Independence Day

ନିର୍ବାଚନ ପ୍ରଚାର ବେଳେ ପଥର ମାଡ଼: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ବିଜୟୱାଡ଼ାଠାରେ ନିର୍ବାଚନ ପ୍ରଚାର ପାଇଁ ଯାଇଥିବାବେଳେ ଦୁର୍ବୃତ୍ତଙ୍କ ପଥର ମାଡ଼ରେ ଆହତ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ। ଜଗନମୋହନ ରେଡ୍ଡୀଙ୍କ ଡାହାଣ ଆଖି ନିକଟରେ ଆଘାତ...

ବିଜେପିରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରେ ଯୋଗଦେଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସୋମବାର ଦିନ ଜ୍ୟୋତି ପାଣିଗ୍ରାହୀ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ପୂର୍ବତନ...

ଅସହ୍ୟ ଖରାରେ ଅସ୍ତବ୍ୟସ୍ତ ଓଡ଼ିଶା, ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ଓଡ଼ିଶା। ଅତ୍ୟଧିକ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ସୋମବାର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ଵର। ଏଠାରେ ଦିନ ୧୧ଟା ୩୦ସୁଦ୍ଧା ସର୍ବାଧିକ...

ନୟାଗଡ଼ ଜିଲ୍ଲାର ପୁରପଲ୍ଲୀରେ ପାଳିତ ହେଲା ପବିତ୍ର ଦଣ୍ଡ ଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ):  ନିଷ୍ଠା, ଭକ୍ତି ଓ ବିଶ୍ୱାସର ସହିତ ନୟାଗଡ଼ ଜିଲ୍ଲାର ପୁରପଲ୍ଲୀରେ ପାଳିତ ହୋଇଯାଇଛି ପବିତ୍ର ଦଣ୍ଡ ଯାତ୍ରା। ହଜାର ହଜାର ସଂଖ୍ୟାରେ ଦଣ୍ଡ ଉପାସକ ଏହି ପବିତ୍ର ବ୍ରତ ପାଳନ...

ଆସିଲା କଂଗ୍ରେସର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନ ଲାଗି ନିଜର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏଥିରେ ଦଳ ପକ୍ଷରୁ ରାଜ୍ୟର ୭୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା...

ଖାଦ୍ୟରୁ ଆଲର୍ଜି ହେଲେ କ’ଣ କରିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=HGgoHrdegeE କିଛି ବ୍ୟକ୍ତିଙ୍କୁ କେତେକ ଖାଦ୍ୟରୁ ଆଲର୍ଜି ହୋଇଥାଏ। ଏହାକୁ ଫୁଡ ଆଲର୍ଜି ବୋଲି କୁହାଯାଏ। ଫୁଡ ଆଲର୍ଜି କ’ଣ, କାହିଁକି ହୁଏ ଓ ଯଦି ଜଣେ ବ୍ୟକ୍ତିଙ୍କୁ ଖାଦ୍ୟରୁ ଆଲର୍ଜି ହୁଏ...

ରୋଚକ ହେବ କଟକ ଲୋକସଭା ଲଢ଼େଇ: ଅଭିଜ୍ଞ ଭର୍ତ୍ତୃହରିଙ୍କୁ ଟକ୍କର ଦେବେ ସଂତୃପ୍ତ

ଓଡ଼ିଶାଲାଇଭ୍ ପଲିଟିକାଲ୍ ବ୍ୟୁରୋ କଟକରେ ଭର୍ତ୍ତୃହରି ମହତାବ ଓ ଡକ୍ଟର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ ଟକ୍କର। ପରୀକ୍ଷା ହେବ ବିଜେଡି, ବିଜେପିର ସାଂଗଠନିକ ଶକ୍ତି।    କଟକ ଲୋକସଭା ଆସନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଚଳିତ ନିର୍ବାଚନରେ...

ଆଜି ପଣା ସଂକ୍ରାନ୍ତି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନବ ବର୍ଷ ଭାବରେ ପାଳନ କରାଯାଏ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ। ଓଡ଼ିଶା ତଥା ଦେଶ...

ବୌଦ୍ଧ: ମହଙ୍ଗା ପଡ଼ିଲା ନିର୍ବାଚନ ରାଲି, ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ  

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ମହଙ୍ଗା ପଡ଼ିଲା ନିର୍ବାଚନ ରାଲି। ରାଜନୈତିକ ଦଳର ରାଲିରେ ଯୋଗଦେଇ ନିଲମ୍ବିତ ହେଲେ ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକ।...

ଜାଣନ୍ତୁ ଭୁବନେଶ୍ୱର ସହର ଓ ଏଠାରେ ଖାଦ୍ୟ ସଂସ୍କୃତିର ବିକାଶର କିଛି ରୋଚକ କଥା   

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=qP1Mi0uK388&t=366s ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ପାଳନ କରୁଛି ନିଜର ୭୬ତମ ପ୍ରତିଷ୍ଠା ଦିବସ। ଏହି ସମୟ ମଧ୍ୟରେ ସହରର ରୂପ ଆଜି ସମ୍ପୂର୍ଣ୍ଣ ବଦଳି ଯାଇଛି। ଐତିହ୍ୟ, କୀର୍ତ୍ତିରାଜି, ମନ୍ଦିର, ସ୍ଥାପତ୍ୟରେ ଭରପୂର...