Independence Day

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି: ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଲଘୁଚାପଟି ଉତ୍ତର ଦିଗକୁ ଗତିକରୁଥିବାବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆହୁରି...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଭାରତୀୟ ହକି ଦଳର ଖେଳାଳି

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳର ଖେଳାଳି ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏଠାରେ ସେ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅଲିମ୍ପିକ୍ସରେ...

ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ଠିକଣା...

କୋଲକାତା ଲଜ୍ଜା: ସୁପ୍ରିମକୋର୍ଟରେ ସିବିଆଇ ପକ୍ଷରୁ ଷ୍ଟାଟସ ରିପୋର୍ଟ ଦାଖଲ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ସିବିଆଇ ପକ୍ଷରୁ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି। ମାମଲାର ପ୍ରାରମ୍ଭିକ ତଦନ୍ତରେ କୋଲକାତା...

ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଲେ କ’ଣ ଅସୁବିଧା ହୋଇପାରେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=-0zDuScOwTI କେବଳ ଖାଦ୍ୟପେୟରେ ଅନିୟମିତତା ନୁହେଁ, ମେଦବହୁଳତା, ଡାଏବେଟିସ୍‌ ତଥା ଅନ୍ୟ ଦୂରାରୋଗ୍ୟ ଯୋଗୁଁ ମଧ୍ୟ ଶରୀରରେ ଖରାପ କୋଲେଷ୍ଟ୍ରୋଲ ବଢ଼ିଥାଏ। ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ଏହା ହୃଦ୍‌ ରୋଗର...

ବ୍ରହ୍ମପୁର ନିକଟସ୍ଥ ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ସମରଝୋଳ ଛକରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସକୁ ଟ୍ୟାଙ୍କର ଧକ୍କା ଦେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି...

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ତୃତୀୟ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...

ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ: ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ୟର ୧୮ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ବଦଳି କରିଛନ୍ତି ଓଡ଼ିଶା ସରକାର। ଏନେଇ ବୁଧବାର ରାଜ୍ୟ ସଧାରଣ ପ୍ରଶାସନ ବିଭାଗ...

କଳା ଝାଡ଼ା କାହିଁକି ହୁଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Z-uyRcSsOrg ସାଧାରଣତଃ ପାକସ୍ଥଳୀ-ଅନ୍ତନଳୀରେ ଅଲସର ହେଲେ କଳା ଝାଡ଼ା ହୋଇଥାଏ। ବେଳେ ବେଳେ ଏହି ସମସ୍ୟା ବିଭିନ୍ନ ଜଟିଳତା ଆଡ଼କୁ ନେଇପାରେ। ତେଣୁ କଳା ଝାଡ଼ାକୁ ଅଣଦେଖା କରିବା ଅନୁଚିତ ବୋଲି...

ଭାରତୀୟ ହକି ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ଓଡ଼ିଶା ସରକାର। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ୍‌ ସେଣ୍ଟରଠାରେ ଦଳର ଖେଳାଳିମାନଙ୍କୁ ସମ୍ମାନିତ...