ଶ୍ରୀମନ୍ଦିର ନିର୍ମାଣର ଇତିହାସ
ଡକ୍ଟର ବିଶ୍ୱରଞ୍ଜନ ଦାସ
କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ ଜାରାଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ। ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ପାର୍ଥିବ ଶରୀରକୁ ଦାହ କରିବା ପାଇଁ...
ଜାଣନ୍ତୁ ବଡ଼ଠାକୁରଙ୍କ ପହଣ୍ଡି ବିଜେ ନୀତିର ମହାତ୍ମ୍ୟ
ଭାସ୍କର ମିଶ୍ର
ମହାପ୍ରଭୁମାନଙ୍କର ୬ ଗୋଟି ପହଣ୍ଡି ମଧ୍ୟରୁ ତିନିଥର ଗୋଟି ପହଣ୍ଡି ଓ ତିନିଥର ଧାଡ଼ି ପହଣ୍ଡି ହୋଇଥାଏ। ଶ୍ରୀଜୀଉମାନଙ୍କ ସମସ୍ତ ବିଜେ ସମୟରେ ଧାଡ଼ି ପହଣ୍ଡି ଓ ବାହୁଡ଼ା ବିଜେଗୁଡ଼ିକ ସମୟରେ...
ଶରଧାବାଲିରେ ଲାଗିଲା ତିନି ରଥ: ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ଶରଧାବାଲିରେ ଲାଗିଲା ୩ ରଥ। ଭକ୍ତମାନେ ୩ ରଥକୁ ଟାଣି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଛନ୍ତି। ରବିବାର ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଥିଲେ...
ତେଲେଙ୍ଗାନାରେ ରଥଯାତ୍ରାକୁ ପୂରିଲା ୨୫ ବର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ରାଜ୍ୟରେ ଦୀର୍ଘ ୨୫ ବର୍ଷ ଧରି ପାଳନ ହୋଇଆସୁଛି ବଡ଼ଠାକୁରଙ୍କ ରଥଯାତ୍ରା। ରାଜ୍ୟର ଭଦ୍ରାଚଲମଠାରେ ଥିବା ହେଭି ୱାଟର ପ୍ଲାଣ୍ଟରେ କାର୍ଯ୍ୟରତ ପ୍ରବାସୀ ଓଡ଼ିଆମାନେ ଏଠାରେ...
ପ୍ୟାରିସ୍ ଅଲିମ୍ପିକ୍ସ: ଅମିତ ରୋହିଦାସ ଏବଂ କିଶୋର ଜେନାଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ଆର୍ଥିକ ପ୍ରୋତ୍ସାହନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ପ୍ୟାରିସ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଥିବା ଓଡ଼ିଶାର ଦୁଇ ଯୁବ ତାରକା ଅମିତ ରୋହିଦାସ ଏବଂ କିଶୋର ଜେନାଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଉଭୟଙ୍କୁ...
ବିଶାଖାପାଟଣାରେ ଗଡ଼ିଲା ମହାପ୍ରଭୁଙ୍କ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଉତ୍କଳ ସାଂସ୍କୃତିକ ସମାଜ ପକ୍ଷରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଶାଖାପାଟଣାର ଦଶପଲ୍ଲା ହିଲ୍ସଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରୁ ଏହି ଯାତ୍ରା ଆରମ୍ଭ...
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଆରମ୍ଭ ହେଲା ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାର ଦ୍ଵିତୀୟ ଦିନରେ ବଡ଼ଦାଣ୍ଡରେ ପୁଣି ଗଡ଼ିଛି ଶ୍ରୀଜିଉଙ୍କ ୩ ରଥ। ସୋମବାର ସକାଳେ ରଥ ଉପରେ ମହାପ୍ରଭୁଙ୍କ ନୀତିକାନ୍ତି ସରିବା ପରେ ରଥଟଣା ଆରମ୍ଭ ହୋଇଛି। ସବୁଠୁ ଆଗରେ...
ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକିଲେ ଶ୍ରୀଜିଉ: କାଲି ପୁଣି ହେବ ରଥଟଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ଯାତ୍ରାରେ ବଡ଼ଦାଣ୍ଡରେ ଅଳ୍ପ ବାଟ ଯାଇ ଅଟକି ଯାଇଛନ୍ତି ଶ୍ରୀଜିଉ। ରବିବାର ଅପରାହ୍ଣ ୫ଟାରେ ନିର୍ଦ୍ଧାରିତ ସମୟରେ ରଥଟଣା ଆରମ୍ଭ ହୋଇଥିବାବେଳେ ଶ୍ରୀମନ୍ଦିରରୁ ଅଳ୍ପ ଦୂରରେ ଅଟକିଯାଇଛି ୩ ରଥ।...
ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ବଡ଼ଠାକୁର। ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା। ମହାପ୍ରଭୁଙ୍କ ରଥର ଦଉଡ଼ି...
କମ୍ପୁଛି ବଡ଼ଦାଣ୍ଡ: ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ବଡ଼ଦାଣ୍ଡରେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ହଜାର ହଜାର ଭକ୍ତ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ...





















