Independence Day

ଓଡ଼ିଶାରେ ଅଗଷ୍ଟ ୨୫ ଯାଏଁ ଆହୁରି ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଆହୁରି ଭିଜିବ ଓଡ଼ିଶା। ଅଗଷ୍ଟ ୨୫ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା...

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ବୁଧବାର ଦିନ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ରାଧାକ୍ରିଷ୍ଣନ। ସିପି ରାଧାକ୍ରିଷ୍ଣନଙ୍କ ପ୍ରଥମ ପ୍ରସ୍ତାବକ ହୋଇଥିଲେ ପ୍ରଧାନମନ୍ତ୍ରୀ...

ବନ୍ଧା ହେଲେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ...

କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ-ଭୁବନେଶ୍ଵର କ୍ୟାପିଟାଲ ରିଜିଅନ ରିଂ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ୮ ହଜାର ୩୦୭ କୋଟି ଟଙ୍କା ବ୍ୟୟରେ କଟକ-ଭୁବନେଶ୍ଵର ପାଇଁ ନିର୍ମାଣ ହେବ ୬ ଲେନ ବିଶିଷ୍ଟ ରିଂ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ଲାଗି ଅନଲାଇନ ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ନେବା ଲାଗି ଆଗ୍ରହୀ ପ୍ରାର୍ଥୀମାନେ...

ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡିଆ ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ବିରୋଧୀ ଇଣ୍ଟିଆ ବ୍ଲକ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀଙ୍କୁ ଇଣ୍ଡିଆ ବ୍ଲକ ପ୍ରାର୍ଥୀ କରିଛି। ରବିବାର ଦିନ ମହାରାଷ୍ଟ୍ରର...

ବିଶ୍ଵର ସବୁଠୁ ବଡ଼ ବିଭାଜନ: ଗୋଟିଏ ଦେଶ ହୋଇଥିଲା ୧୫ ଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/1Hm419m5i0c ଦେଶ ବିଭାଜନ କଥା ଆସିଲେ ଆମେ ସାଧାରଣତଃ ଭାରତ-ପାକିସ୍ତାନ ବିଭାଜନ କଥା ଭାବିଥାନ୍ତି। ହେଲେ ବିଶ୍ୱର ସବୁଠାରୁ ବଡ଼ ବିଭାଜନ ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ, ଯେଉଁଠାରେ ଗୋଟିଏ ଦେଶ ୧୫ଟି...

ସିପି ରାଧାକ୍ରିଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି ଏନଡିଏ। ବିଜେପି ସଂସଦୀୟ ବୋର୍ଡ ବୈଠକରେ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ...

ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର ବେହେରାଙ୍କ ୮ଟି ଠିକଣା ଉପରେ ଚଢ଼ଉ କରୁଛି ଭିଜିଲାନ୍ସ। ଯନ୍ତ୍ରୀ...

ରୁଷ-ୟୁକ୍ରେନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଆଲୋଚନା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/fNWPw7j_MtA ଆମେରିକାର ଆଲାସ୍କାରରେ ବିଶ୍ଵର ଦୁଇ ମହାଶକ୍ତିଙ୍କର ବୈଠକ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏହି ବୈଠକରେ ରୁଷ-ୟୁକ୍ରେନ ଯୁଦ୍ଧ ଏବଂ ଅନ୍ୟାନ୍ୟ...