Independence Day

‘କେବଳ ଦକ୍ଷତା ନୁହେଁ ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ଵାସ ବଢ଼ାଉଛି ବିଶ୍ଵ ଦକ୍ଷତା କେନ୍ଦ୍ର’

ସଙ୍ଗୀତା ମାନସିଂହ “ବିଶ୍ୱ ଦକ୍ଷତା କେନ୍ଦ୍ର କେବଳ ଆମମାନଙ୍କର ଦକ୍ଷତା ବୃଦ୍ଧି କରୁନାହିଁ, ବରଂ ଆମ ଭିତରେ ଆତ୍ମବିଶ୍ଵାସ ଭରି ଆଗୁକୁ ବଢ଼ିବାକୁ ପ୍ରସ୍ତୁତ କରୁଛି”, ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଶୁକ୍ରବାର ଅପରାହ୍ଣରେ ଆୟୋଜିତ...

ରାଜ୍ୟର ଯୁବପିଢ଼ିଙ୍କ ଦକ୍ଷତାକୁ ବିଶ୍ଵସ୍ତରୀୟ କରିବ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା

ଅଭିଷେକ ରାୟ ରାଜ୍ୟସ୍ତରୀୟ ଦକ୍ଷତା ପ୍ରତିଯୋଗିତା ‘ଓଡ଼ିଶା ସ୍କିଲ୍ସ’ ୨୦୨୩-୨୪ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ସେମାନଙ୍କ ଦକ୍ଷତାର ପ୍ରଦର୍ଶନ କରିବା ସହ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ପ୍ରତିଫଳିତ କରିବା...

ବାଜିଲା ନିର୍ବାଚନୀ ବିଗୁଲ: ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ସାଧାରଣ ନିର୍ବାଚନ ଲାଗି ବାଜିଲା ବିଗୁଲ। ଶନିବାର ଦିନ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନର୍ବାଚନ କମିଶନର ରାଜୀବ କୁମାର। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଲାଗି ତାରିଖ...

ରାଜ୍ୟ ଏବଂ ଜିଲ୍ଲା କ୍ରୀଡ଼ା ସଂଘର ବଢ଼ିଲା ବାର୍ଷିକ ଅନୁଦାନ ରାଶି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଥିବା ବିଭିନ୍ନ ରାଜ୍ୟସ୍ତରୀୟ କ୍ରୀଡ଼ା ସଂଘ ଏବଂ ଜିଲ୍ଲା କ୍ରୀଡ଼ା ସଂଘଗୁଡ଼ିକର ଅନୁଦାନ ରାଶି ବୃଦ୍ଧି ପାଇଛି। ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ...

ଓଡ଼ିଶାକୁ ‘ସ୍କିଲ୍ କ୍ୟାପିଟାଲ’ରେ ପରିଣତ କରିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଲକ୍ଷ୍ୟ: କାର୍ତ୍ତିକ ପାଣ୍ଡିଆନ୍

ଓଡ଼ିଶାଲାଇଭ୍ ବ୍ୟୁରୋ ‘ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା ‘ଓଡ଼ିଶା ସ୍କିଲ୍ସ’ରେ ୪୫ଟି ଦକ୍ଷତାକୁ ନେଇ ହୋଇଥିଲା ପ୍ରତିଯୋଗିତା ୫୧ କୃତୀ ପ୍ରତିଯୋଗୀଙ୍କୁ ସ୍ୱର୍ଣ୍ଣ (ଭୁବନେଶ୍ୱର): ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ଥିବା ଦକ୍ଷତାକୁ ବିଶ୍ୱସ୍ତରୀୟ କରିବା...

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଶନିବାର ଦିନ ଘୋଷଣା ହେବ ସାଧାରଣ ନିର୍ବାଚନ ତାରିଖ। ଲୋକସଭା ନିର୍ବାଚନ ସହ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ। ଶନିବାର ଅପରାହ୍ଣ ୩ଟାରେ ମୁଖ୍ୟ...

କିଡନି ଜନିତ ସମସ୍ୟା ସହ ଜଡ଼ିତ ଥିବା ଭ୍ରାନ୍ତ ଧାରଣା

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=-f2toqEDQuA କିଡନି ଜନିତ ସମସ୍ୟାକୁ ନେଇ ଲୋକଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶିଷ୍ଟ କିଡନି ରୋଗ ବିଶେଷଜ୍ଞ ଡାକ୍ତର ସୁକାନ୍ତ କୁମାର ଦାସଙ୍କଠାରୁ ସେ ବିଷୟରେ ଅଧିକ ଜାଣିବା। ବିଶ୍ୱ...

ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅବସ୍ଥା ଗୁରୁତର, ଭୁବନେଶ୍ଵରକୁ ଏୟାରଲିଫ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଥିବା ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଚିକିତ୍ସା ପାଇଁ ସମ୍ବଲପୁରରୁ ଭୁବନେଶ୍ଵରକୁ ଏୟାରଲିଫ୍ଟ କରାଯାଉଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସ୍ଵତନ୍ତ୍ର...

କିଡନି ରୋଗ: କାରଣ, ଲକ୍ଷଣ ଓ ଚିକିତ୍ସା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=vUXIXlJmjGg କିଡନି ହେଉଛି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଆମ ଶରୀରରେ କିଡନି ହେଉଛି ଏକ ଫିଲଟର ଭଳି। ଅପରିଷ୍କାର ରକ୍ତକୁ ଛାଣି ଶରୀରକୁ ବିଶୁଦ୍ଧ ରକ୍ତ ଯୋଗାଇବା କିଡନିର ମୁଖ୍ୟ କାମ।...

ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କଲେ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ଶୁକ୍ରବାର ଦାୟିତ୍ଵ ଗ୍ରହଣ କରିଛନ୍ତି ଦୁଇ ନୂଆ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର...