ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ପୋଲିସ ଏବଂ ଅନ୍ୟ ବିଭାଗର ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ...
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଜଭବନରେ ହୋଇଥିବା ଏହି ଉତ୍ସବରେ ଓଡ଼ିଶା ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା...
ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ଵର ପ୍ରଥମ କଳାବାଘ ସଫାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିମିଳିପାଳ ଅଭୟାରଣ୍ୟରେ ହେବ ବିଶ୍ୱର ପ୍ରଥମ କଳାବାଘ (ମେଲାନିଷ୍ଟିକ ବାଘ) ସଫାରି। କଳାବାଘ ସଫାରି ହେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାବାଘ ସଫାରି ପାଇଁ...
ସରିଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା: ଶ୍ରୀକ୍ଷେତ୍ରରେ ପ୍ରାୟଶ୍ଚିତ କଲେ କଂସ ମହାରାଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁକ୍ତାକାଶ ରଙ୍ଗମଞ୍ଚରେ ୧୧ ଦିନ ଧରି ଚାଲିଥିବା ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶେଷ ହୋଇଛି। ଧନୁଯାତ୍ରା ସରିବା ପରେ ପ୍ରାୟଶ୍ଚିତ କରିବାକୁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଛନ୍ତି ମହାରାଜା କଂସ। ମହୋଦଧିରେ...
ବୋରିଗୁମ୍ମା ସିରିଜ ଦୁର୍ଘଟଣା ମୃତ୍ୟୁ: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ବିଜାପୁର ଛକରେ ଘଟିଥିବା ସିରିଜ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତିଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା...
କୋରାପୁଟ: ବିଜାପୁର ଛକରେ ସିରିଜ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଗଲା
ଓଡ଼ିଶାଲାଇଭ୍ ବ୍ୟୁରୋ
କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ବିଜାପୁର ଛକରେ ଘଟିଥିବା ସିରିଜ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି।
ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୩ ଜଣ...
ଘୋଷଣା ହେଲା ପଦ୍ମ ସମ୍ମାନ ୨୦୨୪: ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଘୋଷଣା ହୋଇଛି ଚଳିତ ବର୍ଷର ପଦ୍ମ ସମ୍ମାନ। ଚଳିତ ଥର ୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୧୦ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ।...
ଗଞ୍ଜାମରେ ବସ୍-ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା, ୩ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲା ୫୬ ନମ୍ବର ଜାତୀୟ ରାଜପଥର ଖଡ଼ଭାଗ ନିକଟରେ ଗୋଟିଏ ବସ୍ ଏବଂ ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ...
ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ୭୫ ତମ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ। ଏହି ଭବ୍ୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ରାଜ୍ୟପାଳ...
ଆଜି ଭାରତ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ, କର୍ତ୍ତବ୍ୟ ପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ସାରା ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ। ଗାଁଠୁ ସହର ସବୁଠି ଦିଶୁଛି ତ୍ରିରଙ୍ଗା ତ୍ରିରଙ୍ଗା।
ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ପାଳନ ପାଇଁ ସାରା ଦେଶରେ ଦେଖିବାକୁ ମଳିଛି ଉତ୍ସାହ।...
ଫେବ୍ରୁଆରି ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆସନ୍ତା ଫେବ୍ରୁଆରି ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶା ଗସ୍ତର କାର୍ଯ୍ୟକ୍ରମ ରହିଛି। ସମ୍ବଲପୁର ଆଇଆଇଏମ କାର୍ଯ୍ୟକ୍ରମରେ ସାମିଲ ହେବାକୁ...




















