Independence Day

ହୀରାକୁଦରେ ବ୍ୟାପୁଛି ଡାଇରିଆ, ୨ ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଜିଲ୍ଲା ହୀରାକୁଦ ସହରରେ ଡାଇରିଆ ସ୍ଥିତି ଅଣାୟତ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୧୨୭ରେ ପହଞ୍ଚିଛି। ଆକ୍ରାନ୍ତମାନଙ୍କୁ ଚିକିତ୍ସା ପାଇଁ ହୀରାକୁଦ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର...

ଯାଜପୁର: ଟ୍ରକ୍‌ ପଛରେ ପିଟିହେଲା ବାଇକ୍, ଚାଲିଗଲା ୩ ଜଣଙ୍କର ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳନ୍ତା ଟ୍ରକ୍‌ ପଛପଟେ ଗୋଟିଏ ବାଇକ୍ ପିଟି ହେବାରୁ ଘଟଣାସ୍ଥଳରେ ତିନି ଜଣଙ୍କର ଜୀବନ ଚାଲିଯାଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଜିନ୍ଦଲ କାରଖାନା...

ଶ୍ରଦ୍ଧାଞ୍ଜଳି: ଡାକ୍ତର ଦାମୋଦର ରାଉତ

ଭାସ୍କର ପରିଚ୍ଛା ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ। ସେ ୭ ଥର ବିଧାୟକ ଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ...

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଆଇପିଏଲ ୨୦୨୪ ଉଦଘାଟିତ, ପ୍ରଥମ ମ୍ୟାଚରେ ସିଏସକେ ବିଜୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଉଦଘାଟିତ ହୋଇଯାଇଛି ଆଇପିଏଲ ୨୦୨୪। ବଲିଉଡ୍‌ ତାରକା ଅକ୍ଷୟ କୁମାର ଓ ଟାଇଗର ଶ୍ରଫଙ୍କ ସହ ଗାୟକ ଏଆର୍‌ ରହମାନ...

ବିଶାଖାପାଟଣା ବନ୍ଦରରୁ ୨୫ ହଜାର କିଲୋଗ୍ରାମର ଡ୍ରଗ୍ସ ଜବତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ବିଶାଖାପାଟଣା ବନ୍ଦରରୁ ଧରାପଡ଼ିଛି ପ୍ରାୟ ୨୫ ହଜାର କିଲୋଗ୍ରାମର ଡ୍ରଗ୍ସ। ବିଶାଖାପାଟଣା କଷ୍ଟମ୍ସ ବିଭାଗର ସହାୟତାରେ ଏହି ଡ୍ରଗ୍ସ କାରବାର ପର୍ଦାଫାଶ କରିଛି ସିବିଆଇ। ଅନ୍ତର୍ଜାତୀୟ ସ୍ତରରେ ଚାଲିଥିବା...

ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ। ଏ ନେଇ ଶୁକ୍ରବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇଛନ୍ତି। ନିଜ ଇସ୍ତଫା ପତ୍ର ସେ ଦଳର ସଭାପତି...

ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି – ମନମୋହନ ସାମଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପି-ବିଜେଡି ମେଣ୍ଟକୁ ନେଇ ଲାଗି ରହିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଲା। ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବା ନେଇ ସ୍ପଷ୍ଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଏନେଇ ମନମୋହନ...

ସାଧାରଣ ନିର୍ବାଚନ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ କରାଯାଇଛି। ମୟୂରଭଞ୍ଜ ଏସପି ଏସ ସୁଶ୍ରୀଙ୍କ ନେତୃତ୍ଵରେ ବାରିପଦା ସହରର...

ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତା: ୨ଟି ସ୍ଵର୍ଣ୍ଣ ସହ ୫ଟି ପଦକ ଜିତି ଚମକିଲେ ଓଡ଼ିଶାର କ୍ରୀଡ଼ାବିତ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟସ୍ତରୀୟ ସ୍ୱତନ୍ତ୍ର ଅଲିମ୍ପିକ ଭାରତ ସାଇକ୍ଲିଂ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଶାର କ୍ରୀଡ଼ାବିତ୍। ଚଳିତବର୍ଷ ହରିୟଣାର ପଞ୍ଚକୁଲାଠାରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରି ରାଜ୍ୟର ଖେଳାଳିମାନେ ୨ଟି ସ୍ଵର୍ଣ୍ଣ...

ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ଶୁକ୍ରବାରଠାରୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ। ମାର୍ଚ୍ଚ ୨୨ ତାରିଖରୁ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ ଆରମ୍ଭ ହୋଇ ଆସନ୍ତା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା...