Independence Day

ଦକ୍ଷ ମାନବ ସମ୍ବଳ ଓଡ଼ିଶାର ବଡ଼ ଶକ୍ତି – ହେମନ୍ତ ଶର୍ମା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=lCLKdgQ1GaY ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ରାଜ୍ୟର ଅର୍ଥନୈତିକ ପ୍ରଗତିକୁ ଦୀର୍ଘସ୍ଥାୟୀ କରିବା ସହ ଭବିଷ୍ୟତ ଲାଗି...

ବିଏମସିକୁ ନିର୍ବାଚନ ଆୟୋଗଙ୍କ ଚିଠି: ଭୁବନେଶ୍ଵରରୁ ହଟିବ ରାଜନୈତିକ ପୋଷ୍ଟର

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ମହାନଗର ନିଗମ (ବିଏମସି) ଅଞ୍ଚଳରୁ ହଟିବ ସମସ୍ତ ରାଜନୈତିକ ଦଳର ପୋଷ୍ଟର। ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ ରାଜନୈତିକ ପୋଷ୍ଟର ହଟାଇବାକୁ ବିଏମସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।...

ସାଧାରଣ ଲୋକଙ୍କୁ ଜନପ୍ରତିନିଧିଙ୍କ ସହ ଯୋଡ଼ିବ ‘ଓଡ଼ିଶା ରାଜନୀତି’ ପୁସ୍ତକ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=R6CXGKVZYKY&t=1s ‘ବିଜ୍ଞାପନ’ ପ୍ରକାଶନ ସଂସ୍ଥା ପକ୍ଷରୁ ଉନ୍ମୋଚିତ ହୋଇଛି ‘ଓଡ଼ିଶା ରାଜନୀତି’ ପୁସ୍ତକ। ଏଥିରେ ଓଡ଼ିଶାର ଜନପ୍ରତିନିଧିମାନଙ୍କ ଯୋଗାଯୋଗ ନମ୍ବର ରହିଛି। ଏହାସହ ରାଜନେତାମାନଙ୍କ ସହ ବିଶେଷ ସାକ୍ଷାତକାରକୁ ପୁସ୍ତକରେ ସ୍ଥାନିତ କରାଯାଇଛି।...

ଫେବ୍ରୁଆରି ୨୮ ଯାଏଁ ବର୍ଷା: ବିଜୁଳି ଘଡ଼ଘଡ଼ି ପାଇଁ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କିଛି ଦିନ ହେଲା ଜାରି ରହିଥିବା ତାପମାତ୍ରାରେ ସାମାନ୍ୟ ହ୍ରାସ ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ...

ମାଲକାନଗିରି ସୀମାରେ ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ଗୁରୁବାର ରାତିରେ ସୁକୁମା...

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ମନୋହର ଯୋଶୀଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ...

ବିଶ୍ୱ ଦକ୍ଷତା କେନ୍ଦ୍ରରୁ ‘ଓଡ଼ିଆ ବ୍ରାଇଡାଲ ମେକଅପ୍’ ତାଲିମ ନେଇ ବାହାରିଲେ ୩୦ ଜଣ ଏସଏଚଜି ମା’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବର୍ତ୍ତମାନ ବ୍ୟୁଟି, ମେକଅପ୍ ଓ ଫେସିଆଲ ଆଦି ସେବା କ୍ଷେତ୍ରରେ ଚାହିଦା ବଢୁଛି। ତେଣୁ ଏ ଦିଗରେ ଏସଏଚଜି ମା’ମାନଙ୍କୁ ତାଲିମ ଦେଇ ସେମାନଙ୍କ ପାଇଁ ରୋଜଗାରର ନୂଆ ବାଟ...

୧୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଆଉ ୩ ବର୍ଷ ବଢ଼ିଲା କାଳିଆ ଯୋଜନା

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଦିନ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୩ଟି ବିଭାଗର ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କାଳିଆ ଯୋଜନା ଅବଧିକୁ ଆଉ ତିନି ବର୍ଷ ଅର୍ଥାତ ୨୦୨୪-୨୫ରୁ...

ଥମିବ ହିଂସା: ମୂଳ ରାୟକୁ ହଟାଇଲେ ମଣିପୁର ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଥମିବ ମଣିପୁର ହିଂସା। ଶେଷରେ ମଣିପୁର ହିଂସାର ମୂଳ କାରଣ ପାଲଟିଥିବା ରାୟକୁ ହଟାଇଲେ ମଣିପୁର ହାଇକୋର୍ଟ। ଗତ ୨୦୨୩ ମସିହା ମାର୍ଚ୍ଚ ୨୭ ତାରିଖରେ ଦିଆଯାଇଥିବା ନିର୍ଦ୍ଦେଶକୁ କୋର୍ଟ ରଦ୍ଦ...

ଆସିଲା ଆଇପିଏଲ୍ ୨୦୨୪ ଖେଳସୂଚୀ, ଉଦଘାଟନୀ ମ୍ୟାଚରେ ଚେନ୍ନାଇ-ବେଙ୍ଗାଳୁରୁ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ର ଖେଳସୂଚୀ ଗୁରୁବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୨ ତାରିଖରେ ଚେନ୍ନାଇର ଏମଏ ଚଦାମ୍ବରମ ଷ୍ଟାଡିୟମରେ ଆଇପିଏଲର ୧୭ତମ ସଂସ୍କରଣର ଉଦଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହେବ।...