ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ଅଗଷ୍ଟ ମାସରେ ବର୍ତ୍ତମାନର ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ସରିବ। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ପରିଚାଳନା କମିଟିର ଗଠନ ତଥା ଏହାର ନବକଳେବର କରାଯିବ।...
ଇରାନରେ ହମାସ ମୁଖ୍ୟ ଇସମାଇଲ ହାନିୟାଙ୍କୁ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇରାନରେ ଆତଙ୍କବାଦୀ ସଂଗଠନ ହମାସର ଶୀର୍ଷ ନେତା ଇସମାଇଲ ହାନିୟାଙ୍କୁ ହତ୍ୟା କରାଯାଇଛି। ବୁଧବାର ସକାଳେ ତେହେରାନସ୍ଥିତ ବାସଭବନରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏହି ହତ୍ୟା ପଛରେ ଇସ୍ରାଏଲର...
କେରଳ ଭୂସ୍ଖଳନ: ମୃତକଙ୍କ ସଂଖ୍ୟା ୧୫୦ ଟପିଲା, ଏବେ ବି ଅନେକ ନିଖୋଜ
ଓଡ଼ିଶାଲାଇଭ୍ ବ୍ୟୁରୋ
କେରଳର ୱାୟନାଡରେ ମଙ୍ଗଳବାର ହୋଇଥିବା ଭୟଙ୍କର ଭୂସ୍ଖଳନ ବଡ଼ଧରଣର କ୍ଷୟକ୍ଷତି ଘଟାଇଛି। ବର୍ତ୍ତମାନ ସୁଦ୍ଧା ଏଥିରେ ୧୫୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ପ୍ରାୟ ୨୦୦ ଜଣ ଆହତ...
ବଢ଼ୁଛି ମହାନଦୀ ଜଳସ୍ତର: ଆତଙ୍କିତ ଅବସ୍ଥାରେ ବୌଦ୍ଧ ଜିଲ୍ଲାର ନଦୀକୂଳିଆ ଗ୍ରାମବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ରାଜ୍ୟରେ ଜାରି ରହିଥିବା ବର୍ଷା ଯୋଗୁଁ ବଢ଼ିବାରେ ଲାଗିଛି ମହାନଦୀର ଜଳସ୍ତର। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ହୀରାକୁଦ ଡ୍ୟାମରୁ ଛଡ଼ାଯାଇଥିବାରୁ ମହାନଦୀର ଜଳସ୍ତର ଧୀରେ ଧୀରେ...
ପ୍ୟାରିସ ଅଲିମ୍ପିକ୍ସ: ହକିରେ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସର ହକି ପ୍ରତିଯୋଗିତାରେ ମଙ୍ଗଳବାର ବିଜୟ ହାସଲ କରିଛି ଭାରତୀୟ ପୁରୁଷ ହକି ଦଳ। ନିଜର ତୃତୀୟ ମ୍ୟାଚରେ ଆୟର୍ଲ୍ୟାଣ୍ଡକୁ ୨-୦ ଗୋଲରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଏଥିସହ...
ମରଣାନ୍ତକ ଆକ୍ରମଣ ଓ ଛିନତାଇ ଘଟଣାରେ ୮ ଅଭିଯୁକ୍ତଙ୍କୁ ଗିରଫ କଲା ବାରିପଦା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନା ଅନ୍ତର୍ଗତ ଅସ୍ତିଆ-ଲୁଲୁଙ୍ଗ ରାସ୍ତାର ଧନପୁର ଛକ ନିକଟରେ ଜୁଲାଇ ୨୪ ତାରିଖରେ ଘଟିଥିବା ମରଣାନ୍ତକ ଆକ୍ରମଣ ଓ ଛିନତାଇ ଘଟଣାରେ...
କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦର ସ୍ୱତନ୍ତ୍ର ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
କିଟ୍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍ ଇକୋସୋକ୍) ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍ କନ୍ସଲ୍ଟେଟିଭ୍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ...
ଗିରଫ ହେଲେ ଭୁବନେଶ୍ଵର ଅବକାରୀ ବିଭାଗ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ ଭୁବନେଶ୍ଵର ଅବକାରୀ ବିଭାଗ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ।
ଭୁବନେଶ୍ଵର, ସୋନପୁର, ବରଗଡ଼, ବଲାଙ୍ଗିର...
ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଦ୍ଵିତୀୟ ପଦକ: ଡବଲ ବ୍ରୋଞ୍ଜ ସହ ଇତିହାସ ରଚିଲେ ମନୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ୟାରିସ ଅଲିମ୍ପିକ୍ସରେ ମଙ୍ଗଳବାର ଭାରତକୁ ମିଳିଲା ଦ୍ଵିତୀୟ ପଦକ। ସୁଟିଂର ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ଭାରତୀୟ ସୁଟର ମନୁ ଭାକର ଓ ସରବଜୋତ ସିଂହଙ୍କ ଯୋଡ଼ି...
ଭଦ୍ରକରେ ଦୁଃଖଦ ଘଟଣା: ପୋଖରୀରେ ବୁଡ଼ି ୩ ଶିଶୁଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ହସ ଖୁସିରେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇଥିଲେ ପାଠପଢ଼ିବାକୁ, ହେଲେ ଆଉ ଫେରିଲେନି ଘରକୁ। ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ପ୍ରାଣ ହରାଇଲେ ତିନିଜଣ ଶିଶୁ। ଏହି ଅଭାବନୀୟ...





















