Independence Day

ପ୍ୟାରିସ ଅଲିମ୍ପିକ୍ସ ୨୦୨୪: ଭାରତୀୟ ଖେଳାଳିଙ୍କ ପାଇଁ ଖର୍ଚ୍ଚ ହେବ ୩୩ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୨୬ ତାରିଖରୁ ଆରମ୍ଭ ହେଉଛି ଅଲିମ୍ପିକ୍ସ ୨୦୨୪। ଫ୍ରାନ୍ସର ପ୍ୟାରିସରେ ହେବାକୁଥିବା ଏହି ପ୍ରତିଯୋଗିତାର ବିଭିନ୍ନ ଖେଳରେ ଭାରତର ୧୯୫ ଜଣ ଖେଳାଳି ଅଂଶଗ୍ରହଣ କରିବେ। ଅଗଷ୍ଟ ୧୧ ପର୍ଯ୍ୟନ୍ତ...

ଦିଲ୍ଲୀରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ ବିଷୟରେ ତାଲିମ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନଲାଇନ ଆବେଦନର ଶେଷ ତାରିଖ ଅଗଷ୍ଟ ୩୦। ଦେଶ ବିଦେଶରେ ‘ଇଲେକ୍ଟ୍ରିକାଲ ଟେକ୍ନୋଲୋଜି’ କ୍ଷେତ୍ରରେ ରହିଛି ଆକର୍ଷଣୀୟ କ୍ୟାରିୟର ସୁଯୋଗ। ତେଣୁ ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ...

ପ୍ରତିବର୍ଷ ୩୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ନେଉଛି ମଦ – ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ

ଅଭିଷେକ ରାୟ ଆଜିର ସମୟରେ ସାରା ବିଶ୍ଵରେ ମଦ ଜନିତ ମୃତ୍ୟୁ ମାମଲା ବଢ଼ିବାରେ ଲାଗିଛି। ସବୁଠାରୁ ଦୁଃଖର କଥା ହେଲା ପ୍ରତିବର୍ଷ ବିଶ୍ଵବ୍ୟାପି ଅଣ ସଂକ୍ରାମକ ରୋଗରେ ଯେତିକି ଲୋକଙ୍କ ମୃତ୍ୟୁ ହେଉଛି,...

ବିଶ୍ଵର ତୃତୀୟ ବୃହତ ଅର୍ଥନୀତି ପାଲଟିବ ଭାରତ – ରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ନୀତି...

ଜୁନ ୩୦ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା: ବିଭିନ୍ନ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ସକାଳଠାରୁ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷା ଲାଗି ରହିଛି। ଜୁନ ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ...

ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପ: ଆଜି ଦ୍ଵିତୀୟ ସେମି ଫାଇନାଲରେ ଭାରତ-ଇଂଲଣ୍ଡ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଟି-ଟ୍ୱେଣ୍ଟି ବିଶ୍ଵକପର ଦ୍ଵିତୀୟ ସେମି ଫାଇନାଲରେ ଆଜି ଭାରତ-ଇଂଲଣ୍ଡ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଗୁଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କରିବେ ସାକ୍ଷାତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ବୁଧବାର ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩...

ଡାଏବେଟିସ୍‌ ନିୟନ୍ତ୍ରଣ ପାଇଁ ବ୍ୟାୟାମ

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=85xrUESDjrw ଖାଦ୍ୟପେୟରେ ଅନିୟମିତତା ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁଁ ବର୍ତ୍ତମାନ ମଣିଷଠାରେ ବିଭିନ୍ନ ରୋଗ ଦେଖିବାକୁ ମିଳୁଛି। ଏହା ମଧ୍ୟରେ ଡାଏବେଟିସ୍ ଏବେ ବଡ଼ ସମସ୍ୟା ପାଲଟିଛି। ଘରେ ଘରେ କାହାକୁ...

ବରଗଡ଼ରେ ଅଘଟଣ: ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷା ଦାଉରୁ ରକ୍ଷା ପାଇବାକୁ ଗଛମୂଳେ ଆଶ୍ରୟ ନେଇଥିବାବେଳେ ବଜ୍ରପାତ ଯୋଗୁଁ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ଖଲିଆପାଲି ପଞ୍ଚାୟତର ଦୁଆନଡ଼ିହି ଗାଁରେ।...