Independence Day

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଓଡ଼ିଶାରେ ମାରାଥନ ପ୍ରଚାର ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଥମେ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ। ଏଠାରେ...

ଛତିଶଗଡ଼: ବିଜାପୁର ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୧୨ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ର ବିଜାପୁର ଜିଲ୍ଲାର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ଗୁଳି ବିନିମୟ ହୋଇଛି। ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣରେ...

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ୍ ସୋ’: କମ୍ପିଲା ଜନପଥ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଭୁବନେଶ୍ୱରରେ ବିଶାଳ ରୋଡ୍ ସୋ' କରିଛନ୍ତି। ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏଁ ହୋଇଥିବା ଏହି ଶୋଭାଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଥିଲେ। ଘଣ୍ଟଘଣ୍ଟା, ହୁଳହୁଳି ତଥା...

ଓଡ଼ିଶାରେ ମେଣ୍ଟ ରାଜନୀତିର କାହାଣୀ – ୧୯୩୭ରୁ ୨୦୨୪

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ନିର୍ବାଚନ ସମୟ ଆସିଲେ ‘ମେଣ୍ଟ ରାଜନୀତି’ କଥା ଉଠେ। ଏଇ ଯେମିତି ୨୦୨୪ ନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶାରେ ବିଜେଡି-ବିଜେପି ଭିତରେ ପୁଣି ମେଣ୍ଟ ଚର୍ଚ୍ଚା ହେଉଥିଲା। ଏନେଇ ଉଭୟ ଦଳର...
ossc

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ସିଏଚଏସଏଲ୍ ପରୀକ୍ଷା ପାଇଁ ଆବେଦନ ଜାରି, ମେ’ ୨୭ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ହାଇୟର ସେକେଣ୍ଡାରି ଲେଭାଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ସମାବର୍ତ୍ତନ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ ୨୦୨୩-୨୪ ବ୍ୟାଚରେ ତାଲିମ ପାଠ୍ୟକ୍ରମ ଶେଷ...

ପ୍ରାର୍ଥିପତ୍ର ଦାଖଲ କଲେ ବିଭିନ୍ନ ଦଳର ହେଭିଓ୍ଵେଟ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଶୁକ୍ରବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ହେଭିଓ୍ଵେଟ ନେତା। କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେଡି ପ୍ରାର୍ଥୀ ଅଂଶୁମାନ...

ନୟାଗଡ଼ ଜିଲ୍ଲାର ୪ ବିଧାନସଭା ଆସନରେ ଲଢ଼ିବେ ୩୨ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲାରେ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜିଲ୍ଲାର ୪ଟି ବିଧାନସଭା ଆସନରେ ମୋଟ ୩୨ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଭୋଟ ଗ୍ରହଣ ପାଇଁ ନୟାଗଡ଼ରେ ୯୩୭ଟି...

କେମିତି ଫିଟ୍ ରହିବେ ମହିଳା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=tCPwKt6anJw ମହିଳାମାନେ ଶାରୀରିକ ଏବଂ ମାନସିକ ଭାବରେ ସୁସ୍ଥ ରହିବା ପାଇଁ ନିୟମିତ ବ୍ୟାୟାମ, ସନ୍ତୁଳିତ ପୁଷ୍ଟିକର ଖାଦ୍ୟ ଖାଇବା ଆବଶ୍ୟକ। ଏହା ସହିତ ନିୟମିତ ବ୍ୟବଧାନରେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା...

ଭଣ୍ଡାରିପୋଖରୀରେ ହେବ ତ୍ରିମୁଖୀ ଲଢ଼େଇ: ପୁଣି ଥରେ ଭାଗ୍ୟ ପରୀକ୍ଷା କରୁଛନ୍ତି ନିରଞ୍ଜନ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଏଥର ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ହେବ ତ୍ରିମୁଖୀ ଲଢ଼େଇ। ଭଣ୍ଡାରିପୋଖରୀ ବିଧାନସଭା ଆସନ ଲାଗି ଏଥର ହେବ କଡ଼ା ଟକ୍କର। ବିଜେଡି ଦଖଲରେ...