Independence Day

ପ୍ୟାରିସ: ଆଜିଠୁ ବିଶ୍ଵ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ-୨୦୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ପ୍ୟାରିସରେ ଆରମ୍ଭ ହେଉଛି ବହୁ ପ୍ରତୀକ୍ଷିତ ବିଶ୍ଵ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ-୨୦୨୪। ଶୁକ୍ରବାର ରାତିରେ ଏହାର ଆନୁଷ୍ଠାନିକ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ତେବେ ଏଥର ଅଲିମ୍ପିକ୍ସର ଉଦଘାଟନୀ ସମାରୋହ...

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ସେ ଯୋଗଦେବେ। ବୈଠକରେ ରାଜ୍ୟର ଦାବି ଓ...

କାରଗିଲ ବିଜୟକୁ ପୂରିଲା ୨୫ ବର୍ଷ: ଆଜି ବି ମନେ ପଡ଼େ ଭାରତୀୟ ସେନାର ସେହି ବୀରତ୍ଵର ଗାଥା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି କାରଗିଲ ବିଜୟ ଦିବସ। କାରଗିଲ ଯୁଦ୍ଧକୁ ପୂରିଛି ୨୫ ବର୍ଷ। ୧୯୯୯ ମସିହା ଜୁଲାଇ ୨୬ ତାରିଖରେ ପାକିସ୍ତାନ ସେନା ଉପରେ ବିଜୟଲାଭ କରି କାରଗିଲରେ ତ୍ରିରଙ୍ଗା ଉଡ଼ାଇଥିଲେ ଭାରତୀୟ...

ବଜେଟ୍ ୨୦୨୪-୨୫: କୃଷି କ୍ଷେତ୍ର ପାଇଁ ୩୩,୯୧୯ କୋଟି ଟଙ୍କାର ବ୍ୟୟ ବରାଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାରେ ଗୁରୁବାର ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବଜେଟରେ କୃଷି କ୍ଷେତ୍ରକୁ ବିଶେଷ ଗୁରୁତ୍ଵ ଦେଇଛନ୍ତି...

ଓଡ଼ିଶାକୁ ଭାରତର ମିଲେଟ୍ ହବରେ ପରିଣତ କରିବା ପାଇଁ ‘ଶ୍ରୀ ଅନ୍ନ’ ଅଭିଯାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ବଜେଟରେ ମିଲେଟ୍ ଜାତୀୟ ଫସଲର ଉତ୍ପାଦନ ଓ ବ୍ୟବହାରକୁ ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ‘ଶ୍ରୀ ଅନ୍ନ’ ଅଭିଯାନ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତଥା...

ଓଡ଼ିଶା ବଜେଟ୍ ୨୦୨୪-୨୫: କେଉଁ ବିଭାଗକୁ ମିଳିଲା କେତେ?

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ୍ ଉପସ୍ଥାପିତ ହୋଇଛି। ଅର୍ଥ ବିଭାଗର ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବ୍ୟବସ୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ସମୟରେ ଓଡ଼ିଆ ଅସ୍ମିତାର ସୁରକ୍ଷା ପ୍ରସଙ୍ଗ ଉଠାଇ ସରକାର ଗଠନ କରିଛି ବିଜେପି। ଏବେ ରାଜ୍ୟ ବଜେଟରେ ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବ୍ୟବସ୍ଥା...

‘ସୁଭଦ୍ରା’ ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ବିଜେପି ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲା। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟରେ...
national digital health mission benefits

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ବଦଳିଲା – ଏବେ ‘ଗୋପବନ୍ଧୁ ଜନ ଆରୋଗ୍ୟ’ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭାରେ ଉପସ୍ଥାପିତ ୨୦୨୪-୨୫ ବଜେଟରେ ରାଜ୍ୟ ସରକାର ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା...

ରାଜ୍ୟ ବଜେଟରେ ବଡ଼ ଘୋଷଣା – ଭତ୍ତା ହେଲା ୩ ହଜାର ୫୦୦ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ଭତ୍ତା ପରିମାଣକୁ ବୃଦ୍ଧି...