ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ୍ ଦେବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାରି ମଧ୍ୟରେ ପୋଲିଂ କର୍ମଚାରୀଙ୍କ ଲାଗି ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି।
ନିର୍ବାଚନ ବେଳେ ପୋଲିଂ ଅଧିକାରୀ ଏବଂ କର୍ମଚାରୀ ଡ୍ୟୁଟି...
ଭାରତରେ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ, ଆସନ୍ତାକାଲି ସାଧାରଣତନ୍ତ୍ର ଦିବସରେ ହେବେ ମୁଖ୍ୟ ଅତିଥି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ପହଞ୍ଚିଲେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ। ଗୁରୁବାର ଅପରାହ୍ଣରେ ତାଙ୍କ ବିମାନ ରାଜସ୍ଥାନର ଜୟପୁର ବିମାନବନ୍ଦରରେ ଅବତରଣ କରିଥିଲା। ଆସନ୍ତାକାଲି ସେ ନୂଆଦିଲ୍ଲୀରେ ୭୫ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ...
ମେ’ ୬ରୁ ୧୦ ଓଜେଇଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏଁ ଆବେଦନ କରିପାରିବେ ପରୀକ୍ଷାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ମେ’ ମାସ ୬ରୁ ୧୦ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ଯାଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମାଧ୍ୟମରେ ଏହି ପରୀକ୍ଷା ହେବ। ଏଥିପାଇଁ...
ରାୟଗଡ଼ାରେ ତୃତୀୟ ରେଳଲାଇନ କାର୍ଯ୍ୟର ସମୀକ୍ଷା କଲେ ସେଫ୍ଟି କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା-ସିଙ୍ଗାପୁର ତୃତୀୟ ରେଳ ଲାଇନ କାର୍ଯ୍ୟର ସମୀକ୍ଷା କରିଛନ୍ତି ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର। ରେଳବାଇ ବିଭାଗର ସେଫ୍ଟି କମିଶନର ବ୍ରିଜେଶ କୁମାର ମିଶ୍ର...
ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୧୫ ପୋଲିସଙ୍କୁ ଜାତୀୟ ସାହସିକତା ପୁରସ୍କାର, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ମୋଟ ୧,୧୩୨ ଜଣ ପୋଲିସକର୍ମୀ ଏହି ପୁରସ୍କାର ପାଇବେ। ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ...
ସମ୍ବଲପୁରରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ଜାନୁଆରି ୨୭ରେ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ଛୁଟି ଘୋଷଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁରରେ ଶନିବାର ଜାନୁଆରି ୨୭ ତାରିଖରେ ଉଦଘାଟିତ ହେବାକୁ ଯାଉଛି ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି...
ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ପରେ ସୁନାବେଶ ସମ୍ପନ୍ନ ହେବ। ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ...
ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ: ସଞ୍ଜୀବ ପଣ୍ଡା ହେଲେ ଟୁଇନସିଟି ପୋଲିସ କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ବୁଧବାର ଦିନ ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର-କଟକ ଟୁଇନସିଟିର ପୋଲିସ କମିଶନର ଭାବେ...
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୩୦ ଜଣ ବୈଜ୍ଞାନିକ ସମ୍ବର୍ଦ୍ଧିତ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=kSNecSGxF2M
ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨୦୨୧ ଓ ୨୦୨୨ ମସିହା ପାଇଁ...
ଆସନ୍ତାକାଲିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍, ହାଇଦ୍ରାବାଦରେ ମୁହାଁମୁହିଁ ହେବ ଦୁଇ ଦଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍। ଏଥିପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯିବ। ସିରିଜ୍ ପାଇଁ ଦଳରେ...





















