Independence Day

ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ‘ଫାଲଗୁନ ଆସର’ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ‘ଫାଲଗୁନ ଆସର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ଏହାର ଆୟୋଜନ ହୋଇଥିଲା। ଏଥିରେ କବି...

ନିର୍ବାଚନ ସମୟରେ ଗ୍ରୀଷ୍ମ ପ୍ରବାହ ଚିନ୍ତା, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜିବା ସହ ଏବେ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଓଡ଼ିଶାରେ ମେ’ ମାସରେ ନିର୍ବାଚନ ସମୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମସ୍ତଙ୍କ...

ବୌଦ୍ଧରେ କଡ଼ା ସୁରକ୍ଷା ବଳୟରେ ହେବ ନିର୍ବାଚନ, ଚିହ୍ନଟ ହେଲା ୬୮ଟି ମାଓବାଦୀ ପ୍ରବଣ ବୁଥ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ ଲାଗି ଚାଲିଛି ପ୍ରସ୍ତୁତି। ଚଳିତ ଥର କଡ଼ା ସୁରକ୍ଷା ବଳୟ ମଧ୍ୟରେ ବୌଦ୍ଧ ଜିଲ୍ଲାରେ ହେବ ନିର୍ବାଚନ। ଚିହ୍ନଟ ହୋଇଛି...

ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ନୟାଗଡ଼ ଉଠା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ଲାଞ୍ଚ ନେବା ଅଭିଯୋଗରେ ନୟାଗଡ଼ ଉଠା ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୋଇତାଇଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଜଣେ ଚାଷୀଙ୍କଠାରୁ ଠିକାଦାର ଶ୍ରୀକାନ୍ତ ପତିଙ୍କ...

ନିର୍ବାଚନ ଆୟୋଗଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୬ ରାଜ୍ୟର ଗୃହ ସଚିବ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ। ସୋମବାର ପଶ୍ଚିମବଙ୍ଗର ଡିଜିପିଙ୍କ ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ପଦରୁ ହଟାଇଛନ୍ତି ନିର୍ବାଚନ ଆୟୋଗ। ଏନେଇ...

କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା: ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ମିଳିଲା ଆଶ୍ୱସ୍ତ। ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟ ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ। ମାର୍ଚ୍ଚ...
supreme-court-

ଏସବିଆଇକୁ ପୁଣି ସୁପ୍ରିମକୋର୍ଟଙ୍କ ଚେତାବନୀ, ଗୁରୁବାର ସୁଦ୍ଧା ସବୁ ନିର୍ବାଚନୀ ବଣ୍ଡ ୟୁନିକ୍ ନମ୍ବରର ତଥ୍ୟ ଦେବାକୁ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ନିର୍ବାଚନୀ ବଣ୍ଡ ମାମଲାରେ ଭାରତୀୟ ଷ୍ଟେଟ ବ୍ୟାଙ୍କକୁ (ଏସବିଆଇ) ପୁଣି ଲାଗିଛି ଝଟକା। ସୋମବାର ମାମଲାର ଶୁଣାଣି ବେଳେ ଏସବିଆଇ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଏସବିଆଇକୁ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା...

ଓଡ଼ିଶାରେ ୧୯ ଓ ୨୦ ତାରିଖ କାଳବୈଶାଖୀ ସମ୍ଭାବନା, ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବିଭିନ୍ନ...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ମାର୍ଚ୍ଚ ୧୯ ଓ ୨୦ ତାରିଖରେ କାଳବୈଶାଖୀ ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ...

ନୟାଗଡ଼ରେ ନିର୍ବାଚନ ପୂର୍ବରୁ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟ ରାଜନୀତି। ନୟାଗଡ଼ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସ୍ୱାଧାଦେବ ସିଂଙ୍କ ନେତୃତ୍ୱରେ...

ସୁନ୍ଦରଗଡ଼ରେ ମେ’ ୨୦ରେ ଭୋଟ୍, ୧୮୪୭ଟି ବୁଥରେ ମତଦାନ କରିବେ ୧୫ ଲକ୍ଷରୁ ଅଧିକ ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ରେ ମେ’ ୨୦ ତାରିଖରେ ପଞ୍ଚମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ନିର୍ବାଚନ ପ୍ରସ୍ତୁତି ନେଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ...