Independence Day

ମେ’ ୧୦ରେ ଭୁବନେଶ୍ଵରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’। ଆସନ୍ତା ମେ’ ୧୦ ତାରିଖ ସନ୍ଧ୍ୟା ୬ଟାରୁ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ବାଣୀବିହାର ଛକ...

ବିଜେଡି-ବିଜେପି ନା କଂଗ୍ରେସ, ବ୍ରହ୍ମଗିରିରେ କାହାକୁ ମିଳିବ ସମର୍ଥନ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଓଡ଼ିଶାର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବ୍ରହ୍ମଗିରିରେ ସବୁଠାରୁ ଜୋରଦାର ଲଢ଼େଇ ହୁଏ। ଦକ୍ଷିଣ ଓ ପୂର୍ବ ଓଡ଼ିଶାକୁ ସଂଯୋଗ କରୁଥିବା ଚିଲିକା ଓ ବଙ୍ଗୋପସାଗର କୂଳରେ ପରିବ୍ୟାପ୍ତ ଏ...

ପିପିଲି ଆସନ ପାଇଁ ଲଢ଼ିବେ ସ୍ଵାମୀ-ସ୍ତ୍ରୀ: ବିଜେଡିରୁ ରୁଦ୍ର, ସ୍ଵାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କଲେ ସ୍ତ୍ରୀ ଜାଗୃତି

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ଆସନ ପାଇଁ ରାଜନୈତିକ ଲଢ଼େଇ ଲଢ଼ିବେ ରୁଦ୍ର ପ୍ରତାପ ମହାରଥୀ ଏବଂ ପତ୍ନୀ ଜାଗୃତି ପଣ୍ଡା ମହାରଥୀ। ଶୁକ୍ରବାର...

ଓଡ଼ିଶାରେ ଆହୁରି ୨ ଦିନ କାଳବୈଶାଖୀ ବର୍ଷା: ବୁଧବାର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ କାଳବୈଶାଖୀ ବର୍ଷା ଯୋଗୁଁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗରେ ପରିବର୍ତ୍ତନ ଆସିବା ସହ ତାପମାତ୍ରା କମ ହୋଇଛି। ଆଗକୁ ୯ ତାରିଖ ଯାଏଁ...

ପିରିୟଡସ୍ ବେଳେ କେମିତି ରହିବେ ସଫାସୁତରା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=u85dpjJULNU ପ୍ରତିବର୍ଷ ମେ’ ମାସ ୨୮ ତାରିଖରେ ପିରିୟଡସ୍ ବା ତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ କରାଯାଏ। ପରିୟଡସ୍ ସମୟରେ ମହିଳାମାନେ କିଭଳି ସ୍ୱଚ୍ଛତା ଉପରେ ଧ୍ୟାନ ଦେବେ ସେନେଇ ସଚେତନ କରିବାକୁ ପିରିୟଡସ୍ ଦିବସ ପାଳନ କରାଯାଉଛି। ଚଳିତ ବର୍ଷ ପିରିୟଡସ୍ ଦିବସର...

ବାଙ୍କୀ ବିଧାନସଭା ଆସନ ପାଇଁ ବିଜେଡି-ବିଜେପି-କଂଗ୍ରେସ ମଧ୍ୟରେ ହେବ ରାଜନୈତିକ ଲଢ଼େଇ

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ବାଙ୍କି ବିଧାନସଭା ଆସନ ଲାଗି ଏଥର ଲଢ଼େଇ ହେବ ଜୋରଦାର। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ନିର୍ବାଚନୀ ମଇଦାନରେ ହେବ କଡ଼ା ଟକ୍କର। ବାଙ୍କି ବିଧାନସଭା ଆସନ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା: ଗିରଫଦାରୀ ମାମଲାରେ ଶୀଘ୍ର ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ନିଜ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ କରିଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି...

ଶେଷ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ: ଓଡ଼ିଶାର ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ଆଜିଠୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭା ଆସନ ସାମିଲ ରହିଛି। ଜୁନ୍ ୧...

ବାଲେଶ୍ଵର ଲୋକସଭା ଆସନରେ କିଏ ମାରିବ ବାଜି?

https://www.youtube.com/watch?v=7pRpm_x6VwQ&t=79s ଏଥର ବାଲେଶ୍ୱର ଲୋକସଭା ଆସନରେ ଅଭିଜ୍ଞ ପ୍ରତାପ ଷଡ଼ଙ୍ଗୀ ଓ ଶ୍ରୀକାନ୍ତ ଜେନାଙ୍କୁ ଟକ୍କର ଦେବେ ନିର୍ବାଚନ ରାଜନୀତିକୁ ପ୍ରଥମ ଥର ପାଇଁ ଓହ୍ଲାଇଥିବା ଲେଖାଶ୍ରୀ ସାମନ୍ତସିଂହାର। ବାଲେଶ୍ୱର ଲୋକସଭା କ୍ଷେତ୍ରରେ ଏଥର କଡ଼ା...

ବିରାଟ ଶୋଭାଯାତ୍ରାରେ ଆସି ନୟାଗଡ଼ ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଡକ୍ଟର ଅରୁଣ କୁମାର ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ଡକ୍ଟର ଅରୁଣ କୁମାର ସାହୁ। ସୋମବାର ବିରାଟ ଶୋଭାଯାତ୍ରାରେ ଆସି ସେ ନୟାଗଡ଼ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ।...