୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଗୋଟିଏ ସ୍ଥାନରେ ଅବସ୍ଥାପିତ ଅଧିକାରୀମାନଙ୍କ ବଦଳି ଦାବି କଲା ରାଜ୍ୟ ବିଜେପି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୋଟିଏ ସ୍ଥାନରେ ୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରିବାକୁ ଦାବି କଲା ଓଡ଼ିଶା ବିଜେପି। ଏ ସଂକ୍ରାନ୍ତରେ ଶନିବାର ଦିନ...
ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ, ମହାପ୍ରଭୁଙ୍କ ଅଳଙ୍କାର ତାଲିକା ପ୍ରସ୍ତୁତି ପାଇଁ ସମୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ଶନିବାର ଅପରାହ୍ଣରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ହୋଇଥିବା ଏହି ବୈଠକରେ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍...
ସମ୍ବଲପୁର ଓ ବ୍ରହ୍ମପୁରରେ ଶୁଭାରମ୍ଭ ହେଲା ‘ମୋ ବସ୍’ ସେବା
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁର ଓ ବ୍ରହ୍ମପୁରରେ ଶନିବାର ‘ମୋ ବସ୍’ ସେବାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେସିଂ ମାଧ୍ୟମରେ ଏହାର ଲୋକର୍ପଣ କରିଛନ୍ତି। ସମ୍ବଲପୁରର ଅଇଁଠାପାଲି ବସ୍ ଟର୍ମିନାଲ ଏବଂ...
ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ, ୪-୧ରେ ସିରିଜ୍ ହାତେଇଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଶନିବାର ଦମଦାର ବିଜୟ ଲାଭ କରିଛି ଟିମ୍ ଇଣ୍ଡିଆ। ହିମାଚଳ ପ୍ରଦେଶର ଧର୍ମଶାଳାରେ ଖେଳାଯାଇଥିବା ଏହି ମ୍ୟାଚକୁ ଗୋଟିଏ ଇନିଂସ ଓ ୬୪ ରନରେ ଜିତିଛି...
୩ରୁ ୪ ଦିନ ମଧ୍ୟରେ ଓଡ଼ିଶାରେ ବଢ଼ିବ ତାତି!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଏବେ ହାଲୁକା ବର୍ଷା ହେଉଥିବାବେଳେ ଆଗକୁ ଖରା ବଢ଼ିବାକୁ ଯାଉଛି। ତେବେ ୩ରୁ ୪ଦିନ ମଧ୍ୟରେ ଦିନର ତାପମାତ୍ରା ଧୀରେ ଧୀରେ ୪ରୁ ୬ ଡ଼ିଗ୍ରୀ ଯାଏଁ...
କନ୍ଧମାଳରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): ଓଡ଼ିଶାରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀମାନେ ପୋଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା କରିଛନ୍ତି। କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ ଗିଡ଼ାପଦର...
ମହାଶିବରାତ୍ରୀ ପାଳନ କରିବାର ମହତ୍ତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=J17IvQFxwts
ମହାଶିବରାତ୍ରୀ ହେଉଛି ଦେବ ଦେବ ମହାଦେବଙ୍କର ସୁବଠୁ ବଡ଼ ପର୍ବ। ଏହିଦିନ ମହାଦେବଙ୍କ ଆରାଧନା ପାଇଁ ଉପବାସ କରନ୍ତି ଭକ୍ତଗଣ। ମହାଦେବଙ୍କୁ ପ୍ରସନ୍ନ କରିବା ପାଇଁ ନିର୍ଜଳ ଉପବାସ ରହିବା ସହିତ ଉଜାଗର...
ବାଲ୍ୟ ବିବାହ ବିରୋଧରେ ସଚେତନତା ପାଇଁ ନବରଙ୍ଗପୁରର ସରିତା ଗରଡ଼ା ଓ କନ୍ଧମାଳର ଶରତ ଘିବଲା ରାଜ୍ୟ ସରକାରଙ୍କଠାରୁ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଶାରେ ଅନୁଷ୍ଠିତ ହୋଇଛି ରାଜ୍ୟସ୍ତରୀୟ ସମାବେଶ। ଗୁରୁବାର ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ...
ଆଜି ପବିତ୍ର ମହାଶିବରାତ୍ରୀ, ରାଜ୍ୟର ପ୍ରମୁଖ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ପବିତ୍ର ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଆଜିର ଦିନରେ ବ୍ରତ ପାଳନ କରୁଥିବା...
ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ‘ଯୋଗାଯୋଗ କ୍ଷେତ୍ରରେ ମହିଳାଙ୍କ ସଫଳତା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ଉପଲକ୍ଷେ ପବ୍ଲିକ ରିଲେସନ୍ସ ସୋସାଇଟି ଅଫ୍ ଇଣ୍ଡିଆର (ପିଆରଏସଆଇ) ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।...





















