ଆଜି ଦହିବରା ଆଳୁଦମ୍ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଦହିବରା ଆଳୁଦମ୍ ଦିବସ। ମାର୍ଚ୍ଚ ୧ ତାରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ କିଛି ବର୍ଷ ହେଲା ପାଳନ କରାଯାଉଛି। ଦହିବରା ଆଳୁଦମ୍ ଓଡ଼ିଆ ଲୋକଙ୍କ ପ୍ରିୟ ଖାଦ୍ୟ।...
ବଢ଼ିଲା ଗଣଶିକ୍ଷକଙ୍କ ଦରମା, ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ନିୟମିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ଗଣଶିକ୍ଷକମାନଙ୍କ ଦରମା ବୃଦ୍ଧି ହୋଇଛି। ଓଟିଇଟି ପାସ୍ କରିନଥିବା ଗଣଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି ରାଜ୍ୟ ସରକାର। ସେହିପରି ଓଟିଇଟି ପାସ୍ କରିଥିବା...
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ୮ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସହ ଜଳସମ୍ପଦ, ମହିଳା...
ବଢ଼ିଲା ଓଡ଼ିଶା ଅଙ୍ଗନବାଡ଼ି କର୍ମୀଙ୍କ ଦରମା, ୧୦ ହଜାର ଟଙ୍କା ପାଇବେ ମାସିକ ପାରିଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର। ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି କର୍ମୀ ଏବଂ ଅଙ୍ଗନବାଡ଼ି ସହାୟିକାଙ୍କ ଦରମା ମଧ୍ୟ ବୃଦ୍ଧି କରାଯାଇଛି।
ଏହାଦ୍ଵାରା ରାଜ୍ୟର ୧ ଲକ୍ଷ...
ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପାଇଁ ଘୋଷଣା ହେଲା ଭାରତୀୟ ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଶେଷ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ କେ ଏଲ ରାହୁଲ ଓ ୱାସିଂଟନ ସୁନ୍ଦରଙ୍କୁ ବାଦ ଦିଆଯାଇଛି। ତେବେ ରାଞ୍ଚିରେ...
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଉତ୍ତର ପାର୍ଶ୍ଵରେ ଫାଟ ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ପକ୍ଷରୁ କରାଯାଇଥିବା ଲେଜର ସ୍କାନିଂରୁ ଏହା ସ୍ପଷ୍ଟ ହୋଇଛି। ଏହାର ମରାମତି କରିବାକୁ ଶ୍ରୀମନ୍ଦିର...
ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିସେରିର ବି.ଏଫ.ଏସସି ପାଠ୍ୟକ୍ରମକୁ ଆଇସିଏଆର ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ସ୍କୁଲ୍ ଅଫ୍ ଫିସେରିର ମତ୍ସ୍ୟ ବିଜ୍ଞାନ ପାଠ୍ୟକ୍ରମକୁ (ବି.ଏଫ.ଏସସି) ଭାରତୀୟ କୃଷି ଅନୁସନ୍ଧାନ ପରିଷଦରୁ (ଆଇସିଏଆର) ମାନ୍ୟତା ମିଳିଛି। ମତ୍ସ୍ୟ ବିଜ୍ଞାନରେ ଶିକ୍ଷା ଏବଂ ଅନୁସନ୍ଧାନ କ୍ଷେତ୍ରରେ ଉତ୍କର୍ଷତା...
ବିଜେପିରେ ଯୋଗ ଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣ ନିର୍ବାଚନ ପୂର୍ବରୁ ଦଳଗୁଡ଼ିକରେ ଚାଲିଛି ମିଶ୍ରଣ ପର୍ବ। ଏହାରି ମଧ୍ୟରେ ଗୁରୁବାର ଦିନ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ।
ଭୁବନେଶ୍ଵରସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଜେପି ସହପ୍ରଭାରୀ ଲତା...
ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଗଠନ ହୋଇଛି ଉଚ୍ଚସ୍ତରୀୟ କମିଟି। ରତ୍ନଭଣ୍ଡାର ସୁରକ୍ଷା ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ...
ମୟୂରଭଞ୍ଜରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜଣଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଗୁରୁବାର ସକାଳୁ ସକାଳୁ ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହିଭଳି ଅଭାବନୀୟ ଘଟଣା ଘଟିଛ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା...





















