ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସୁଛନ୍ତି। ସେ ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ହେବାକୁଥିବା ସାଧାରଣ ସଭାରେ ଯୋଗ ଦେବେ। ଏନେଇ ଓଡ଼ିଶା ବିଜେପି ସହପ୍ରଭାରୀ ଲତା ଉସେଣ୍ଡି...
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନ, କେନ୍ଦୁଝର ଓ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଗୁରୁବାର ସେ କେନ୍ଦୁଝରର ଧରଣୀଧର ବିଶ୍ଵବିଦ୍ୟାଳୟରେ ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟ ସ୍ତରୀୟ...
କୃଷି ଭବନ ପରିଦର୍ଶନ କଲେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ବୁଧବାର ଦିନ କୃଷି ଭବନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ବିଭାଗରେ ଚାଲିଥିବା...
ଆଇଆଇଏମସି ଢେଙ୍କାନାଳରେ ଦୁଇଟି ଇଂରାଜୀ ପୁସ୍ତକ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଢେଙ୍କାନାଳ ସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନରେ (ଆଇଆଇଏମସି) ଦୁଇଟି ଇଂରାଜୀ ପୁସ୍ତକ ଉନ୍ମୋଚିତ ହୋଇଛି। ଏଠାରେ ଆଇଆଇଏମସି ଢେଙ୍କାନାଳର ନିର୍ଦ୍ଦେଶକ ଡକ୍ଟର ମୃଣାଳ ଚାଟାର୍ଜୀଙ୍କ ପୁସ୍ତକ ‘ୱିଣ୍ଡୋ ସିଟ୍’ ଏବଂ...
ସ୍କୁଲ ଖୋଲିବା ଦାବିରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ କାଳିକାପ୍ରସାଦ ଗାଁର ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବନ୍ଦ ହୋଇଯାଇଥିବା ସ୍କୁଲକୁ ପୁନର୍ବାର ଖୋଲିବା ଦାବିରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗଣିଆ ବ୍ଲକ ଅନ୍ତର୍ଗତ କାଳିକାପ୍ରସାଦ ଗାଁର କୁନି କୁନି ଛାତ୍ରଛାତ୍ରୀ।
ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ...
ମୟୂରଭଞ୍ଜରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଖିଚିଂରେ ମା’ କିଚକେଶ୍ଵରୀଙ୍କୁ କଲେ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତ ଆରମ୍ଭ କରିଛନ୍ତି। ବୁଧବାର ପ୍ରଥମ ଦିନରେ ସେ ମୟୂରଭଞ୍ଜର ଖିଚିଂରେ ପହଞ୍ଚିଛନ୍ତି। ଏଠାରେ ସେ ମା’ କିଚକେଶ୍ଵରୀଙ୍କ ମନ୍ଦିର ଯାଇ ଦର୍ଶନ...
ଆଇଏଏସ ସ୍ତରରେ ଅଦଳବଦଳ: ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇଏଏସ ସ୍ତରରେ ବୁଧବାର ଦିନ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବଦଳିଛନ୍ତି ବାଲେଶ୍ଵର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି...
ସବସିଡି – ଦେଶର ରାଜକୋଷ ଉପରେ ଚାପ
ଭାସ୍କର ପରିଚ୍ଛା
ଭାରତରେ ବିଭିନ୍ନ କ୍ଷେତ୍ରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ସବସିଡି ପ୍ରଦାନ କରାଯାଉଛି। କୃଷି, ସ୍ୱାସ୍ଥ୍ୟ, ଖାଦ୍ୟ ଯୋଗାଣ ଆଦିରେ ମାଗଣା ସେବା ସହ ବିଭିନ୍ନ ସାମଗ୍ରୀ...
ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲା: ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ବୁଧବାର ଦିନ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ ସାମଲ୍। ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି...
ଭୁବନେଶ୍ଵରରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ, ବସ୍ତି ପରିଦର୍ଶନ କରି ଦେଖିଲେ ଲୋକଙ୍କ ଜୀବନଶୈଳୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍ ଗେଟ୍ସ। ବୁଧବାର ସେ ଭୁବନେଶ୍ଵରର ଏକ ବସ୍ତି ବୁଲି ଦେଖିଛନ୍ତି। ଏହାପରେ ସେ ଓଡ଼ିଶା କୃଷି ଭବନ ପରିଦର୍ଶନ କରିବା ସହ ରାଜ୍ୟରେ ବିଲ୍...





















