍ ମଶା କାମୁଡ଼ିବା ଦ୍ୱାରା ଡେଙ୍ଗୁ ହୋଇଥାଏ। ଡେଙ୍ଗୁ, ରୋଗୀଙ୍କର ପ୍ରତ୍ୟେକ ଅଙ୍ଗକୁ ପ୍ରଭାବିତ କରିଥାଏ। ଏହା ଏକ ମାରାତ୍ମକ ରୋଗ...
୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ: ୧୫ ଜଣିଆ ଭାରତୀୟ ଦଳ ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ହରମନପ୍ରିତ କୌର ଦଳର ଅଧିନାୟକ ଦାୟିତ୍ଵ ତୁଲାଇବେ। ସେହିପରି ସ୍ମୃତି...
ନୂଆଁଖାଇ ପାଇଁ ବାହାରିଲା ଲଗ୍ନ: ସେପ୍ଟେମ୍ବର ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ବାହାରିଲା ଲଗ୍ନ। ଆସନ୍ତା ସେପ୍ଟେମ୍ବର ୮ ତାରିଖ ସକାଳ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ...
କୋଲକାତା ଲଜ୍ଜା: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ଛାତ୍ରଛାତ୍ରୀଙ୍କ ଜୋରଦାର ଆନ୍ଦୋଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ତୀବ୍ର ଆନ୍ଦୋଳନ ଜାରି ରଖିଛନ୍ତି ପଶ୍ଚିମବଙ୍ଗର ବିଭିନ୍ନ ଛାତ୍ର ସଂଗଠନ। ମଙ୍ଗଳବାର ହଜାର...
ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶାରୁ ମମତା ମହାନ୍ତ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ଉପନିର୍ବାଚନ ପୂର୍ବରୁ ଓଡ଼ିଶାରୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ। ବିଜେପି ନେତା ଜଗନ୍ନାଥ ପ୍ରଧାନ ମଙ୍ଗଳବାର ଦିନ ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେବା ପରେ ଏହି...
ଭୁବନେଶ୍ୱରରେ ଭଙ୍ଗାଯିବ ୧୯୧ଟି ବେଆଇନ୍ ଆପାର୍ଟମେଣ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ନିର୍ମାଣ ହୋଇଥିବା ବେଆଇନ୍ ଆପାର୍ଟମେଣ୍ଟଗୁଡ଼ିକୁ ଭଙ୍ଗାଯିବ। ସହରର ୧୯୧ଟି ବେଆଇନ୍ ଆପାର୍ଟମେଣ୍ଟ ଭାଙ୍ଗିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏନେଇ ମଙ୍ଗଳବାର ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ନିର୍ମାଣ ଓ...
ଆଳିଶ ଗାଁରେ ଜଳିଗଲା ୩୦ ବଖରା ଘର, ୧୫ ପରିବାର ସର୍ବସ୍ଵାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ...





















