Independence Day

ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୦.୫୫ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ପଞ୍ଚମ ଓ ରାଜ୍ୟର ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଶାନ୍ତିଶୃଙ୍ଖଳାର ସହ ସକାଳ ୭ଟାରୁ ଆରମ୍ଭ...

ଭୋଟ ଦେଉଛି ଓଡ଼ିଶା: ଦିନ ୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ଦିନ ୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ...

ପୁରୀରେ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ବିଶାଳ ରୋଡ ସୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ସକାଳେ ପୁରୀ ଶ୍ରୀମନ୍ଦିର ଯାଇ ବଡ଼ଠାକୁରଙ୍କ ଦର୍ଶନ କରିବା ପରେ ବଡ଼ଦାଣ୍ଡରେ ଆରମ୍ଭ ହୋଇଥିଲା ନରେନ୍ଦ୍ର ମୋଦୀଙ୍କ ରୋଡ...

ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ...

ଭୋଟ୍ ଦେଉଛି ଓଡ଼ିଶା: ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଆରମ୍ଭ ହେଲା ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ...

‘ଇଣ୍ଡିଆ ସ୍କିଲ୍ସ’ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ 'ଇଣ୍ଡିଆ ସ୍କିଲ୍ସ-୨୦୨୪'ରେ ଟିମ୍ ଓଡ଼ିଶାକୁ ୧୫ ସ୍ବର୍ଣ୍ଣ ସହ ମୋଟ ୫୨ଟି ପଦକ। (ଭୁବନେଶ୍ୱର): 'ଇଣ୍ଡିଆ ସ୍କିଲ୍ସ-୨୦୨୪' ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ଟିମ୍ ଓଡ଼ିଶା ଏହି...

ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ବରିଷ୍ଠ ନେତା ସମୀର ରଞ୍ଜନ ଦାଶ। ରବିବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ସେ ପଦ୍ମ ଧରିଛନ୍ତି।...
OSSC

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ସିଏଚଏସଏଲ୍ ପରୀକ୍ଷା ପାଇଁ ଆବେଦନ ଜାରି, ମେ’ ୨୭ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ହାଇୟର ସେକେଣ୍ଡାରି ଲେଭାଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ...

ସୁନ୍ଦରଗଡ଼ ଲୋକସଭା ଆସନ: ପୁଣି ଜୁଏଲଙ୍କ ଭାଗରେ ପଡ଼ିବ ନା ବାଜି ମାରିବେ ଦିଲ୍ଲୀପ?

ସତୀଶ ଶର୍ମା ସୁନ୍ଦରଗଡ଼ ଲୋକସଭା ଆସନରେ ଜୁଏଲ ଓରାମ ପୁଣି ବାଜି ମାରିବେ ନା ଦିଲ୍ଲୀପ ପିନ୍ଧିବେ ବିଜୟ ମୁକୁଟ, ଏପେଟେ ଗଡ଼କୁ ଫେରିବା ଆଶାରେ ରହିଛନ୍ତି ଜନାର୍ଦ୍ଦନ। ସୁନ୍ଦରଗଡ଼ ଲୋକସଭା ଆସନରେ ଏଥର ଦେଖିବାକୁ ମିଳିବ...

ବାରିପଦା ସହରରୁ କାବୁ ହୋଇଥିବା କଲରାପତରିଆ ବାଘକୁ ଶିମିଳିପାଳରେ ଛାଡ଼ିଲା ବନ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦା ସହରରେ ଆତଙ୍କ ଖେଳାଇଥିବା କଲରାପତରିଆ ବାଘକୁ କାବୁ କରିବା ପରେ ଶିମିଳିପାଳ ଅଭୟାରଣ୍ୟରେ ଛାଡ଼ିଦିଆଯାଇଛି। ଶୁକ୍ରବାର ଦିନ ବାଘଟିକୁ କାବୁ କରିଥିଲେ ବାରିପଦା ବନବିଭାଗ ରେଞ୍ଜର...