Independence Day

ରାଜ୍ୟସଭା ପାଇଁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି         

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟସଭା ପାଇଁ ଦୁଇଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜୁ ଜନତା ଦଳ (ବିଜେଡି)। କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ପୁରୀର ଯୁବ ବିଜେଡି ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ...

ବୌଦ୍ଧ: ରାସନକାର୍ଡ ହିତାଧିକାରୀଙ୍କୁ ବ୍ୟାଗ ବଣ୍ଟନକୁ ବିଜେପିର ବିରୋଧ

ଓଡ଼ିଶାଲାଇଭ୍ ବ୍ୟୁରୋ ତେଜିଲା ବ୍ୟାଗ ରାଜନୀତି। ସାରା ରାଜ୍ୟରେ ରାସନକାର୍ଡ ହିତାଧିକାରୀଙ୍କୁ ଆମ ଓଡ଼ିଶା ନବୀନ ଓଡ଼ିଶା ଲୋଗୋ ଥିବା ବ୍ୟାଗ ବଣ୍ଟନକୁ ବିରୋଧ କରୁଛି ବିଜେପି। ବୌଦ୍ଧ ଜିଲ୍ଲାର ପ୍ରତି ପଞ୍ଚାୟତରେ ଏବେ...

ବିହାର ବିଧାନସଭାରେ ଆସ୍ଥାଭୋଟ ଜିତିଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ସପକ୍ଷରେ ପଡ଼ିଲା ୧୨୯ ଭୋଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବିହାର ବିଧାନସଭାରେ ସୋମବାର ଅନୁଷ୍ଠିତ ହୋଇଥିବା ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏଥିରେ ବିଜେପି-ଜେଡିୟୁ ସମର୍ଥିତ ଏନଡିଏ ସରକାର ସପକ୍ଷରେ ୧୨୯ଟି ଭୋଟ ପଡ଼ିଛି। ତେବେ ଆସ୍ଥାଭୋଟ ବେଳେ...

ଏପ୍ରିଲ ୧୪ରେ ପାଳନ ହେବ ମହାବିଷୁବ ସଂକ୍ରାନ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏଥର ପଣା ସଂକ୍ରାନ୍ତି ଏପ୍ରିଲ ୧୩ କି ୧୪ ତାରିଖରେ ପାଳନ କରାଯିବ ତାକୁ...

ଓଡ଼ିଶାରେ କମୁଛି ଶୀତ, ବଢ଼ିବ ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଧୀରେ ଧୀରେ ଶୀତ କମିବାରେ ଲାଗିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ହାରାହାରି ତାପମାତ୍ରା ୨ ଡିଗ୍ରୀ ଯାଏଁ ବଢ଼ିବାର ସମ୍ଭାବନା ରହିଛି। ତେବେ ଅଭ୍ୟନ୍ତରୀଣ...

କତାରରୁ ମୁକ୍ତ ହେଲେ ମୃତ୍ୟୁଦଣ୍ଡ ପାଇଥିବା ୮ ଜଣ ଭାରତୀୟ ନୌସେନା ଅଧିକାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କତାରରୁ ମୁକ୍ତ ହେଲେ ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଅଧିକାରୀ। ଗୁପ୍ତଚର ଅଭିଯୋଗରେ ଏହି ପୂର୍ବତନ ନୌସେନା ଅଧିକାରୀମାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲେ କତାର ସରକାର। ଭାରତ ସରକାରଙ୍କ ହସ୍ତକ୍ଷେପ ପରେ...

ଓଡ଼ିଶାର ଆଉ ୫ଟି ଜିଲ୍ଲାରେ ଚାଲିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଆଉ ୫ଟି ଜିଲ୍ଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍ ସେବା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ...

‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ’ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଲା ସ୍କଚ୍ ଗୋଲ୍ଡ ଆୱାର୍ଡ  

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଛି ସମ୍ମାନ ଜନକ ସ୍କଚ୍ ଗୋଲ୍ଡ ଆୱାର୍ଡ। ମୋ ସ୍କୁଲ୍ ଅଭିଯାନର ‘ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ’...

ଓଡ଼ିଶାରେ ନିର୍ବାଚନ ପାଇଁ କଂଗ୍ରେସର ରଣନୀତି, ଦଳର ୧୩ଟି ଜିଲ୍ଲା କମିଟିର ବଦଳିଲେ ସଭାପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତ ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ରଣନୀତି ଆରମ୍ଭ କରିଛି ଓଡ଼ିଶା କଂଗ୍ରେସ। ଏହି ପରିପ୍ରେକ୍ଷୀରେ ରାଜ୍ୟର ୧୩ଟି ଜିଲ୍ଲା କଂଗ୍ରେସ କମିଟିର ସଭାପତି ବଦଳିଛନ୍ତି। ପିସିସି ସଭାପତି...

କଳାହାଣ୍ଡିରେ ପିକଅପ ଭ୍ୟାନ ଓଲଟି ୨ ଜଣଙ୍କର ମୃତ୍ୟୁ, ୫୦ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଡୋକରିପଡ଼ାଠାରେ ରବିବାର ସନ୍ଧ୍ୟାରେ ଗୋଟିଏ ପିକଅପ ଭ୍ୟାନ ଦୁର୍ଘଟଣା ଯୋଗୁଁ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ...