ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା: ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ସରକାର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିବା ପରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଶ୍ରୀମନ୍ଦିର ପରିଚାଳନା...
ଓଡ଼ିଶାରେ ଲାଗୁ ହେବ ପିଏମଶ୍ରୀ ଯୋଜନା: କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର...
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଲାଗୁ ହେବ ପ୍ରଧାନମନ୍ତ୍ରୀ ସ୍କୁଲ ଫର ରାଇଜିଂ ଇଣ୍ଡିଆ (ପିଏମଶ୍ରୀ) ଯୋଜନା। ଏଥିପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏ...
ଗଜପତି ମହାରାଜା: ମହାପ୍ରଭୁଙ୍କ ଆଦ୍ୟ ସେବକ
ଡକ୍ଟର ବିଶ୍ୱରଞ୍ଜନ ଦାସ
ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କ ସେବା ହେଉଛି ବଂଶାନୁକ୍ରମିକ। ଶ୍ରୀଜଗନ୍ନାଥ ମନ୍ଦିର ସତ୍ୱଲିପିରେ ଏହି ସେବାକୁ ‘ଗଜପତି ମହାରାଜା ସେବା’ ଭାବରେ ଉଲ୍ଲେଖ କରାଯାଇଛି। ଭାଦ୍ରବ ଶୁକ୍ଳ...
କ୍ୟାବିନେଟ୍ ବୈଠକ: ୫ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟରେ ୫ଟି ପ୍ରସ୍ତାବକୁ ଅନୁମୋଦନ
ବଢ଼ିବ ବିଭିନ୍ନ ବର୍ଗର ଶ୍ରମିକଙ୍କ ପାରିଶ୍ରମିକ
ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି
ପିଏମ୍ କିସାନ ଯୋଜନରେ ଯୋଡ଼ି ହେବେ ୬ ଲକ୍ଷ ଚାଷୀ...
ସୁନ୍ଦରଗଡ଼: ଭୋଜି ଖାଇ ଫେରୁଥିବାବେଳେ ସ୍କର୍ପିଓକୁ ପିଟିଲା ଟ୍ରକ, ୩ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହାରଘର ଭୋଜି ଖାଇ ଫେରୁଥିବାବେଳେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ାରେ।
କେନ୍ଦୁଝରରୁ ଏକ ବାହାଘରରେ ଯୋଗ ଦେଇ ୭ ଜଣ...
ଇଂଲଣ୍ଡର ମାଞ୍ଚେଷ୍ଟର ସହରରେ ମହା ସମାରୋହରେ ରଥଯାତ୍ରା ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଂଲଣ୍ଡର ମାଞ୍ଚେଷ୍ଟର ସହରରେ ରଥଯାତ୍ରା ଉତ୍ସବ ମହା ସମାରୋହରେ ପାଳିତ ହୋଇଛି। ଏଥିରେ ୫୦୦ରୁ ଅଧିକ ଓଡ଼ିଆ ଏବଂ ଅଣଓଡ଼ିଆ ଭକ୍ତଙ୍କ ସମାଗମ ହୋଇଥିଲା। ନର୍ଥୱେଷ୍ଟ ଓଡ଼ିଶା ସୋସାଇଟି ପକ୍ଷରୁ ଏହି...
ବାହାରିନରେ ବହୁ ଆଡ଼ମ୍ବରରେ ପାଳିତ ହେଲା ରଥଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=6J0tmk3EMDQ
ବାହାରିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ମାନାମାସ୍ଥିତ ୨୦୦ ବର୍ଷ ପୁରୁଣା ପ୍ରତିଷ୍ଠିତ ଶ୍ରୀନାଥଜୀ ମନ୍ଦିରରେ ଏହି ରଥଯାତ୍ରା ଅତି ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଥିଲା।...
ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ବୁଧବାରଠାରୁ ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଆଡ଼ପ...
ଗୌତମ ଗମ୍ଭୀର: ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ କୋଚ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ୍ ଦଳର ନୂଆ ମୁଖ୍ୟ କୋଚ୍ ହୋଇଛନ୍ତି। ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପର ତାଙ୍କ ସ୍ଥାନରେ ଗୌତମଙ୍କୁ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ନିଯୁକ୍ତ...
ଆଡ଼ପ ପହଣ୍ଡି ସମୟରେ ଅଘଟଣ: ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ପହଣ୍ଡି ବିଜେ ସମୟରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯାଇଛନ୍ତି। ଫଳରେ ୭ ଜଣ ସେବାୟତ ଆହତ ଥିବା...





















