Independence Day

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ସେ ସ୍ଵାଧୀନ ପ୍ରାର୍ଥୀ ଭାବେ ଏହି ନିର୍ବାଚନ ପାଇଁ ନାମାଙ୍କନ କରିଛନ୍ତି। କିଛି ବିଜେପି...

ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଲା: ଏଥର ୨୪ ମାର୍କ ରଖିଲେ ପାସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବଦଳିଲା ଯୁକ୍ତ ୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା। ଏଣିକି ୨୪ ମାର୍କ ରଖିଲେ ପାସ୍ କରିବେ ଛାତ୍ରଛାତ୍ରୀ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛନ୍ତି...

ଭୁବନେଶ୍ୱରରେ ପ୍ୟାରିସ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ଦଳର ଖେଳାଳିମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ଅପରାହ୍ଣରେ ରାଜ୍ୟ ସରକାରଙ୍କ...

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ମମତା ମହାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ଦିନ ପ୍ରାର୍ଥିପତ୍ର ଦାଖଲ କଲେ ମମତା ମହାନ୍ତ। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ମମତା ମହାନ୍ତ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳବାର ଦିନ ମମତାଙ୍କୁ...

ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଫଟୋ ସାମ୍ବାଦିକ ତଥା ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସିର ପ୍ରତିଷ୍ଠାତା ଅନିଲ ପ୍ରସାଦ ମିଶ୍ରଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଭାଦ୍ରବ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଓଡ଼ିଶାଲାଇଭ୍ ବ୍ୟୁରୋ ଏସସି-ଏସଟି ସଂରକ୍ଷଣରେ କ୍ରିମି ଲେୟାରକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ବୁଧବାର ଦିନ ସଂରକ୍ଷଣ ବଚାଓ କମିଟି ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଦେଶର ବିଭିନ୍ନ...

ବିଶାଖାପାଟଣା: ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ଅଭିଯୋଗ, ୭୪ ଜଣ ଅସୁସ୍ଥ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ହଷ୍ଟେଲରେ ବିଷାକ୍ତ ଖାଦ୍ୟ ଖାଇ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ଓ ୭୪ ଜଣ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି। ଏଭଳି ଅଭିଯୋଗ ଆସିଛି ବିଶାଖାପାଟଣା...

ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ରାଜ୍ୟସଭା ପ୍ରାର୍ଥୀ ପାଇଁ ମମତାଙ୍କ ନାଁରେ ମୋହର ମାରିଛି ଦଳ। ମଙ୍ଗଳବାର ଦିନ ବିଜେପି ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ...

କେମିତି ଦୂର ହେବ ପିଲାଙ୍କ କୋଷ୍ଠକାଠିନ୍ୟ ସମସ୍ୟା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=NzwV78hW5ys&t=235s କେବଳ ବଡ଼ ନୁହନ୍ତି, ଶିଶୁଙ୍କଠାରେ ମଧ୍ୟ କୋଷ୍ଠକାଠିନ୍ୟ ସମସ୍ୟା ଦେଖା ଦେଇଥାଏ। ପିଲାଙ୍କଠାରେ କୋଷ୍ଠକାଠିନ୍ୟ ଲକ୍ଷଣକୁ ଠିକ ସମୟରେ ଚିହ୍ନି ଚିକିତ୍ସା କରାଗଲେ ଏଥିଯୋଗୁଁ ସୃଷ୍ଟି ହେଉଥିବା ଜଟିଳତାକୁ ଏଡ଼ାଇ...