ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ମଙ୍ଗଳବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...
ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ଵାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ମଙ୍ଗଳବାର ଦିନ ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି।...
ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାର ତଦନ୍ତ ରିପୋର୍ଟ ଶୀଘ୍ର ସାର୍ବଜନୀନ କରାଯିବ – ଆଇନ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଖୁବଶୀଘ୍ର ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟା ମାମଲାର ବିଚାର ବିଭାଗୀୟ ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଯିବ। ଏହା ଉପରେ ଖୁବଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ...
ସହକର୍ମୀଙ୍କ ଗରମ ପାଣି ମାଡ଼ରେ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ଗୁରୁତର
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଷ୍ମନ୍ତ କୁମାର ଦେହୁରୀଙ୍କ ଉପରେ ଅନ୍ୟ ଜଣେ ସହକର୍ମୀ ଫୁଟୁଥିବା ଗରମ ପାଣି ଢାଳିଦେବାରୁ ସେ ଗୁରୁତର ଆହତ...
ବଙ୍ଗୋପସାଗରରେ ଲଘୁଚାପ: ବର୍ଷା ପାଇଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରର ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପଟି ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆଗକୁ ଅଧିକ ଘନୀଭୂତ ହେବାର ସମ୍ଭାବନା...
ଆସିଲା ‘ସୁଭଦ୍ରା’ ଯୋଜନା ଗାଇଡଲାଇନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ‘ସୁଭଦ୍ରା’ ଯୋଜନା ଗାଇଡଲାଇନ୍। ସୋମବାର ଦିନ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଯୋଜନା ଗାଇଡଲାଇନ୍ ଜାରି କରାଯାଇଛି। ୨୧ରୁ ୬୦ ବର୍ଷ ବୟସର ମହିଳାମାନେ...
ଜାଣନ୍ତୁ ୟୁନିଫାଏଡ୍ ପେନସନ୍ ସ୍କିମ୍ ଓ ନାସନାଲ ପେନସନ୍ ସ୍କିମ ମଧ୍ୟରେ ଫରକ କ’ଣ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଆର୍ଥିକ ବର୍ଷରୁ ଭାରତରେ ଲାଗୁ ହେବାକୁ ଯାଉଛି ୟୁନିଫାଏଡ୍ ପେନସନ୍ ସ୍କିମ୍ (ୟୁପିଏସ)। ଏହାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି। ଏହାଦ୍ଵାରା ଦେଶର ୨୩ ଲକ୍ଷ କେନ୍ଦ୍ରୀୟ ସରକାରୀ କର୍ମଚାରୀ...
ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି। ପ୍ରଥମେ ୪୪ ଜଣିଆ ପ୍ରାର୍ଥୀ ତାଲିକା ପ୍ରକାଶ କରି ଏହାକୁ ପ୍ରତ୍ୟାହାର କରିନେଇଥିଲା ବିଜେପି। ପୁଣି ୧୫ ଜଣିଆ...
ଆପାର୍ଟମେଣ୍ଟ ରାସ୍ତା ପାଇଁ ବିଲ୍ଡର୍ସଙ୍କୁ ସରକାରୀ ଜମି ଟେକିଦେଇ ଫସିଲେ ବିଡିଏ ଓ ବିଏମସି, ଅଡୁଆରେ ଗ୍ରାହକ
ଓଡ଼ିଶାଲାଇଭ୍ ସ୍ୱତନ୍ତ୍ର ପ୍ରତିନିଧି
ଭୁବନେଶ୍ୱର ସୌଭାଗ୍ୟ ନଗର ଅଞ୍ଚଳରେ ହର୍ଷପ୍ରିୟା (ଏଚପି) ସ୍କୋୟାର ଏବଂ ବମିଖାଲରେ ଶୁଭମ ମିଡଟାଉନ ଆପାର୍ଟମେଣ୍ଟ ପ୍ରକଳ୍ପକୁ ନେଇ ଅଡୁଆ!
ଭୁବନେଶ୍ଵରରେ ଘରୋଇ ଆପାର୍ଟମେଣ୍ଟ ପ୍ରକଳ୍ପକୁ ସଂଯୁକ୍ତ ରାସ୍ତା ପାଇଁ ସରକାରୀ...
ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ଶ୍ରୀମନ୍ଦିରରେ...




















