Independence Day

ଅନ୍ତରୀଣ ବଜେଟ୍ ୨୦୨୪-୨୫, ଜାଣନ୍ତୁ କେଉଁ ମନ୍ତ୍ରାଳୟକୁ ମିଳିଲା କେତେ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି ଅନ୍ତରୀଣ ବଜେଟ୍। ବିଭିନ୍ନ ମନ୍ତ୍ରାଳୟ ପାଇଁ ଏହି ବଜେଟରେ ଅର୍ଥ ବ୍ୟୟବରାଦ କରାଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରାଳୟ ପାଇଁ ସର୍ବାଧିକ...

ଗିରଫ ପୂର୍ବରୁ ପଦ ଛାଡ଼ିଲେ ହେମନ୍ତ ସୋରେନ, ଚମ୍ପଇ ସୋରେନ ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରାୟ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ହେମନ୍ତ ସୋରେନ ଗିରଫ ହେବା ପରେ...

ଅନ୍ତରୀଣ ବଜେଟରେ ରେଳବାଇ ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ୩ ନୂଆ ରେଳ ଅର୍ଥନୈତିକ କରିଡର

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସଂସଦରେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ ରେଳ ବିଭାଗ ପାଇଁ ଏକାଧିକ ଘୋଷଣା କରାଯାଇଛି। ଏଥିରେ ନୂଆ...

ସଂସଦରେ ଉପସ୍ଥାପିତ ହେଲା ଅନ୍ତରୀଣ ବଜେଟ୍ ୨୦୨୪-୨୫, ସଂକ୍ଷେପରେ ଜାଣନ୍ତୁ କ’ଣ ରହିଛି ଏହି ବଜେଟରେ   

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଛନ୍ତି ଅନ୍ତରୀଣ ବଜେଟ୍ ୨୦୨୪-୨୫। ଜାଣନ୍ତୁ କ’ଣ ରହିଛି ସାଧାରଣ ନିର୍ବାଚନ ପୂର୍ବରୁ ଆସିଥିବା ଏହି ବଜେଟରେ। ନୂଆ ସଂସଦ ଭବନରେ କେନ୍ଦ୍ର ଅର୍ଥମନ୍ତ୍ରୀ...

କାଳିଆ ଛାତ୍ରବୃତ୍ତି ପାଇଁ ଆନଲାଇନ ଆବେଦନ ସମୟ ସୀମା ଫେବ୍ରୁଆରି ୮କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ପାଇଁ ସମୟ ସୀମା। ଆସନ୍ତା ଫେବ୍ରୁଆରି ୮ ତାରିଖ ପର୍ଯ୍ୟନ୍ତ  କାଳିଆ ଛାତ୍ରବୃତ୍ତି ପାଇଁ ଅନଲାଇନରେ ଆବେଦନ କରିହେବ। ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ...

୩୦ ବର୍ଷ ପରେ ଜ୍ଞାନବାପୀ ପରିସରରେ ପୂଜାର୍ଚ୍ଚନା ପାଇଁ ହିନ୍ଦୁ ପକ୍ଷଙ୍କୁ ମିଳିଲା କୋର୍ଟଙ୍କ ଅନୁମତି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ବାରଣାସୀସ୍ଥିତ ଜ୍ଞାନବାପୀ ମସଜିଦ ମାମଲାରେ ହିନ୍ଦୁ ପକ୍ଷଙ୍କ ସପକ୍ଷରେ ବଡ଼ ରାୟ ଦେଇଛନ୍ତି ବାରଣାସୀ କୋର୍ଟ। ଜ୍ଞାନବାପୀ ପରିସରରେ ହିନ୍ଦୁ ପକ୍ଷଙ୍କୁ ପୂଜାର୍ଚ୍ଚନା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି।...

ଭୁବନେଶ୍ଵରରେ ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’, ସମ୍ବର୍ଦ୍ଧିତ ହେଲେ ରାଜ୍ୟର ସଫଳ ଷ୍ଟାର୍ଟଅପ୍ ଉଦ୍ୟୋଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ବୁଧବାର ଆୟୋଜିତ ହୋଇଛି ‘ଷ୍ଟାର୍ଟଅପ୍‌ ଉତ୍ସବ-୨୦୨୪’। ଭୁବନେଶ୍ୱର ସ୍ଥିତ ‘ଓ-ହବ’ରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଷ୍ଟାର୍ଟଅପ୍‌ ଇକୋସିଷ୍ଟମକୁ ନେଇ ମାନସମନ୍ଥନ ହୋଇଛି। ଏହାସହ ରାଜ୍ୟର...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ବଜେଟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଆସନ୍ତାକାଲି, ଗୁରୁବାର ସଂସଦରେ ଉପସ୍ଥାପନ ହେବ ଅନ୍ତରୀଣ ବଜେଟ। ବଜେଟ ଅଧିବେଶନ ପୂର୍ବରୁ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...

ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ। ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଏହି...

ମୀନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ମୀନାକ୍ଷୀ ବାହିନୀପତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସର ସାଂଗଠନିକ ପରିବର୍ତ୍ତନ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ...